• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ରବିବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
August 7, 2022
in ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ରବିବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୭ ଅଗଷ୍ଟ ରବିବାର )ଭୁବନେଶ୍ୱର :- ମେଷ : ଆଜି ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ରହିବ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ଅଫିସ୍ ର ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭ ହେବ। ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ। ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି। ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ ଉପସ୍ଥିତି ରହିବ। ତୀର୍ଥ ଯାତ୍ରା ହୋଇପାରେ।

ବୃଷ : ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ। ଉତ୍ସାହ ଗୁଣ କୌଣସି ମଧ୍ୟ କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି। ଆପଣଙ୍କ ଭାବନାତ୍ମକ ଚିନ୍ତାଯୋଗୁଁ ଆପଣ ଆଜି ଅସୁସ୍ଥତା ଅନୁଭବ କରିପାରନ୍ତି। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ। ବାଣୀ ଏବଂ ବଚନ ଉପରେ ନିୟନ୍ତ୍ରଣ ରଖିବାକୁ ପରାମର୍ଶ। ଖାଇବା ପିଇବା ଉପରେ ଧ୍ୟାନ ରଖିବେ। ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ। ଉଚ୍ଚ ଅଧିକାରୀମାନଙ୍କ ସହିତ ଘର୍ଷଣର ପ୍ରସଙ୍ଗକୁ ଏଡ଼ାଇବାକୁ ଚେଷ୍ଟା କରିବା ସହିତ ଶତ୍ରୁମାନଙ୍କ ସହିତ ବାଦ-ବିବାଦ କିମ୍ବା ଉଗ୍ର ଚର୍ଚ୍ଚା ନ ହେଉ ଏହାର ଧ୍ୟାନ ରଖିବେ। କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ ଏଥିପାଇଁ ଧୈର୍ଯ୍ୟର ସହକାରେ କାର୍ଯ୍ୟ କରନ୍ତୁ।

ମିଥୁନ : ଆଜି ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତା ସହିତ କଟିବ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲି ଯିବାର ଦିନ ଅଟେ। ମନୋରଞ୍ଜନ ପ୍ରବୃତ୍ତିରେ ଆପଣ ମଜ୍ଜି ରହିବେ। ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଭଲ ଖାଇବା ପିଇବା ଏବଂ ଭଲ ବସ୍ତ୍ର ଉପଲବ୍ଧ ହେବ। ମଧ୍ୟାହ୍ନ ପରେ ଆପଣ କିଛି ଅଧିକ ଭାବୁକ ହେବେ। ଏହା ମନର ବ୍ୟଥା ବୃଦ୍ଧି କରିପାରେ। ପ୍ରଭୁଙ୍କର ଭକ୍ତି ଏବଂ ଯୌଗିକ ଧ୍ୟାନରେ ମନକୁ ଶାନ୍ତି ପ୍ରାପ୍ତି ହେବ।

କର୍କଟ : ଆପଣଙ୍କ ଦିନ ଆନନ୍ଦ ଏବଂ ଉଲ୍ଲାସରେ କଟିବ। ବ୍ୟାପାରରେ ଲାଭ ହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ବିବାହୋତ୍ସୁକମାନଙ୍କ ପାଇଁ ବିବାହର ଯୋଗ ଭଲ ଅଛି। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟର ବାତାବରଣ ଅନୁକୂଳ ରହିବ। ମା’ ଘରୁ ଗୃହିଣୀମାନଙ୍କୁ ଭଲ ଖବର ମିଳିବ। ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ। ଶତ୍ରୁମାନଙ୍କୁ ମଧ୍ୟ ଅଧିକ ଲାଭ ପ୍ରାପ୍ତି ହେବ ନାହିଁ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ବୌଦ୍ଧିକ ଚର୍ଚ୍ଚାରେ ନିଜର ତାର୍କିକ ବିଚାରକୁ ପ୍ରଦାନ କରିବା ପାଇଁ ସମୟ ଅନୁକୂଳ ଅଟେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀରେ ମଧ୍ୟ ଲାଭ ହେବ।

