• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରକାଶ ପାଇଲା ଯୁକ୍ତ-୨ କଳା ପରୀକ୍ଷା ଫଳ

Proprietor Abhimanyu Maharana by Proprietor Abhimanyu Maharana
August 11, 2022
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରକାଶ ପାଇଲା ଯୁକ୍ତ-୨ କଳା ପରୀକ୍ଷା ଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ୱାରା ପରିଚାଳିତ ଯୁକ୍ତ-୨ କଳା ସ୍ରୋତର ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏହି ପରୀକ୍ଷା ଫଳକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରି ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ୱିନୀ କୁମାର ମିଶ୍ରକୃତୀ ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କୁ ନୂତନ ଉତ୍ସାହ ଓ ଉଦ୍ଦୀପନା ନେଇ ଆଗକୁ ବଢ଼ିବାକୁ ପରାମର୍ଶ ଦେଇଛନ୍ତି ା ସେହିପରି ଚଳିତ ବର୍ଷ କଳା ସ୍ରୋତରେ ଯୁକ୍ତ-୨ ପରୀକ୍ଷା ଦେବା ପାଇଁ ୨୧୩୪୦୬ ଜଣ ଛାତ୍ରଛାତ୍ରୀ ପଂଜୀକରଣ କରିଥିବାବେଳେ ୨୦୮୬୩୧ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରେ ୯୦୨୦୭ ଜଣ ଛାତ୍ର ଏବଂ ୧୧୮୪୨୪ ଜଣ ଛାତ୍ରୀ ରହିଛନ୍ତି । ଚଳିତ ବର୍ଷ ୧୭୧୨୮୮ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ପାସ ହାର ୮୨.୧୦% ରହିଛି ।

ଛାତ୍ରମାନଙ୍କ ପାସ ହାର ୭୫.୦୮% ଏବଂ ଛାତ୍ରୀମାନଙ୍କ ପାସ ହାର ୮୭.୪୫% ରହିଛି । ଚଳିତ ବର୍ଷ ପ୍ରଥମ ଶ୍ରେଣୀରେ ୬୨୭୩୪, ଦ୍ୱିତୀୟ ଶ୍ରେଣୀରେ ୪୧୧୯୩ ଏବଂ ତୃତୀୟ ଶ୍ରେଣୀରେ ୬୭୩୪୧ ଜଣ କୃତକାର୍ଯ୍ୟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୮୭.୮୦ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଚଳିତ ବର୍ଷ ଧନ୍ଦାମୂଳକ ଶିକ୍ଷାରେ ଯୁକ୍ତ-୨ ପରୀକ୍ଷା ଦେବା ପାଇଁ ରାଜ୍ୟର ୫୮୬୪ ଜଣ ଛାତ୍ରଛାତ୍ରୀ ପଂଜୀକରଣ କରିଥିବାବେଳେ ୫୬୭୩ ଜଣ ପରୀକ୍ଷା ଦେଇଥିଲେ । ପରୀକ୍ଷା ଦେଇଥିବା ୨୯୮୫ ଛାତ୍ରଙ୍କ ମଧ୍ୟରୁ ୧୯୨୮ ଜଣ ପାସ କରିଥିବାବେଳେ ୨୬୮୮ ଜଣ ଛାତ୍ରୀଙ୍କ ମଧ୍ୟରୁ ୨୦୦୯ ଜଣ ପାସ୍‌ କରିଛନ୍ତି । ଚଳିତ ବର୍ଷ ୩୯୯୧ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ଚଳିତ ବର୍ଷର ପାସ୍‌ ହାର ୭୦.୩୫% ରହିଛି ।

ଚଳିତ ବର୍ଷ ଛାତ୍ରମାନଙ୍କ ପାସ ହାର ୬୬.୩୯% ଓ ଛାତ୍ରୀମାନଙ୍କ ପାସ ହାର ୭୪.୭୩% ରହିଛି ା ଚଳିତ ବର୍ଷ ପ୍ରଥମ ଶ୍ରେଣୀରେ ୧୫୪୮, ଦ୍ୱିତୀୟ ଶ୍ରେଣୀରେ ୧୮୮୯ ଏବଂ ତୃତୀୟ ଶ୍ରେଣୀରେ ୫୩୮ ଜଣ ପାସ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ସର୍ବାଧିକ ୯୩.୮୯% ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ପରୀକ୍ଷା ଫଳ www.orissaresults.nic.inେୱବ୍‌ସାଇଟ୍‌ରେ ଉପଲବ୍ଧ ହେଉଛି । ପରୀକ୍ଷାର୍ଥୀମାନେ ହେଲ୍‌ପ ଲାଇନ ନଂ-୦୬୭୪ – ୨୩୦୧୦୯୮ ରୁ ମଧ୍ୟ ଆବଶ୍ୟକୀୟ ସୂଚନା ପାଇପାରିବେ । ପରୀକ୍ଷା ଫଳ ଉନ୍ମୋଚନ ସମୟରେ ପରିଷଦର ଉପାଧ୍ୟକ୍ଷ ଶ୍ରୀ ତୁଷାରକାନ୍ତି ତି୍ରପାଠୀ, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ଏସ୍‌ସିଇଆର୍‌ଟିର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆୟାର, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସଚିବ ଚିନ୍ମୟୀ କହଁର ଓ ପରୀକ୍ଷା ନିୟନ୍ତ୍ରକ ଡ. ଅଶୋକ କୁମାର ନାୟକଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version