• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ୟୁଏସ ନ୍ୟାସନାଲ୍ ସାଇନ୍ସ ଫାଉଣ୍ଡେସନର ନିର୍ଦ୍ଦେଶକ : ଦେଶର ଶିକ୍ଷାନୁଷ୍ଠାନ ସହ ଯୋଡ଼ି ହେବା ପାଇଁ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନକୁ ପରାମର୍ଶ ଦେଲେ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
August 9, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ୟୁଏସ ନ୍ୟାସନାଲ୍ ସାଇନ୍ସ ଫାଉଣ୍ଡେସନର ନିର୍ଦ୍ଦେଶକ : ଦେଶର ଶିକ୍ଷାନୁଷ୍ଠାନ ସହ ଯୋଡ଼ି ହେବା ପାଇଁ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନକୁ ପରାମର୍ଶ ଦେଲେ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଯୋଗୀ ହେବ ଏନଏସଏଫ

ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ମଙ୍ଗଳବାର ) ନୂଆଦିଲ୍ଲୀ /ଭୁବନେଶ୍ୱର :– ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଭାଗୀତାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଏସ୍ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନ(ଏନଏସଏଫ) ଇଚ୍ଛା ପ୍ରକାଶ କରିଛି । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଏନଏସଏଫର ନିର୍ଦ୍ଦେଶକ ଡ଼ ସେଥୁରମଣ ପଞ୍ଚନାଥନ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଏହି ବିଷୟରେ ଅବଗତ କରାଇଛନ୍ତି । ଏହି ଆଲୋଚନା କାଳରେ ଉଭୟ ପକ୍ଷର ବିଭିନ୍ନ କ୍ଷେତ୍ରରେ ଥିବା ଆଗ୍ରହ, ଏବଂ ଜାତୀୟ ଶିକ୍ଷା ନୀତି ୨୦୨୦ ଅନ୍ତର୍ଗତ ଏସଟିଇଏମ ଶିକ୍ଷା ତଥା ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ, ଗଣିତ ତଥା ଚାହିଦା ଥିବା ବିଭିନ୍ନ କ୍ଷେତ୍ରରେ ପାଠ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।

ଏହି ବୈଠକରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତର ଶକ୍ତି ହେଉଛି ଯୁବବର୍ଗ ଏବଂ ଏକ ସୁଦୃଢ଼ ଜ୍ଞାନର ମୂଳଦୁଆ । ଦେଶର କୋଣ ଅନୁକୋଣରେ ଥିବା ଶିକ୍ଷାନୁଷ୍ଠାନରେ ଅନେକ ପ୍ରତିଭା ରହିଛି ଏବଂ ଏହି ପ୍ରତିଭାକୁ ଚିହ୍ନି ଆଗକୁ ନେବାର ଆବଶ୍ୟକତା ରହିଛି । ଏହି ଦିଗରେ ଦେଶରେ ଥିବା ଏନଆଇଟି, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ରାଜ୍ୟ ବିଶ୍ୱବିଦ୍ୟାଳୟଙ୍କ ସହ ଅଧିକରୁ ଅଧିକ କାର୍ଯ୍ୟ କରିବା ପାଇଁ ଏନଏସଏଫକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି ।

ସେ କହିଛନ୍ତି ଶିକ୍ଷା କ୍ଷେତ୍ର, ଔପଚାରିକ ଏବଂ ଅନୌପଚାରିକ ଦକ୍ଷତା କ୍ଷେତ୍ର ସହ ସଂଶ୍ଲିଷ୍ଟ ଥିବା ଯୁବ ବର୍ଗଙ୍କୁ ଏକବିଂଶ ଶତାବ୍ଦୀର ଆହ୍ୱାନକୁ ସାମ୍ନା କରିବା ପାଇଁ ଗୁଣାତ୍ମକ ଶିକ୍ଷା ଏବଂ ଦକ୍ଷତା ବିକାଶର ସମାନ ସୁଯୋଗ ପ୍ରଦାନ କରିବା ହେଉଛି ଆମ ସରକାରର ପ୍ରାଥମିକତା ଏବଂ ଦାୟିତ୍ୱ । ଏନଏସଏଫ ସହ କାର୍ଯ୍ୟ କରିବା ପାଇଁ ଏକ ଫ୍ରେମଓ୍ୱାର୍କ ପ୍ରସ୍ତୁତ କରିବାକୁ ଶ୍ରୀ ପ୍ରଧାନ ଶିକ୍ଷା ମନ୍ତ୍ରଣାଳୟ, ଅଖିଳ ଭାରତୀୟ ଶିକ୍ଷା ପରିଷଦ(ଏଏଆଇସିଟିଇ)କୁ ନିର୍ଦ୍ଦେଶ ଦେଇଛନ୍ତି ।

ଶ୍ରୀ ପଞ୍ଚନାଥନ କହିଛନ୍ତି ଯେ ଭାରତ ଭଳି ଆମେରିକା ସରକାର ମଧ୍ୟ ଗୁଣାତ୍ମକ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବା ପାଇଁ ଗୁରୁତ୍ୱ ଦେଉଛି । ସେ ପ୍ରତିଶ୍ରୁତି ଦେଇଛନ୍ତି ଯେ ଏନଏସଏ ଭାରତରେ ଥିବା ଶିକ୍ଷାନୁଷ୍ଠାନ ସହ ସହଭାଗୀ ହୋଇ ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ପ୍ରୋତ୍ସାହନ ଦେବା ପାଇଁ କାର୍ଯ୍ୟ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version