ସିଂହ : ଆପଣଙ୍କ ଆତ୍ମବିଶ୍ଵାସରେ ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ। ପିତାଙ୍କର ସଂପତ୍ତିରେ ଲାଭ ହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳ ରହିବ। ପ୍ରଣୟ-ପ୍ରସଙ୍ଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। ତଥାପି ମଧ୍ୟ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ। କିନ୍ତୁ ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ମାନସିକ ରୂପରେ ପ୍ରସନ୍ନ ଏବଂ ଫୁର୍ତ୍ତିର ଅନୁଭବ ହେବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। ସହକର୍ମିମାନଙ୍କର ସହଯୋଗ ମିଳିବା ପରେ କାମ କରିବାରେ ଆନନ୍ଦ ଆସିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ ହେବାକୁ ପଡ଼ିବ।

କନ୍ୟା : ଆଜିର ଦିନ ବହୁତ ଶୁଭ ଅଟେ। ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ଅଟେ। ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ। ଭାଇ-ଭଉଣୀମାନଙ୍କଠାରୁ ଆର୍ଥିକ ଲାଭ ହେବ। ଆଜି ଶାରୀରିକ ଫୁର୍ତ୍ତି ତଥା ମାନସିକ ଉଲ୍ଲାସ ଏବଂ ଚେତନା ଶକ୍ତିର ଅଭାବ ରହିବ। ସାମାଜିକ ରୂପରେ ଅପମାନ ନ ହେଉ, ଏହାର ଧ୍ୟାନ ରଖିବେ। ଧନହାନି ହେବାର ଆଶଂକା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। କାର୍ଯ୍ୟରେ ସଫଳତା ନ ମିଳିବା କାରଣରୁ ନିରାଶା ହୋଇପାରେ। ସ୍ଵାଦିଷ୍ଟ ଭୋଜନର ଆନନ୍ଦ ନେଇ ପାରିବେ ଏବଂ ନୂଆ ବସ୍ତ୍ରର କ୍ରୟ ମଧ୍ୟ କରିବେ। ବାହନ ସୁଖ ମିଳିବ।

ତୁଳା : ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂର ରୁହନ୍ତୁ। ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ଆଜିର ଦିନ ଭଲ ଅଟେ। ପ୍ରିୟ ବ୍ୟକ୍ତିଙ୍କ ସହିତ ହୋଇଥିବା ଭେଟ ଆନନ୍ଦଦାୟୀ ରହିବ। ଭାଗ୍ୟବୃଦ୍ଧି ହେବ। ସାମାଜିକ ରୂପରେ ମାନ-ସମ୍ମାନ ପ୍ରାପ୍ତି ହେବ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନରେ ଉଦାସ ରହିବ। ଶାରୀରିକ ରୂପରେ ଅସୁସ୍ଥତା ଅନୁଭବ କରିପାରନ୍ତି। ମାତାଙ୍କର ସ୍ଵାସ୍ଥ୍ୟ ମଧ୍ୟ ବିଗିଡ଼ି ପାରେ, ଏହାର ଧ୍ୟାନ ରଖିବେ।

ବିଚ୍ଛା : ଆଜି ଆପଣ ସାମାନ୍ୟ ଦୈନିକ କାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି। କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରା କରି ମନ ପ୍ରସନ୍ନ ହେବ। ସମାଜରେ ମାନ-ସମ୍ମାନ ମିଳିବ। ମିତ୍ର ତଥା ସ୍ଵଜନମାନଙ୍କ ସହିତ ବୁଲିବା ଆନନ୍ଦପ୍ରଦ ହୋଇପାରେ। ନିର୍ଦ୍ଧାରିତ କାର୍ଯ୍ୟ ସମ୍ପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିବେ। କୌଣସି ମଧ୍ୟ ମହତ୍ଵପୂର୍ଣ୍ଣ କାର୍ଯ୍ୟ ଅଥବା ତା’ ବିଷୟରେ ନିର୍ଣ୍ଣୟ ନେବା ପାଇଁ ଉପଦେଶ। ପରିଜନ ତଥା ଭାଇ-ଭଉଣୀମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ସମୟ କଟାଇବେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାଜିତ କରି ପାରିବେ। ଶାରୀରିକ ଏବଂ ମାନସିକ ରୂପରେ ଆଜି ସୁସ୍ଥ ରହିବେ। ଜୀବନରେ ଆଧ୍ୟାତ୍ମିକତାର ଅନୁଭୂତ ହେବ।

