• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖାଦ୍ୟ : ଗହମ ପରେ ଏବେ ଚାଉଳ କରିପାରେ ହଇରାଣ

Proprietor Abhimanyu Maharana by Proprietor Abhimanyu Maharana
August 6, 2022
in ଓଡ଼ିଶା, ଦେଶ, ବାଣିଜ୍ୟ, ମହାନଗର, ହୋମ୍
0
ଖାଦ୍ୟ : ଗହମ ପରେ ଏବେ ଚାଉଳ କରିପାରେ ହଇରାଣ
Share on FacebookShare on TwitterWhatsapp

ଖାଦ୍ୟ ସଙ୍କଟ ମଧ୍ୟରେ ଧାନର ଉତ୍ପାଦନ ହ୍ରାସ ଘଟିବା ଏକ ବଡ ସମସ୍ୟା ସୃଷ୍ଟି କରିପାରେ । କମ ବର୍ଷା କାରଣରୁ ଏଥର ଧାନ ଫସଲରେ ୧୩ ପ୍ରତିଶତ କମ ଦେଖିବାକୁ ମିଳିଛି ।

ଓଡ଼ିଶା ତାଜା ନ୍ୟୁଜ (୬ ଅଗଷ୍ଟ ଶନିବାର) ଭୁବନେଶ୍ୱର :- ଏଥର ଅନିୟମିତ ବର୍ଷା କାରଣରୁ ଧାନ ଚାଷ ପ୍ରଭାବିତ ହୋଇଛି । ଏଥିରେ ଧାନ ଉତ୍ପାଦନ କମ ହେବାର ଆଶଙ୍କା ଦେଖା ଦେଇଛି । ଗହମ ରପ୍ତାନୀ ଉପରେ ଭାରତ ସରକାରଙ୍କ ରୋକ୍ ପରେ ଦୁନିଆର ବଡ ଭାଗରେ ଖାଦ୍ୟ ସଙ୍କଟ ଦେଖିବାକୁ ମିଳିଛି । ଏବେ ଚାଉଳକୁ ନେଇ ମଧ୍ୟ ଦୁନିଆକୁ ବଡ ଆହ୍ଵାନର ସାମ୍ନା କରିବାକୁ ପଡିପାରେ । ଭାରତ ଦୁନିଆର ସବୁଠୁ ବଡ ଚାଉଳ ରପ୍ତାନକାରୀ ଦେଶ । ଏଥର ଅନିୟମିତ ବର୍ଷା କାରଣରୁ ଧାନ ଚାଷ ପ୍ରଭାବିତ ହୋଇଛି । ଏଥିରେ ଧାନ ଉତ୍ପାଦନ କମ ହେବାର ଆଶଙ୍କା ଦେଖା ଦେଇଛି ।

ଦରବୃଦ୍ଧି ଏବଂ ଖାଦ୍ୟ ସଙ୍କଟ ମଧ୍ୟରେ ଧାନର ଉତ୍ପାଦନ ହ୍ରାସ ଘଟିବା ଏକ ବଡ ସମସ୍ୟା ସୃଷ୍ଟି କରିପାରେ । କମ ବର୍ଷା କାରଣରୁ ଏଥର ଧାନ ଫସଲରେ ୧୩ ପ୍ରତିଶତ କମ ଦେଖିବାକୁ ମିଳିଛି । ଦେଶର ମୋଟ୍ ଉତ୍ପାଦନର ଏକ ଚତୁର୍ଥାଂଶ ଧାନ ଚାଷ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶରେ ହୋଇଥାଏ । ଏଥର ଏହି ଦୁଇ ରାଜ୍ୟରେ ଧାନବୁଣା କମ ହୋଇଛି ।

ବ୍ୟବସାୟୀଙ୍କୁ ଏହି ଚିନ୍ତା ଘାରୁଛି ଯେ, ଧାନର କମ ଉତ୍ପାଦନ ଦରବୃଦ୍ଧି ଆହୁରି ବଢାଇବା ସହିତ ରପ୍ତାନୀରେ ପ୍ରଭାବ ପକାଇପାରେ । ଏମିତି ହେଲେ ଭାରତ ପ୍ରଥମେ ଦେଶ ଭିତରେ ଖାଦ୍ୟ ସୁନିଶ୍ଚିତ କରିବ । ଅନ୍ୟପଟେ ଭାରତ ସମଗ୍ର ଦୁନିଆରେ ୪୦ ପ୍ରତିଶତ ଚାଉଳ ରପ୍ତାନୀ କରିଥାଏ। ଏମିତି ହେଲେ ଅନେକ ଦେଶରେ ମଧ୍ୟ ଖାଦ୍ୟ ସଙ୍କଟ ସୃଷ୍ଟି ହୋଇପାରେ, ବିଶେଷ କରି ଯେଉଁମାନେ ଭାରତ ଉପରେ ନିର୍ଭରଶୀଳ । ଭାରତ ଗହମ ଏବଂ ଆଖୁ ଉପରେ ପୂର୍ବରୁ ରୋକ୍ ଲଗାଇ ସାରିଛି ।

ସୂଚନା ମୁତାବକ, ଚାଉଳର କିଛି କିଷମର ମୂଲ୍ୟ ବଢି ସାରିଛି । ପଶ୍ଚିମବଙ୍ଗ, ଓଡିଶା ଏବଂ ଛତିଶଗଡରେ କମ ବର୍ଷା କାରଣରୁ ବାଂଲାଦେଶରେ ଚାଉଳର ଚାହିଦା ବଢି ଯାଇଛି । ଏହାର ରପ୍ତାନୀ ମୂଲ୍ୟ ବଢି ଟନ୍ ପିଛା ୪୦୦ ଡଲାରରେ ପହଞ୍ଚିଛି । ଯାହା ଦୁଇ ମାସ ପୂର୍ବେ ଟନ୍ ପିଛା ୩୬୫ ଡଲାର ଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version