• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇ-ଗଭର୍ଣ୍ଣାନ୍ସସଂପର୍କିତ ସ୍ୱତନ୍ତ୍ର ପ୍ରଶିକ୍ଷଣ ବିଭାଗୀୟ ଅଧିକାରୀ ମାନଙ୍କ କାର୍ଯ୍ୟ ଦକ୍ଷତା ବୃଦ୍ଧି କରିବ

Proprietor Abhimanyu Maharana by Proprietor Abhimanyu Maharana
July 30, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଇ-ଗଭର୍ଣ୍ଣାନ୍ସସଂପର୍କିତ ସ୍ୱତନ୍ତ୍ର ପ୍ରଶିକ୍ଷଣ ବିଭାଗୀୟ ଅଧିକାରୀ ମାନଙ୍କ କାର୍ଯ୍ୟ ଦକ୍ଷତା ବୃଦ୍ଧି କରିବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜୁଲାଇ ଶନିବାର ) ଭୁବନେଶ୍ୱର :-  ରାଜ୍ୟ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ଏବଂ ଓଡିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ) ତରଫରୁ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଫର ସ୍ମାର୍ଟ ଗଭର୍ଣ୍ଣମେଣ୍ଟ( ଏନ୍.ଆଇ.ଏସ୍.ଜି) ସହଯୋଗରେ ଓଡିଶା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରୁ ୪୦ ଜଣ ଅଧିକାରୀଙ୍କୁ ଇ-ଗଭର୍ଣ୍ଣାନ୍ସ ସଂପର୍କିତ ୫ ଦିନିଆ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର‌୍ୟ୍ୟକ୍ରମ (ସ୍ପେସିଆଲାଇଜ୍ଡ ପ୍ରୋଗ୍ରାମ ଇନ୍ ଇ-ଗଭର୍ଣ୍ଣାନ୍ସ) ସ୍ଥାନୀୟ ସ୍ୱସ୍ଥି ପ୍ରିମିୟମ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ଜୁଲାଇ ୨୫ ତାରିଖରୁ ୨୯ ତାରିଖ ପର‌୍ୟ୍ୟନ୍ତ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମର ଉଦ୍ଙଘାଟନୀ ଦିବସରେ ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ବିଭାଗର ସଚିବ ତଥାଓକାକର ଅଧ୍ୟକ୍ଷ ତଥା ଶ୍ରୀ ମନୋଜ କୁମାର ମିଶ୍ର ଯୋଗ ଦେଇ କାର‌୍ୟ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରି କହିଲେ ଯେ, ଅଧୁନା ବୈଷୟିକ ଜ୍ଞାନ କୌଶଳର ଉପଯୋଗିତା ବହୁଳ ବୃଦ୍ଧି ପାଇଛି ।

ସୁଶାସନ ପ୍ରକ୍ରିୟାରେ ଜନସାଧାରଣଙ୍କୁ ତ୍ୱରିତ ଓ ସଠିକ୍ ଭାବେ ସେବା ପ୍ରଦାନ ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏହି ସ୍ୱତନ୍ତ୍ର ପ୍ରଶିକ୍ଷଣଦେବାରେ ଆବଶ୍ୟକତା ରହିଛି, ଫଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ତାହା ସେମାନଙ୍କୁ ବିଭାଗୀୟ ବିଭିନ୍ନ କାର‌୍ୟ୍ୟ ସୁସଂପାଦନ କରିବାରେ ସହାୟକ ହେବ ବୋଲି ଶ୍ରୀ ମିଶ୍ର ପ୍ରକାଶ କରି ଅଂଶଗ୍ରହଣ କରିଥିବା ଅଧିକାରୀମାନଙ୍କୁ ଉତ୍ସାହିତ କରିଥିଲେ । ବିଭିନ୍ନ ଦିବସରେ ବିଶେଷଜ୍ଞ ପ୍ରକାଶ ରାଓ ସୁଞ୍ଚୁ, ବି.ଜି.ଗୁପ୍ତା, ସନ୍ଦିପ ମୁଦାଲକର, ଭେଙ୍କଟେସ୍ୱରଲୁ ମାଦାଲା, ଅଭିରାମ କ୍ରିଷ୍ଣା ପ୍ରମୁଖ ଯୋଗଦେଇଇ-ଗଭର୍ଣ୍ଣାନ୍ସର ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ଡିଜିଟାଲ ଇଣ୍ଡିଆ ଫ୍ରେମ ଓ୍ୱାର୍କ, ଇ-କ୍ରାନ୍ତି, ସରକାରୀ ସେବା ପ୍ରଦାନ ବ୍ୟବସ୍ଥାର ବିଭିନ୍ନ ମଡେଲ, ଗଭର୍ଣ୍ଣମେଣ୍ଟ ପ୍ରୋସେସ୍ ରିଇଂଜିନିୟରିଂ, ବିଭିନ୍ନ ପ୍ରକାର ସରକାରୀ ସେବା ପ୍ରଦାନରେ ଗୁଣାତ୍ମକମାନ ବୃଦ୍ଧି,

