
ଓଡିଶା ତାଜା ନ୍ୟୁଜ୍ (୨୩ ତାରିଖ ୨୦୨୦ ଶନିବାର ) :– ଆଜି ଝାରସୁଗୁଡାରେ 2 କରୋନା ପଜିଟିଭ ଚିହ୍ନଟ , 2 ଜଣଙ୍କ ମଧ୍ୟରେ 1ବର୍ଷର ଜଣେ ଶିଶୁ କନ୍ୟା ଅଛି । ସେହିପରି ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୧୯୧ରେ ପହଂଚି ଥିବା ବେଳେ ୪୩୬ ଜଣ ସୁସ୍ଥ ହୋଇଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ୭୪୮ଟି ସକ୍ରିୟ ମାମଲା ରହିଛି ।
odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com













