• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରି ପୈ।ରପରିଷଦ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ନିମନ୍ତେ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 2, 2022
in ଓଡ଼ିଶା, ମାଲକାନଗିରି, ହୋମ୍
0
ମାଲକାନଗିରି ପୈ।ରପରିଷଦ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ନିମନ୍ତେ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଅଗଷ୍ଟ ମଙ୍ଗଳବାର ) ମାଲକାନଗିରି :- ମାଲକାନଗିରି ଉପ – ଜିଲ୍ଲାପାଳ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ, ମାଲକାନଗିରି ସହରର ବିଭିନ୍ନ ସମସ୍ୟା ଓ ତା’ର ସମାଧାନ ନିମନ୍ତେ ଗୋଟିଏ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ମାଲକାନଗିରି ପୈାରପରିଷଦର ଅଧକ୍ଷ ଶ୍ରୀ ମନୋଜ କୁମାର ବାରିକ, ନିର୍ବାହୀ ଅଧିକାରୀ ଅଶୋକ ଚକ୍ରବର୍ତ୍ତୀ, ତହସିଲଦାର ରାଖାଲ ଚନ୍ଦ୍ର ପରିଡା, SDO ( R & B ) ଅଭିଷେକ ସେଠୀ,IIC, ରିଗାନ କିଣ୍ଡୋ,MVI, ବିଭୂତି ରଞ୍ଜନ ନାୟକ,Asst – Executive Engineer, National Highway Authority ରାମଚନ୍ଦ୍ର ସେଠୀ, Malkangiri Chamber of Commerce ର କର୍ମକର୍ତ୍ତା ଯଥାକ୍ରମେ: ଇଶ୍ଵର ପଟ୍ଟନାୟକ ଏବଂ ସୁରେନ୍ଦ୍ର ପାଢ଼ୀ,Jai Maa Durga District Taxi Driver’s Association ର କର୍ମକର୍ତ୍ତା ଶିବ ପ୍ରସାଦ କିର୍ତ୍ତନୀୟା,

Malkangiri Private Bus Union ର କର୍ମକର୍ତ୍ତା ଛବି ଦାସ ଏବଂ ପୈାରପରିଷଦର ମୁଖ୍ୟ କିରାଣୀ ଧରଣୀଧର ନାୟକ ଯୋଗଦେଇ, ମାଲକାନଗିରି ସହରର ବିଭିନ୍ନ ସମସ୍ୟା ଯଥା: ବେଆଇନ ପାର୍କିଂ ଏବଂ ଟ୍ରାଫିକ ସମସ୍ୟା, ବେପରୁଆ ଭାବରେ ଗାଡ଼ି ଏବଂ ବାଇକ୍ ଚଳାଉଥିବା ଲୋକ ମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା,ଫୁଟପାଥ ଏବଂ ରାସ୍ତା ଜବରଦଖଲ କରି ନିର୍ମାଣ ଓ ବ୍ୟବସାୟ ବନ୍ଦ କରିବା, ବେଆଇନ ନିର୍ମାଣ ଉଚ୍ଛେଦ, ଟ୍ରକ୍ ଟର୍ମିନାଲ ନିର୍ମାଣ,ଠେଲା ଓ ଉଠା ଦୋକାନୀମାନଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ଯୋଗାଇ ଦେବା, ମୁଖ୍ୟ ରାସ୍ତା ଉପରେ ବଡ଼ ବଡ଼ ଟ୍ରକ୍ ଛିଡ଼ା କରାଇ, ଲୋଡ୍ ଅନଲୋଡ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବା, ବିଭିନ୍ନ ରାସ୍ତାର‌ ମରାମତି ଓ ରକ୍ଷଣାବେକ୍ଷଣ, ରାସ୍ତାରୁ ଗୋରୁଗାଈ, ଛେଳି ଇତ୍ୟାଦି ହଟାଇବା,

ସହର ଭିତରେ ଯେ କୌଣସି ସ୍ଥାନରେ ବସ୍ ଛିଡ଼ା ନ କରାଇବା ଏବଂ ଏଥିପାଇଁ ସ୍ଵତନ୍ତ୍ର ସ୍ଥାନ ନିର୍ଧାରଣ, ପଲିଥିନର ବ୍ୟବହାର ନିଷିଦ୍ଧ କରିବା ଇତ୍ୟାଦି । ଏଥି ସହିତ ନୁଆ ନୁଆ ପାର୍କ ନିର୍ମାଣ, ସହରର ସୈାନ୍ଦର୍ଯ୍ଯ କରଣ ସହିତ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ସି ସି କ୍ୟାମେରା ଲଗେଇବା ଇତ୍ୟାଦି ଉପରେ ଗୁରୁତ୍ବ ଦିଆଯାଇଥିଲା । ଏହି ସମସ୍ୟା ଗୁଡ଼ିକର ସମାଧାନ ଯୁଦ୍ଧ କାଳୀନ ଭିତ୍ତିରେ କରିବା ପାଇଁ ଉପ-ଜିଲ୍ଲାପାଳ ମହୋଦୟ ମାଲକାନଗିରି ପୈାରପରିଷଦ, ପୋଲିସ ପ୍ରଶାସନ, ଜାତୀୟ ରାଜପଥ ବିଭାଗ,R & B , ଏବଂ ପରିବହନ ବିଭାଗର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ବିଷୟ ଗୁଡ଼ିକୁ ପ୍ରଥମେ ଡାକ ବାଜି ଯନ୍ତ୍ର ସାହାଯ୍ୟରେ ସ୍ଥାନୀୟ ଲୋକମାନଙ୍କୁ ସୂଚନା ଦେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏହି ସମସ୍ୟା ଗୁଡ଼ିକର ସମାଧାନ ପାଇଁ ସହରର ପ୍ରତ୍ୟେକ ସଚେତନ ନାଗରିକ, ବିଭିନ୍ନ ସଂଗଠନ, ଛାତ୍ରଛାତ୍ରୀ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ଆଗେଇ ଆସି, ଜିଲ୍ଲା ପ୍ରଶାସନକୁ ସାହାଯ୍ୟ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version