ପ୍ରକଳ୍ପ ଉପସ୍ଥାପନର ବିଷଦ୍ ବିବରଣୀ(ଡିପିଆର ପ୍ରସ୍ତୁତି), ସୂଚନା ପ୍ରଦାନ ବ୍ୟବସ୍ଥା ସିକ୍ୟୁରିଟି ପଲିସି, ସାଇବର ସିକ୍ୟୁରିଟି ବ୍ୟବସ୍ଥା, ବିଭିନ୍ନ ବ୍ୟବସ୍ଥାର କମ୍ପ୍ୟୁଟରୀକରଣ, ଡାଟା ଆନାଲିସିସ୍, ତଥ୍ୟ ସଂରକ୍ଷଣ ପାଇଁ କ୍ଲାଉଡ୍ ବ୍ୟବସ୍ଥା, ବିଭିନ୍ନ ପ୍ରକଳ୍ପ ଉପସ୍ଥାପନ ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ପ୍ରତି ଦୃଷ୍ଟି ଦେବା ସହ ବିଭିନ୍ନ ପ୍ରସଙ୍ଗରେ ଅଧିକାରୀମାନଙ୍କର ଦକ୍ଷତା ବୃଦ୍ଧି ଆଦି ସଂପର୍କରେ ପ୍ରଶିକ୍ଷଣ ଦେଇଥିଲେ । ଏହି ପ୍ରଶିକ୍ଷଣ ପାରସ୍ପରିକ ଆଲୋଚନା ଭିତ୍ତିକ ଓ ସମୟୋପଯୋଗୀ ହୋଇଥିବାରୁ ଏହା ସନ୍ତୋଷଜନକ ଓ ଲାଭପ୍ରଦ ହେବ ବୋଲି ପ୍ରଶିକ୍ଷାର୍ଥୀ ଅଧିକାରୀମାନେ ପ୍ରକାଶ କରିଥିଲେ । ଆଗାମୀ ଦିନରେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ତରଫରୁ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ଏହି ଭଳି ବିଷୟଭିତ୍ତିକ ତାଲିମ ପ୍ରଦାନ ଜାରି ରହିବ ବୋଲି ଆଜି ଉଦ୍ୟାପନୀ କାର‌୍ୟ୍ୟକ୍ରମରେ ଅତିଥି ଭାବେ ଓକାକର ସାଧାରଣ ପରିଚାଳକ( ପ୍ରଶାସନ) ମଧୁମିତା ରଥ ପ୍ରକାଶ କରିଥିଲେ ।

ରାଜ୍ୟ ସରକାର ୫-ଟି ଆଧାରରେ ବିଭିନ୍ନ ସେବା ପ୍ରଦାନକୁ ଗୁରୁତ୍ୱ ଦେଉଥିବା ବେଳେ ଟିମ୍ ଓ୍ୱାର୍କ ବା ଦଳଗତ ପ୍ରଚେଷ୍ଟାରେ ବିଭାଗୀୟ କାର‌୍ୟ୍ୟ ସକରାତ୍ମକ ମନୋଭାବ ନେଇ ସୁସଂପାଦନ କରିବା ଉପରେ ଶ୍ରୀମତୀ ରଥ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଉଦ୍ୟାପନୀ ଦିବସରେ ଅନ୍ୟମାନଙ୍କ ମଧ୍ୟରେ ଓକାକର ଯୁଗ୍ମ ପରିଚାଳକ ସରୋଜ କୁମାର ତ୍ରିପାଠୀ, ଏନ.ଆଇ.ଏସ୍.ଜି.ର ଡେପୁଟୀ ଜେନେରାଲ ମ୍ୟାନେଜର ଶ୍ରୀ ରାଜେଶ ଚୌଧୁରୀ ଉପସ୍ଥିତ ଥିବା ବେଳେ ପି. ସାଇ ସମୀର ସମସ୍ତ ଦିବସରେ କାର‌୍ୟ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version