• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ପୌରପରିଷଦ ପରିସରରେ ପୌରପରିଷଦର ଲୋକାଭିମୁଖୀ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 6, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ପୌରପରିଷଦ ପରିସରରେ ପୌରପରିଷଦର ଲୋକାଭିମୁଖୀ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୬ ଅଗଷ୍ଟ ଶନିବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦର କାର୍ଯ୍ୟାଳୟ ପରିସରରେ ପୌରପରିଷଦର ଲୋକାଭିମୁଖୀ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମ ରେ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୌର ଉପାଧ୍ୟକ୍ଷ ଲେଙ୍କା ମଧୁଙ୍କ ସମେତ ପୌର ପରିଷଦର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ । ପୌର ପରିଷଦ ଲୋକାଭିମୁଖୀ ଜନ ଶୁଣାଣି ପ୍ରଥମ ଥର ୧୨ଗୋଟି ଅଭିଯୋଗ ଆସିଥିବା ବେଳେ ଦ୍ୱିତୀୟ ଅଭିଯୋଗ ଶୁଣାଣୀରେ ଖବର ନେବା ସୁଦ୍ଧା କୌଣସି ଅଭିଯୋଗ ଆସି ନ ଥିବା ଦେଖିବାକୁ ମିଳିଛି ।

ପୌର ପରିଷଦ ପକ୍ଷରୁ ଲୋକଙ୍କ ସମସ୍ୟା ସମାଧାନ ସକାଶେ ଲୋକାଭିମୁଖୀ ଜନ ଶୁଣାଣି ଅନୁଷ୍ଠିତ ହୋଇଥିବା ବେଳେ ଦ୍ୱିତୀୟ ଲୋକାଭିମୁଖୀ ଜନ ଶୁଣାଣୀରେ ଜନ ସାଧାରଣ ସମସ୍ୟା ନେଇ ଆସି ନ ଥିବା ଖବର ନେବା ସୁଦ୍ଧା ଜଣା ପଡିଛି ।  ଏହି ଲୋକାଭିମୁଖୀ ଜନ ଶୁଣାଣୀକୁ ପ୍ରଚାର ପ୍ରସାର ଅଭାବ ନା ଜନ ସାଧାରଣ ଏ ବିଷୟରେ ଅବଗତ ନାହାଁନ୍ତି ଯେ ଏହି ଭଳି ଜନ ଶୁଣାଣୀକୁ ପହଞ୍ଚି ପାରୁ ନାହାନ୍ତି ପ୍ରଶ୍ନ ବାଚି ସୃଷ୍ଟି କରୁଛି।ତେଣୁ ଜନ ସାଧାରଣ ଙ୍କ ସମସ୍ୟା ନେଇ ପୌର ପରିଷଦ କାର୍ଯ୍ୟାଳୟ କୁ ଲୋକାଭିମୁଖୀ ଜନ ଶୁଣାଣୀ କୁ ଆସିଲେ ସମସ୍ୟା ସମାଧାନ ହୋଇ ପାରିବ ବୋଲି ପୌର ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ପ୍ରଥମେ ପାରଳାଖେମୁଣ୍ଡି ପୌରପରିଷଦ ଅଧକ୍ଷା ପୌରପରିଷଦ କାର୍ଯ୍ୟାଳୟ ପା ର୍ଶରେ ନାଳ ଖଳନ୍ତୁ ଟିକେ ବର୍ଷା ହେଲେ ସେଠାରେ ଡ୍ରେନେଜର ବ୍ୟବସ୍ଥା ନଥିବାରୁ ନାଳର ପାଣି ମୁଖ୍ୟ ରାସ୍ତା ଉପରେ ପ୍ରବାହିତ ହେଉଥିବା ଯୋଗୁଁ ଜନସାଧରଣ ଙ୍କ ଯାତାୟତରେ ବାଧା ଦେଖା ଦେଉଛି  l ଏହି ଘଟଣାକୁ ଗଣ ମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇବା ପରେ ମଧ୍ୟ ପୌରପରିଷଦ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁନଥିବା ଯୋଗୁଁ ଜନ ଅସନ୍ତୋଷ ଦେଖିବାକୁ ମିଳୁଛି  l ଏଣୁ ପ୍ରଥମେ ପୌରପରିଷଦ କର୍ତ୍ତୃପକ୍ଷ ନିଜକୁ ସୁଧାରିବାକୁ ଚେଷ୍ଟା କରନୁ ପରେ ଯାଇ ଲୋକାଭିମୁଖୀ ଜନ ଶୁଣାଣି କଲେ ଭଲ  ହୋଇଥାନ୍ତା ବୋଲି ଏଠାରେ ବୁଦ୍ଧିଜୀବୀ ମହଲରେ ଆଲୋଚନା ଚାଲିଥିବା ଦେଖିବାକୁ ମିଳୁଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

April 26, 2026
ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଚଳିତ ବର୍ଷ ମେ ମାସ ୯ ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version