• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆମାଜନ ଇଣ୍ଡିଆ ପକ୍ଷରୁ ଗ୍ରାହକଙ୍କୁ ସେବା ଯୋଗାଇବା ପାଇଁ ୫୦,୦୦୦ ନିଯୁକ୍ତି ସୃଷ୍ଟି

Proprietor Abhimanyu Maharana by Proprietor Abhimanyu Maharana
May 23, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ଆମାଜନ ଇଣ୍ଡିଆ ପକ୍ଷରୁ ଗ୍ରାହକଙ୍କୁ ସେବା ଯୋଗାଇବା ପାଇଁ ୫୦,୦୦୦ ନିଯୁକ୍ତି ସୃଷ୍ଟି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୩ ତାରିଖ ୨୦୨୦ ଶନିବାର ) ଭୁବନେଶ୍ୱର : – କୋଭିଡ୍‌-୧୯ ମହାମାରୀ ବିରୋଧରେ ଲଢିବା ପାଇଁ ଭାରତ ସାମାଜିକ ଦୂରତା ବଜାୟ ରଖିଥିବା ବେଳେ ଆମାଜନ୍ ଇଣ୍ଡିଆ ପରିବାର ଲୋକମାନଙ୍କୁ ନିଜ ଘରେ ସୁରକ୍ଷିତ ରହି ସେମାନେ ଆବଶ୍ୟକ କରୁଥିବା ସାମଗ୍ରୀ ପାଇବାରେ ସହଯୋଗ କରିବା ଦିଗରେ ଏକ ସ୍ୱତନ୍ତ୍ର ଭୂମିକା ତୁଲାଉଛି । ତେଣୁ ଗ୍ରାହକଙ୍କ ସୁବିଧା ଏବଂ ସୁରକ୍ଷା ଦୃଷ୍ଟିରୁ ଆମାଜନ୍ ଇଣ୍ଡିଆ, ଏହାର ଫୁଲଫିଲମେଂଟ ଓ ଡେଲିଭରୀ ନେଟୱର୍କରେ ପ୍ରାୟ ୫୦,୦୦୦ ରୁତୁକାଳୀନ ନିଯୁକ୍ତି ସୃଷ୍ଟି କରିଛି । ଏହି ନିଯୁକ୍ତି ଆମାଜନ୍ ଫ୍ଲେକ୍ସ ସହିତ ସ୍ୱାଧୀନ କଂଟ୍ରାକ୍ଟର ଭାବେ କାର୍ଯ୍ୟ କରିବା ପାଇଁ ପାର୍ଟ-ଟାଇମ୍ ନିଯୁକ୍ତି ସୁଯୋଗ ମଧ୍ୟ ପ୍ରଦାନ କରୁଛି । ଏହି ନୂତନ ସହଯୋଗୀମାନେ ଦେଶବ୍ୟାପୀ ଆମାଜନ୍ ଇଣ୍ଡିଆର ଫୁଲ୍‌ଫିଲ୍‌ମେଂଟ୍ ଓ ଡେଲିଭରି ନେଟ୍‌ୱର୍କର ଅନ୍ୟ ହଜାର ହଜାର ସହଯୋଗୀଙ୍କ ସହ ମିଶି ସେମାନଙ୍କୁ ପିକ୍‌, ପ୍ୟାକ୍‌ ସିପ୍ ଓ ଗ୍ରାହକଙ୍କୁ ଅର୍ଡର୍ ଡେଲିଭରି କରିବାରେ ସହଯୋଗ କରିବେ ।

ଏସମ୍ପର୍କରେ ଆମାଜନ୍‌ର କଷ୍ଟମର ଫୁଲ୍‌ଫିଲମେଂଟ୍ ଅପରେସନ୍ସ, ଏପିଏସି, ଏମ୍‌ଇଏନ୍‌ଏ ଓ ଏଲ୍‌ଏଟିଏଏମ୍ ବିଭାଗ ଭିପି ଅଖିଲ ସକ୍ସେନା କହିଛନ୍ତି ଯେ, “କୋଭିଡ୍‌-୧୯ ମହାମାରୀରୁ ଆମେ ଗୋଟିଏ କଥା ଶିଖିବାକୁ ପାଇଛୁ ଯେ, ଆମାଜନ୍ ଓ ଇକମର୍ସ ଆମର ଗ୍ରାହକଙ୍କ ପାଇଁ ତଥା କ୍ଷୁଦ୍ର ବ୍ୟବସାୟ ଓ ଅର୍ଥନୀତି ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଆମେ ଆମର ଦାୟୀତ୍ୱକୁ ଗୁରୁତ୍ୱର ସହ ଗ୍ରହଣ କରିଛୁ ଏବଂ ଏହି କଷ୍ଟ ସମୟରେ ଗ୍ରାହକଙ୍କୁ ସାହାଯ୍ୟ କରିବା ପାଇଁ ଆମ ଟିମର କାର୍ଯ୍ୟକୁ ନେଇ ଆମେ ବେଶ ଗର୍ବିତ ।” କମ୍ପାନୀ ପକ୍ଷରୁ ଏହାର ପରିଚାଳନାରେ ପ୍ରାୟ ୧୦୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ପରିବର୍ତନ କରାଯାଇଛି ଯେଉଁଥିରେ ବାଧ୍ୟତାମୂଳକ ଫେସ୍ କଭରିଙ୍ଗ୍‌, କମ୍ପାନୀ ବିଲ୍ଡିଂରେ ଦୈନିକ ତାପମାତ୍ରା ଯାଂଚ, ସମସ୍ତ ସାଇଟ୍‌ରେ ସ୍ୱଚ୍ଛତାର ଆବୃତି ଓ ତୀବ୍ରତାକୁ ବୃଦ୍ଧି କରାଯିବା, ବାରମ୍ବାର ସ୍ପର୍ଶ କରାଯାଉଥିବା ଅଂଚଳଗୁଡିକୁ ନିୟମିତ ସାନିଟାଇଜ୍‌ କରିବା ଆଦି ସାମିଲ ରହିଛି । ଏଥିସହିତ ସୁରକ୍ଷା ଆବଶ୍ୟକତା, ହାତ ଧୋଇବା ଓ ହାତର ସ୍ୱଚ୍ଛତା ଉପରେ ସହଯୋଗୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version