• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ଗଜପତି ଜିଲ୍ଲାର ଆର ଉଦୟଗିରି ଠାରେ ବ୍ଲକସ୍ତରୀୟ ଉଜ୍ୱଳ ଭାରତ – ଉଜ୍ୱଳ ଭବିଷ୍ୟତ ବିଦ୍ୟୁତ ମହୋତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 29, 2022
in କଟକ, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଆର ଉଦୟଗିରି ଠାରେ ବ୍ଲକସ୍ତରୀୟ ଉଜ୍ୱଳ ଭାରତ – ଉଜ୍ୱଳ ଭବିଷ୍ୟତ ବିଦ୍ୟୁତ ମହୋତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ଜୁଲାଇ ଗୁରୁବାର) ପାରାଖେମୁଣ୍ଡି :- ଭାରତର ସ୍ବାଧୀନତାର ୭୫ତମ ବର୍ଷ ପାଳନ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ ” ଆଜାଦୀ କା ଅମୃତ ମହୋତ୍ସବ ” ଅନ୍ତର୍ଗତ ବିଦ୍ୟୁତ ମହୋତ୍ସବ କେନ୍ଦ୍ର ସରକାରଙ୍କର ବିଦ୍ୟୁତ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କର ସହଯୋଗୀତାରେ ଦ୍ୱିତୀୟ କାର୍ଯ୍ୟକ୍ରମ ରୂପେ ଆଜି ରା.ଉଦୟଗିରି ସ୍ଥିତ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୁ ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଗାବରା ତିରୁପତି ରାଓ ମହୋଦୟ ଯୋଗ ଦେଇ ଗଜପତି ଜିଲ୍ଲାରେ ବିଦ୍ୟୁତକ୍ଷେତ୍ରରେ ହୋଇଥିବା ଉନ୍ନତିମୂଳକ କାର୍ଯ୍ୟର ଉଲ୍ଲେଖ କରିବା ସହିତ ବିଦ୍ୟୁତ ଅପଚୟ ରୋକିବା ଉପରେ ଗୁରୁତ୍ବ ଆରୋପ କରିଥିଲେ ।

ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଉକ୍ତ କାର୍ଯ୍ୟକ୍ରମରେ ପୌରହିତ୍ୟ କରି ବିଦ୍ୟୁତ ଉତ୍ପାଦନ , ସରବରାହ ଓବିତରଣ ବ୍ୟବସ୍ଥାରେ ଉପୁଜୁଥିବା ସମସ୍ୟା ଗୁଡିକ ଉପରେ ଦୃଷ୍ଟିପାତ କରିଥିଲେ ଏବଂ ସୌରଉଜ୍ୟା ର ଉପଯୋଗୀତା ଓ ଭବିଷ୍ୟତରେ ତାହାର ବହୁଳ ପ୍ରଚଳନ ଉପରେ ଗୁରୁତ୍ବ ଦେଇଥିଲେ । ସମ୍ମାନିତ ଅତିଥିରୂପେ ଅତିରିକ୍ତ ଜିଲ୍ଲାପାଳ ଗଜପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ନାୟକ ଏପରି କାର୍ଯ୍ୟକ୍ରମର ଉପଯୋଗୀତା ଏବଂ ସୁରକ୍ଷିତ ଓ ସୁଲଭ ବିଜୁଳି ବ୍ୟବହାର ଉପରେ ନିଜର ମତାମତ ପୋଷଣ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ରା.ଉଦୟଗିରି ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଶବର , ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର ଓ ରା.ଉଦୟଗିରି ବ୍ଲକ ଉପଧକ୍ଷ୍ୟା ବିଜୟଲକ୍ଷ୍ମୀ ପଟ୍ଟନାୟକ ଯୋଗ ଦେଇ ବିଦ୍ୟୁତର ବିଭିନ୍ନ ଉପଯୋଗୀତା ଏବଂ ବିଦ୍ୟୁତ ସଂରକ୍ଷଣ ଉପରେ ନିଜ ନିଜର ମତାମତ ପୋଷଣ କରିଥିଲେ ଓ NTPC , OPTCL ଏବଂ TPSODL କୁ ଏପରି କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ଭୁୟସିପ୍ରଶଂସା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ବକ୍ତା ରୂପେ OPTCL DGM ଦାମୋଦର ପ୍ରସାଦ ପାତ୍ର , କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଆନୁକୂଲ୍ୟରେ ବିଦ୍ୟୁତକ୍ଷେତ୍ରରେ ବିଗତ ୮ବର୍ଷରେ ହୋଇଥିବା ଉଲ୍ଲେଖନୀୟ ପ୍ରଗତି ଉପରେ ବିସ୍ତାର ରୂପେ ବର୍ଣ୍ଣନା କରିଥିଲେ ।

କାର୍ଯ୍ୟକ୍ରମକୁ ରଙ୍ଗାରଙ୍ଗ କରିବାପାଇଁ ଓଡିଶୀନୃତ୍ୟ ଓ ଲୋକନାଟ ପ୍ରଦର୍ଶନ କରାଯାଇଥିଲା । ସୁରକ୍ଷିତ ବିଦ୍ୟୁତ ବ୍ୟବହାର , ସଂରକ୍ଷଣ ଇତ୍ୟାଦି Audio – Video visuals ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । ଏତଦବ୍ୟତୀତ ବିଦ୍ୟୁତ କ୍ଷେତ୍ରର ଉଲ୍ଲେଖନୀୟ କାର୍ଯ୍ୟକଳାପ ଗୁଡିକ ମଧ୍ୟ ପ୍ରଦର୍ଶିତ ହୋଇଥିଲା । ଏହି କାର୍ଯ୍ୟକ୍ରମ NTPC ସୌଜନ୍ୟରେ ଓ OPTCL ଏବଂ TPSODL ର ସହଯୋଗୀତାରେ ଆୟୋଜନ କରାଯାଇଥିଲା ।

ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଲା କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ବିଦ୍ୟୁତ କ୍ଷେତ୍ରରେ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟକୁ ଜନସାଧାରଣଙ୍କ ପାଖକୁ ପହଞ୍ଚାଇବା ଏବଂ ବିଦ୍ୟୁତର ସଦୁପଯୋଗ ଓ ସୌରଉଜ୍ୟାର ସୁଫଳ ଉପରେ ସଚେତନତା ଜାଗ୍ରତ କରିବା । କାର୍ଯ୍ୟକ୍ରମର ଶେଷରେ ବରିଷ୍ଟ ମ୍ୟାନେଜର NTPC ରମାକାନ୍ତ ଦାଶ ଆମନ୍ତ୍ରିତ ଅତିଥ୍‌ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟୁତ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିବାବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ସାମିଲ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

September 22, 2026
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version