• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ : ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ – ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ କୁ ନେଇ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 2, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ : ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ – ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ କୁ ନେଇ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଅଗଷ୍ଟ ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।ଭୋଟର ମାନଙ୍କ ପରିଚୟ ଦୃଢ଼ୀକରଣ କରିବା ତଥା ଭୋଟର ତାଳିକାରେ ତଥ୍ୟ ବୈଧକରଣ କରିବା ହେଉଛି ଏହି ପ୍ରକ୍ରିୟାର ମୁଖ୍ୟ ଉଦ୍ଦେଶ୍ୟ ।ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଜି ଏହି ପ୍ରକ୍ରିୟl ର ଆରମ୍ଭ କରିଥିଲେ , ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏବଂ ଏ ସମ୍ପର୍କରେ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟତଃ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା , ଅନଳଆଇନ ମାଧ୍ୟମରେ ଆଧାର ତଥ୍ୟ ଦେବାପାଇଁ ପ୍ରୋତ୍ସାହିତ କରିବା , ସ୍ୱତନ୍ତ୍ର ସଚେତନତା ଶିବିର ଆୟୋଜନ କରିବା ପ୍ରଭୃତି ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ ।ଭାରତର ନିର୍ବାଚନ ଆୟୋଗ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ତା:-୧/୮/୨୦୨୨ ଠାରୁ ତା:- ୩୧/୩/୨୦୨୩ ରିଖ ପର୍ଯ୍ୟନ୍ତ ଏହି ସଂଯୋଗୀକରଣ ପ୍ରକ୍ରିୟାର ପଦକ୍ଷେପ ଆରମ୍ଭ ହୋଇଛି ।

ଏହାଦ୍ୱାରା ଜଣେ ବ୍ୟକ୍ତିଙ୍କ ନାମ ପଞ୍ଜିକରଣ ଓ ଚି଼ହ୍ନଟ ସହଜ ହୋଇପାରିବ ଅନ୍ୟପକ୍ଷରେ ଭୋଟର ତାଲିକା ସହ ଆଧାର ନମ୍ବର ସଂଯୋଗୀ କରଣ ବାଧ୍ୟତା ମୂଳକ ନୁହେଁ , କିନ୍ତୁ ଭୋଟର ମାନେ ସ୍ବେଛାକୃତ ଭାବେ ଭୋଟର ତାଲିକାରେ ଆଧାର ନମ୍ବର ସଂଯୋଗ କରିପାରିବେ । ଯୋଗ୍ୟ ବିବେଚିତ ଭୋଟର ଅନଲାଇନ ବା ଅଫଲାଇନ ମାଧ୍ୟମରେ ନିଜେଆବେଦନ କରିପାରିବେ ଜଣେଅଫଲାଇନ ଇରୋ-ନେଟଅନଲାଇନ(ଗରୁଡ଼ଆପ )ବୁଥସ୍ତରୀୟ ଅଧିକାରୀଙ୍କ ଠାରେ , ଭୋଟର ହେଲ୍ପ ଲାଇନ ଆପରେ , ଭୋଟର ପୋର୍ଟାଲ , ନେସନାଲ ଭୋଟର ସର୍ଭିସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ ବୋଲି ସୂଚନା ଦିଆଯାଇଛିଏ ସମ୍ପର୍କରେଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା କହିଥିଲେ ଯେ ,

ପ୍ରତିବର୍ଷ ଜାନୁଆରି ୧ ତାରିଖକୁ ଯୋଗ୍ୟ ବିବେଚିତ ତାରିଖ ଭାବେ ଗ୍ରହଣ କରି ଭୋଟର ତାଲିକା ପ୍ରସ୍ତୁତ କରା ଯାଉଥିଲା , କିନ୍ତୁ ବର୍ତ୍ତମାନ ନିର୍ବାଚନ ଆୟୋଗ ଏ ଦିଗରେ ଚାରୋଟି ଯୋଗ୍ୟ ତାରିଖ ଯଥା ପ୍ରତିବର୍ଷର ଜାନୁଆରି ଏପ୍ରିଲ , ଜୁଲାଇ ଓ ଅକ୍ଟୋବର ମାସର ୧ ତାରିଖକୁ ଯୋଗ୍ୟ ତାରିଖ ଭାବେ ଗ୍ରହଣ କରିଛନ୍ତି ।ତେଣୁ ଜଣେ ଭୋଟର ନିଜର ବୟସ ୧୮ ବର୍ଷ ବୟସରେ ପଦାର୍ପଣ କଲେ ସେ ନିଜର ନାମକୁ ଭୋଟର ତାଳିକାରେ ଯୋଗ କରିବା ସୁଗମ ହେବ ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା , ସୂଚନା ଦେଇ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେଅନ୍ୟମାନଙ୍କ ମଧ୍ୟରେ ଏଡିଏମ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ଡେପୁଟି ନିର୍ବାଚନ ଅଧିକାରୀ ଶ୍ରୀ ଅଚ୍ୟୁତା ନନ୍ଦ ଜାନୀ ପ୍ରମୁଖ ମଞ୍ଚାସିନ ଅଧିକାରୀ ଭାବେ ଯୋଗଦେଇ ଏହାର ବ୍ୟାପକତା ଦିଗରେ ସହଯୋଗ କରିବା ପାଇଁ ସମସ୍ତ ଲୋକ ପ୍ରତିନିଧି , ଗଣ-ମାଧ୍ୟମ ପ୍ରତିନିଧି ,ବୁଦ୍ଧିଜୀବୀ ,ଛାତ୍ରଛାତ୍ରୀ ,ଭୋଟର ଓ ବୁଥ ସ୍ତରୀୟ ଅଧିକାରୀ ମାନଙ୍କୁ ଆହ୍ବାନ କରିବାକୁ ସହସହଯୋଗକାମନାକରିଥିଲେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଓ ଗଣ ମାଧ୍ୟମର ବ୍ୟକ୍ତିମାନେ ଯୋଗଦେଇ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version