• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ନୂଆଗାଁରେ : ଦେଶପ୍ରେମର ଏକ ଭାବବିହ୍ଵଳ ପରିବେଶ – ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
August 14, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ନୂଆଗାଁରେ : ଦେଶପ୍ରେମର ଏକ ଭାବବିହ୍ଵଳ ପରିବେଶ – ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଅଗଷ୍ଟ ରବିବାର ) ନୂଆଗାଁ :- ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ, ନୟାଗଡ଼ ନୂଆଗାଁ ବ୍ଲକ ସଦରମହକୁମା ଠାରେ ଦେଶ ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ଏହି ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ଏଭଳି ଦୃଶ୍ୟରେ ଦେଶପ୍ରେମର ଏକ ଭାବବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା । ନୟାଗଡ଼ ଦେଶପ୍ରେମ ସଂଗୀତ ସାଙ୍ଗକୁ ଦେଢ଼ଶହ ମିଟରର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ଶତାଧିକ ଲୋକେ । ଏହି କାର୍ଯ୍ୟକ୍ରମରେ ୧୫୦ ମିଟର ବିଶିଷ୍ଟ ଏକ ତ୍ରିରଙ୍ଗାକୁ ସ୍କୁଲ ଏବଂ କଲେଜର ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ଧରି ନୂଆଗାଁ କଲେଜ ଠାରୁ କାଚପଲ୍ଲୀ, ଉଠାଣିସାହି, ଗଦାଧରପୁର, ନୂଆସାହି ଏବଂ ନୂଆଗାଁ ଗ୍ରାମ ପରିକ୍ରମା କରିବା ସହ ଶହିଦ୍ କଷ୍ଟି ଡାକୁଆଙ୍କର ବଳିଦାନ ପୀଠ ପର୍ଯ୍ୟନ୍ତ ଉତ୍ସାହର ସହ ଆସିଥିଲେ ।

ଏହି ତ୍ରିରଙ୍ଗା ଶୋଭାଯାତ୍ରା ଚାଲିଥିବା ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ଏବଂ ଅତିଥିମାନେ ଦେଶ ଭକ୍ତିରେ ବର୍ଷାକୁ ଖାତିର କରିନଥିଲେ । ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ଆଜିର ଏହି କାର୍ଯ୍ୟକ୍ରମରେ ଦେଶର ଯବାନ ଓ କିଷାନଙ୍କୁ ସମ୍ମାନ ଜଣାଇବା ଉଦେଶ୍ୟରେ ଭାରତୀୟ ସେନାର ଅବସରପ୍ରାପ୍ତ ଅଧିକାରୀ ଭେଟେରାନ ଉମେଶ କୁମାର ଚଇନି, ଆଦର୍ଶ କୃଷକ ପ୍ରକାଶ କୁମାର ସାହୁ ଏବଂ ଅରୁଣ କୁମାର ଗୋଚ୍ଛାୟତ ତ୍ରିରଙ୍ଗା ପତାକା ଉଡାଇ ଏହି ତ୍ରିରଙ୍ଗା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ବିଶିଷ୍ଠ ଅତିଥି ଭାବେ ନୂଆଗାଁ ତହସିଲଦାର ପ୍ରଳୟାନନ୍ଦ ଶତପଥି, ବିଡିଓ ପ୍ରମୋଦ କୁମାର ନାୟକ, ନୂଆଗାଁ ଡିଗ୍ରୀ କଲେଜ ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ, ସେବା ସମିତି ବରିଷ୍ଠ ସଦସ୍ୟ ଧନେଶ୍ୱର ସାହୁ, ସେବା ସମିତି ଉପଦେଷ୍ଠା ସନ୍ତୋଷ କୁମାର ପ୍ରଧାନ ପ୍ରମୁଖ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ନିଜର ବକ୍ତବ୍ୟ ରଖିବା ସହ ଏହା ନୂଆଗାଁ ପାଇଁ ଏକ ଗୌରବର ଦିନ ବୋଲି ମତ ରଖିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଆଜିର କାର୍ଯ୍ୟକ୍ରମକୁ ଯୁବସାମ୍ବାଦିକ ବିଶ୍ୱଜିତ ଖଣ୍ଡୁଆଳ, ପୂର୍ବତନ ସରପଞ୍ଚ ଶରତ ଚନ୍ଦ୍ର ସ୍ବାଇଁ, ଅବସରପ୍ରାପ୍ତ ଶିକ୍ଷକ ମଦନମୋହନ ପ୍ରଧାନ, ସମାଜସେବୀ ଭଜମନ ପରିଡା, ପରମେଶ୍ବର ସାହୁ,ବସନ୍ତ ପଟ୍ଟନାୟକ, ସୌମ୍ୟ ରଂଜନ ପ୍ରଧାନ,ସଂଜୟ କୁମାର ନାୟକ,ଅମିତ କୁମାର ପ୍ରମୁଖ ପରିଚାଳନା କରିଥିଲେ । ଏହି ଶୋଭାଯାତ୍ରାରେ ନୂଆଗାଁ ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀ, ପୁଲିସ, ଅଗ୍ନିଶମ ବାହିନୀ, ବ୍ଲକ ପ୍ରଶାସନ ପ୍ରମୁଖ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version