• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦରବୃଦ୍ଧି, ଜି.ଏସ୍‌.ଟି., ଏନ୍‌.ଏମ୍‌.ପି. ଓ ଶ୍ରମ କୋଡ୍ ବିରୁଦ୍ଧରେ ଏ.ଆଇ.ଟି.ୟୁ.ସି. ପକ୍ଷରୁ ରାଜ୍ୟବ୍ୟାପୀ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
August 9, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଦରବୃଦ୍ଧି, ଜି.ଏସ୍‌.ଟି., ଏନ୍‌.ଏମ୍‌.ପି. ଓ ଶ୍ରମ କୋଡ୍ ବିରୁଦ୍ଧରେ ଏ.ଆଇ.ଟି.ୟୁ.ସି. ପକ୍ଷରୁ ରାଜ୍ୟବ୍ୟାପୀ ଅଭିଯାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ଏ.ଆଇ.ଟି.ୟୁ.ସି.ର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରୀ କମିଟି ବୈଠକ ଏହାର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇ ଆଗାମୀ ୧୫ ଅଗଷ୍ଟରେ ରାଜ୍ୟବ୍ୟାପୀ ଏ.ଆଇ.ଟି.ୟୁ.ସି. ପକ୍ଷରୁ ଜାତୀୟ ପତାକା ଉତ୍ତୋଳନ ସହ ସ୍ୱାଧୀନତାର ହୀରକ ଉତ୍ସବ ଦେଶର ସ୍ୱାଧୀନତା, ଅଖଣ୍ଡତା, ସାର୍ବଭୌମତ୍ୱ, ସମ୍ବିଧାନ ଓ ବିଭିନ୍ନତା ମଧ୍ୟରେ ଏକତା ରକ୍ଷାପାଇଁ ସଂକଳ୍ପ ଦିବସ ଭାବେ ପାଳନ କରିବାକୁ ସର୍ବସମ୍ମତ ନିଷ୍ପତ୍ତି ହୋଇଅଛି । ୧୬ ଅଗଷ୍ଟରୁ ୩୧ ଅଗଷ୍ଟ ମଧ୍ୟରେ ଦରବୃଦ୍ଧି, ଜି.ଏସ୍‌.ଟି., ଏନ୍‌.ଏମ୍‌.ପି. ଓ ଶ୍ରମ କୋଡ୍‌ ବିରୁଦ୍ଧରେ ଏ.ଆଇ.ଟି.ୟୁ.ସି. ପକ୍ଷରୁ ପ୍ରତ୍ୟେକ ୟୁନିୟନ୍ ଶାଖା, ବ୍ଲକ୍‌, ଜିଲ୍ଲା ଓ ରାଜ୍ୟ ସ୍ତରରେ ବ୍ୟାପକ ଜନଆନ୍ଦୋଳନର ଅଭିଯାନ ପାଇଁ ନିଷ୍ପତ୍ତି ହୋଇଯାଇଛି ।

ରାଜ୍ୟର ଶ୍ରମିକ ଆନ୍ଦୋଳନର ଅନ୍ୟତମ ପ୍ରବାଦ ପୁରୁଷ ଦୁର୍ଗାଚରଣ ମହାନ୍ତିଙ୍କ ଜନ୍ମ ଶତବାର୍ଷିକୀ କଟକ ଶତାବ୍ଦୀଭବନଠାରେ ୧ ସେପ୍ଟେମ୍ବର ୨୦୨୨ରେ ପାଳନ ପାଇଁ ନିଷ୍ପତ୍ତି ହୋଇଅଛି । ସେପ୍ଟେମ୍ବର ମଧ୍ୟରେ ଏ.ଆଇ.ଟି.ୟୁ.ସି. ସଂଯୁକ୍ତ ପ୍ରତ୍ୟେକ ୟୁନିୟନ୍‌ର ବାର୍ଷିକ ସାଧାରଣ ଅଧିବେଶନ ବା ସମ୍ମିଳନୀ, ଅକ୍ଟୋବର ମଧ୍ୟରେ ସମସ୍ତ ଜିଲ୍ଲା ସମ୍ମିଳନୀ ଶେଷ କରିବାକୁ ଧାର୍ଯ୍ୟ କରାଗଲା । ଏଆଇଟିୟୁସିର ତ୍ରୟୋଦଶ ଓଡ଼ିଶା ରାଜ୍ୟ ସମ୍ମିଳନୀ ଇସ୍ପାତନଗରୀ ରାଉରକେଲାଠାରେ ନଭେମ୍ବର ୧୧, ୧୨ ଓ ୧୩ ତାରିଖରେ ଅନୁଷ୍ଠିତ ହେବ ଓ ଏହାର ଖୋଲା ଅଧିବେଶନ ୧୧ ନଭେମ୍ବରରେ ଅନୁଷ୍ଠିତ ହେବ ।

ଏହି ଖୋଲା ଅଧିବେଶନର ଶ୍ରମିକ ସମାବେଶରେ ପ୍ରତ୍ୟେକ ୟୁନିୟନ୍ ଓ ଜିଲ୍ଲାର ଏ.ଆଇ.ଟି.ୟୁସି. ସାଥୀମାନେ ଯୋଗଦେବେ ଏବଂ ସର୍ବଭାରତୀୟ ସାଧାରଣ ସମ୍ପାଦକ ଅମରଜିତ୍ କାଉର ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ଗୃହୀତ ହୋଇଅଛି । ଏଆଇଟିୟୁସି ରାଜ୍ୟ ଉପସଭାପତି ତଥା ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍‌ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ଉପସାଧାରଣ ସମ୍ପାଦକ ବିଜୟ ଜେନା ବିବରଣୀ ଉପସ୍ଥାପନ କରିଥିଲେ ।

ଏହି ବୈଠକରେ ଜାତୀୟ ପରିଷଦ ସଦସ୍ୟ ଜୟନ୍ତ ଦାସ, ଗୌରାଙ୍ଗ ପାଣିଗ୍ରାହୀ, ହରପ୍ରିୟା ସ୍ୱାଇଁ, ନମିତା ସାହୁ, ଆକୁଳି ନାଥ, ଶ୍ୟାମସୁନ୍ଦର ଜେନା, ଦେବାଶିଷ ବାବୁ, ସତ୍ୟବାଦୀ ବାଘ, ସୋମନାଥ ଗିରି, ଏସ୍‌.ଏନ୍‌. ବେହେରା, ଅଳକନାଥ ମିଶ୍ର, ଭ୍ରମରବର ରାଉତ, ଜଗନ୍ନାଥ ବାଗ, ସୁର ଜେନା ପ୍ରମୁଖ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

September 20, 2026
ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version