• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବିଶ୍ଵ ଅଙ୍ଗ ଦାନ ଦିବସ ସୁରଜ୍ ପୁରସ୍କାର -୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର

Proprietor Abhimanyu Maharana by Proprietor Abhimanyu Maharana
August 13, 2022
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ବିଶ୍ଵ ଅଙ୍ଗ ଦାନ ଦିବସ ସୁରଜ୍ ପୁରସ୍କାର -୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର
Share on FacebookShare on TwitterWhatsapp

ମୃତ ବ୍ୟକ୍ତିଙ୍କ ଅଙ୍ଗଦାନ ଦ୍ବାରା ସମାଜ ଉପରେ ଭଲ ପ୍ରଭାବ ପଡୁଛି, ସେମାନଙ୍କ ପରିବାର ନିକଟରେ ସମାଜ ୠଣୀ ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଓଡ଼ିଶା ତାଜା ନ୍ୟୁଜ (୧୩ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି ।

ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ଶ୍ରୀ ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି ।

ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର । 2020 ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ଛ ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଅ ଟି ଜୀବନ ରକ୍ଷା କରି ଥିବାରୁ , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ । ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି ।

ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ । ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି । ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ । ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି ।

ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ । ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ । ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । NHM ର ନିର୍ଦେଶକ ବ ସ୍ବାଗତ ଭାଷଣ ଦେଇଥିଲେ ଓ DMET ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ , ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ. ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version