ଧନୁ : ଆଜିର ଦିନ ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ। ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆଜିର ଦିନ ଆପଣଙ୍କ ପାଇଁ ଶୁଭ ଫଳଦାୟୀ ଅଟେ। କାର୍ଯ୍ୟ ସିଦ୍ଧି ଏବଂ ଲକ୍ଷ୍ମୀ ପ୍ରାପ୍ତିର ଯୋଗ ଅଛି। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଉତ୍ସାହୀ ତଥା ପ୍ରଫୁଲ୍ଲିତ ରହିବେ। ଏଥିପାଇଁ ପ୍ରତ୍ୟେକ କାର୍ଯ୍ୟ କରିବାରେ ଆପଣଙ୍କୁ ଉତ୍ସାହ ମିଳିବ। ମଧ୍ୟାହ୍ନ ପରେ ଆପଣ କିଛି ଦ୍ଵିଧାରେ ରହିବେ। ଘରେ ତଥା ବ୍ୟବସାୟରେ କାର୍ଯ୍ୟଭାର ରହିବ। ଅଧିକ ଖର୍ଚ୍ଚ ହୋଇପାରେ।

ମକର : ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନା ହେଉ, ଏହାର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ। ବାଣୀ ଏବଂ ବଚନ କାରଣରୁ ଭ୍ରାନ୍ତି ନ ହେଉ, ଏହାର ଧ୍ୟାନ ରଖିବେ। କ୍ରୋଧର ମାତ୍ରା ବଢ଼ି ଯିବାରୁ କୌଣସି ବ୍ୟକ୍ତିଙ୍କ ସହିତ ଉଗ୍ର ଚର୍ଚ୍ଚା କିମ୍ବା ବିବାଦ ନ ହେଉ ମନରେ ବ୍ୟଗ୍ରତା ରହିବ। ଏଥିପାଇଁ ଆଧ୍ୟାତ୍ମିକତାର ଆଶ୍ରୟ ନେଲେ ମନ ଶାନ୍ତ ହେବ। ମଧ୍ୟାହ୍ନ ପରେ ଫୁର୍ତ୍ତି ଏବଂ ଉଲ୍ଲାସ ଅନୁଭବ କରିବେ। ପାରିବାରିକ ବାତାବରଣ ଆନନ୍ଦପ୍ରଦ ଏବଂ ଶାନ୍ତ ରହିବ।

କୁମ୍ଭ : ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସଂପନ୍ନ ହେବ। ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ। ଆଜିର ଦିନ ସବୁ କ୍ଷେତ୍ରରେ ଲାଭପ୍ରଦ ଅଟେ। ସାମାଜିକ କ୍ଷେତ୍ରରେ ଆପଣ ଅଧିକ ସକ୍ରିୟ ରହିବେ ଏବଂ ତା’ର ଫଳ ସ୍ଵରୁପ ମାନ ସମ୍ମାନ ପ୍ରତିଷ୍ଠାରେ ମଧ୍ୟ ବୃଦ୍ଧି ହେବ। ଶାରୀରିକ ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ଅଛି। ଏଥିପାଇଁ ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନର ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ଜୀବନସାଥୀଙ୍କ ସହିତ ତାଳମେଳର ଅଭାବ ରହିବ। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ।

ମୀନ : ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହେବ। ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ। ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ। ଆଜିର ଦିନ ସବୁ ପ୍ରକାରରେ ଆପଣଙ୍କ ପାଇଁ ଲାଭଦାୟୀ ଅଟେ। କୌଣସି ପରୋପକାର କାର୍ଯ୍ୟ ଆପଣଙ୍କ ଦ୍ଵାରା ହେବ। ବ୍ୟାପାରରେ ଉଚିତ ଆୟୋଜନ ଦ୍ଵାରା ବ୍ୟାପାର ବୃଦ୍ଧି କରି ପାରିବେ। ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟର ପ୍ରଶଂସା ଆନନ୍ଦ ପୂର୍ବକ କରିବେ। ପିତା ଏବଂ ବଡ଼ଙ୍କର ଆଶୀର୍ବାଦ ଏବଂ ତାଙ୍କଠାରୁ ଲାଭ ମଧ୍ୟ ମିଳିବ। ଆୟରେ ବୃଦ୍ଧି ହେବାର ସମ୍ଭାବନା ଅଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version