• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ : ବିଜୟଲକ୍ଷ୍ମୀ ହୋତାଙ୍କ ଯୋଗ ପୁସ୍ତକ

Proprietor Abhimanyu Maharana by Proprietor Abhimanyu Maharana
July 30, 2022
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ : ବିଜୟଲକ୍ଷ୍ମୀ ହୋତାଙ୍କ ଯୋଗ ପୁସ୍ତକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁଲାଇ ଶୁକ୍ରବାର )ଭୁବନେଶ୍ୱର :- ବିଶିଷ୍ଟ ଯୋଗ ବିଶାରଦ ଶ୍ରୀମତୀ ବିଜୟଲକ୍ଷ୍ମୀ ହୋତାଙ୍କ ଦ୍ୱାରା ଲିଖିତ ‘ଯୋଗ ଫର୍ ସୁପର ଇମ୍ୟୁନିଟି‘ ପୁସ୍ତକକୁ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜଭବନରେ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ମାନ୍ୟବର ରାଜ୍ୟପାଳ ପୁସ୍ତକଟିର ଲୋକପ୍ରିୟତା କାମନା କରିବା ସହିତ ଏହା ଜନସାଧାରଣଙ୍କ ଉପକାରରେ ଆସିବ ବୋଲି ଆଶା ବ୍ୟକ୍ତ କରିଛନ୍ତି । ପ୍ରସିଦ୍ଧ ରୂପା ପବ୍ଲିକେଶନ୍ସ ଦ୍ୱାରା ପ୍ରକାଶିତ ‘ଯୋଗ ଫର୍ ସୁପର ଇମ୍ୟୁନିଟି’ ପୁସ୍ତକରେ ମନକୁ ଚାପମୁକ୍ତ କରିବା, ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟଧାରା ସକ୍ରିୟ କରିବା, ଉପଯୁକ୍ତ ଖାଦ୍ୟ ଗ୍ରହଣ, ଜୀବନଶୈଳୀରେ ପରିବର୍ତ୍ତନ ଇତ୍ୟାଦି ସମ୍ପର୍କରେ ବିସ୍ତୃତ ଉଲ୍ଲେଖ ରହିଛି । ଏହି ଅବସରରେ ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡର ଭାରପ୍ରାପ୍ତ ସଭାପତି ଶ୍ରୀ ଅଶୋକ କୁମାର ସାରଦା ଏବଂ ଗ୍ରୋ ଗ୍ରୀନ୍ କନ୍‌ସୋର୍ଟିୟମ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶ୍ରୀମତୀ ସୁକ୍ତା ସାରଦା ଉପସ୍ଥିତ ଥିଲେ ।

ଶ୍ରୀମତୀ ହୋତା ଶ୍ୱାସ ରୋଗ, ଆଣ୍ଠୁଗଣ୍ଠି ବ୍ୟଥା, ପିଠି ବ୍ୟଥାଠାରୁ ଆରମ୍ଭ କରି ଟ୍ୟୁମର ଏବଂ କର୍କଟ ରୋଗର ଉପଶମ ପାଇଁ ଯୋଗ ଚିକିତ୍ସାର ସଫଳ ଉପଯୋଗ କରି ଜାତୀୟ ଓ ଆନ୍ତର୍ଜାତିକସ୍ତରରେ ପ୍ରସିଦ୍ଧି ଅର୍ଜନ କରିଛନ୍ତି । ସେ ଭାରତ ଏବଂ ଭାରତ ବାହାରେ ଯୋଗ କର୍ମଶାଳା କରିବା ସହିତ ଯୋଗ ଚିକିତ୍ସା ସମ୍ପର୍କରେ ଦଶଟି ପୁସ୍ତକ ଓ ବହୁ ନିବନ୍ଧ ରଚନା କରିଛନ୍ତି । ସେ ମଧ୍ୟ ଓଡ଼ିଆ ରାନ୍ଧଣା ଉପରେ ଗୋଟିଏ ପୁସ୍ତକ ଲେଖିଛନ୍ତିି । ଶ୍ରୀମତୀ ହୋତା ତାଙ୍କ ସ୍ୱାମୀ ତଥା ୟୁପିଏସସିର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ହୋତାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ନଗେଟ୍‌ସ ଅଫ୍ ୱିଜଡମ୍‌’କୁ ମଧ୍ୟ ରାଜ୍ୟପାଳଙ୍କୁ ଉପହାର ଦେଇଥିଲେ । ଏହି ବହିରେ କେତେକ ଗୁରୁତ୍ୱପୂର୍ଣ୍ଣ ସାମ୍ବିଧାନିକ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରାୟର ବିସ୍ତୃତ ତର୍ଜମା ଓ ଆଲୋଚନା କରାଯାଇଛି । ଏସବୁ ଆଲୋଚନାରୁ ସମ୍ପୃକ୍ତ ରାୟର ଯଥାର୍ଥତା ପ୍ରତିପାଦନ ହେବା ସହିତ ଏହା ଉଭୟ ପାଠକ ଓ ଆଇନର ଛାତ୍ରଛାତ୍ରୀମାନଙ୍କ ପାଇଁ ବୋଧଗମ୍ୟ ହେବାରେ ସହାୟକ ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version