• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରେ ଲଗାଣ ବର୍ଷା ଜାରୀ ଯୋଗୁଁ ସ୍ଥିତି ଅସମ୍ଭାଳ : ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ

Proprietor Abhimanyu Maharana by Proprietor Abhimanyu Maharana
August 15, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରେ ଲଗାଣ ବର୍ଷା ଜାରୀ ଯୋଗୁଁ ସ୍ଥିତି ଅସମ୍ଭାଳ : ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ସୋମବାର )କନ୍ଧମାଳ :- ଗତ ତିନିଦିନ ଧରି କନ୍ଧମାଳ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗିରହିଥିବା ଯୋଗୁଁ ସମଗ୍ର ଜିଲାରେ ସ୍ଥିତି ଅସମ୍ଭାଳ ହୋଇ ପଡ଼ିଲାଣି । ଲଗାଣ ବର୍ଷା ଯୋଗୁଁ ଜିଲାର ସମସ୍ତ ଛୋଟବଡ଼ ନଦୀ ମାନଙ୍କରେ ଜଳସ୍ତର ବୃଦ୍ଧି ପାଇଥିବା ଯୋଗୁଁ ଏହାର ପ୍ରଭାବରେ ଜିଲାର ଫିରିଙ୍ଗିଆ, ଚକାପାଦ, ଖଜୁରିପଡ଼ା, କୋଟଗଡ଼଼, କ.ନୂଆଗାଁ ଭଳି ବିଭିନ୍ନ ବ୍ଲକର ଏକାଧିକ ପଂଚାୟତ ଏବେ ବାହ୍ୟ ଜଗତରୁ ସଂପୂର୍ଣ୍ଣ ଭାବେ ବିଛିନ୍ନ ହୋଇ ପଡ଼ିଛନ୍ତି । ସେହିଭଳି ଖୋଦ୍‍ ଫୁଲବାଣୀ ପୌର ପରିଷଦର ୨ ନମ୍ବର ୱାର୍ଡ଼ ମଧ୍ୟ ବିଛିନ୍ନ ହୋଇ ପଡ଼ିଛି ।

ନଦୀଖଣ୍ଡି ସାହିରେ ଥିବା ଡ଼୍ୟାମରେ ଜଳସ୍ତର ବୃଦ୍ଧି ଯୋଗୁଁ ୨ନମ୍ବର ୱାର୍ଡ଼ର ଅଧିବାସୀ ମାନେ ବିଛିନ୍ନ ହୋଇ ପଡ଼ିଥିବା ବେଳେ ଜରୁରି ପରିସ୍ଥିତିରେ ସେମାନେ ଅନ୍ୟଏକ ରାସ୍ତାଦେଇ ଏବେ ଯାତାୟତ କରୁଥିବାର ଦେଖାଯାଇଛି । ବର୍ଷାର ପ୍ରଭାବରେ ଫୁଲବାଣୀ ପୌର ପରିଷଦ ଅନ୍ତର୍ଗତ ବିଭିନ୍ନ ସାହିର ଘର ମାନଙ୍କରେ ପାଣି ପଶିଯାଇଥିବାର ମଧ୍ୟ ଖବର ମିଳିଛି । ବର୍ଷାର ପ୍ରଭାବରେ ଫୁଲବାଣୀ ବଜାର ସଂପୂର୍ଣ୍ଣ ଭାବେ ବନ୍ଦ ରହିଥିବାର ଦେଖାଯାଇଛି । ନଦୀ ମାନଙ୍କରେ ଜଳସ୍ତର ବୃଦ୍ଧି ଯୋଗୁଁ ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ପାଙ୍ଗା ଉପରସାହି ପଂଚାୟତର ୫ଟି ଗ୍ରାମ ସଂପୂର୍ଣ୍ଣଭାବେ ବାହ୍ୟ ଜଗତରୁ ବିଛିନ୍ନ ହୋଇ ପଡ଼ିଛି ।

ବାଘ ନଦୀରେ ଥିବା ଏକ କାଠ ପୋଲ ବନ୍ୟା ଜଳରେ ଭାସିଯାଇଥିବାରୁ ପରିସ୍ଥିତି ଏପରି ହୋଇଛି। ସେହିଭଳି କ୍ରାଣ୍ଡିବାଲି ପଂଚାତୟର ୧୦ ନମ୍ବର ୱାର୍ଡ଼ର ୩୫ ଟି ପରିବାର ଏକ ଜଳବନ୍ଦିରେ ଜୀବନ ବିତାଉଛନ୍ତି । ଜିଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ସୂଚନା ପ୍ରକାରେ ସକାଳ ୮ଟା ସୁଦ୍ଧା ବାଲିଗୁଡ଼ା ବ୍ଲକରେ ୬୪ ମିମି ବର୍ଷା ହୋଇଥିବା ବେଳେ ଚକାପାଦ ବ୍ଲକରେ ୫୩ ମିମି , ଦାରିଙ୍ଗବାଡ଼ିରେ ୨୨ ମିମି , ଜି.ଉଦୟଗିରି ୪୦ ମିମି , ଖଜୁରିପଡ଼ାରେ ୩୯ ମିମି, କୋଟଗଡ଼଼ରେ ୪୬ ମିମି, କ.ନୂଆଗାଁରେ ୬୭.୪ ମିମି, ଫିରିଙ୍ଗିଆରେ ସର୍ବାଧିକ ୧୬୧.୬ ମିମି, ଫୁଲବାଣୀରେ ୮୦ ମିମି, ରାଇକିଆରେ ୬୨ ମିମି ଓ ଟିକାବାଲିାରେ ୪୯ ମିମି ଏବଂ ତୁମୁଡ଼ିବନ୍ଧରେ ୩୦ ମିମି ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଛି । ତେବେ ବର୍ଷର ପ୍ରଭାବରେ ଫୁଲବାଣୀ-ବାଲିଗୁଡ଼ାର ମୁଖ୍ୟ ରାସ୍ତା ବନ୍ଧଗଡ଼଼ ନିକଟରେ ଏକ ବିରାଟ ଗଛପଡ଼ିଯିବା ଫଳରେ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ ହୋଇପଡ଼ିଥିଲା। ଖବର ପାଇଁ ଫିରିଙ୍ଗିଆ ଅଗ୍ନିଶମ ବାହିନି ପହଞ୍ଚି ରାସ୍ତା ଅବରୋଧ ହଟାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version