• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ସ୍ତରୀୟ ନଵ ନିର୍ବାଚିତ ଗୁମ୍ମା ଓ ରାୟଗଡ ବ୍ଳକର ସମିତିସଭ୍ୟ ଓ ସଭ୍ୟାଙ୍କୁ ଜିଲ୍ଲା ସମ୍ବଳ କେନ୍ଦ୍ରଠାରେ ତିନିଦିବସୀୟ ତାଲିମ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 6, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ସ୍ତରୀୟ ନଵ ନିର୍ବାଚିତ ଗୁମ୍ମା ଓ ରାୟଗଡ ବ୍ଳକର ସମିତିସଭ୍ୟ ଓ ସଭ୍ୟାଙ୍କୁ ଜିଲ୍ଲା ସମ୍ବଳ କେନ୍ଦ୍ରଠାରେ ତିନିଦିବସୀୟ ତାଲିମ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୬ ଅଗଷ୍ଟ ଶନିବାର) ପାରଳାଖେମୁଣ୍ଡି :– ଗଜପତି ଜିଲ୍ଲା ପରିଷଦ , ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ , ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସମ୍ବଳ କେନ୍ଦ୍ର ଗଜପତି ଠାରେ ତିନି ଦିବସୀୟ ତାଲିମ ଶିବିର ନଵ ନିର୍ବାଚିତ ସମିତି ସଭ୍ୟ ସଭ୍ୟା ରାୟଗଡ ଓ ଗୁମ୍ମା ବ୍ଳକ କୁ ନେଇ ଆରମ୍ଭ ହୋଇଛି । ଉକ୍ତ ଉଦଘାଟନ ଉତ୍ସବରେ କାର୍ଯ୍ୟକ୍ରମ ପରିଚାଳକ ଦକ୍ଷତା ଓ ବିକାଶ ଦେବେନ୍ଦ୍ର କୁମାର କର ଏହି ତାଲିମ ର ଉଦ୍ଦେଶ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ ।

ଦୁଇ ଜଣ ତାଲିମଦାତା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ଭୁବନେଶ୍ୱରର ନରେଶ ନାଥ ମହାପାତ୍ର, ମଳୟ ମାଧୁରୀ ତ୍ରିପାଠୀ ଯୋଗଦେଇ ତିନି ଦିନ ଧରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ବନ୍ଧରେ ଆଲୋଚନା କରିବେ । ଏହି ତାଲିମ କାର୍ଯ୍ୟକ୍ରମ ଜିଲ୍ଲାର ଅନ୍ୟାନ୍ୟ ବିଭାଗ ର କାର୍ଯ୍ୟକ୍ରମ ସମ୍ବନ୍ଧରେ ଆଲୋଚନା କରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version