• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାଧୀନତା ଦିବସରେ ଅହିଂସାର ପ୍ରଚାରରେ ସାମିଲ ହେଲେ ରାଜଧାନୀ ବାସୀ

Proprietor Abhimanyu Maharana by Proprietor Abhimanyu Maharana
August 16, 2022
in ଓଡ଼ିଶା, ମହାନଗର, ହୋମ୍
0
ସ୍ୱାଧୀନତା ଦିବସରେ ଅହିଂସାର ପ୍ରଚାରରେ ସାମିଲ ହେଲେ ରାଜଧାନୀ ବାସୀ
Share on FacebookShare on TwitterWhatsapp

ଭୁବନେଶ୍ୱର ମହାନଗର ନିଗମ ଅଂଚଳରେଅହିଂସା ରଥକୁବିପୁଳ ସମ୍ବର୍ଦ୍ଧନା ଆଜି ପୁରୀ ଜିଲ୍ଲା ଓ ଢେଙ୍କାନାଳ ଜିଲ୍ଲାକୁ ଗସ୍ତ କରିଛି ରଥ, ଭୁବନେଶ୍ୱର ୟୁନିଟ-3 ପ୍ରଦର୍ଶନୀ ପଡିଆରେଗତକାଲି ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ 4ଟି ଅଂହିସା ରଥକୁ ଉଦ୍ଘାଟନ କରିବା ପରେ ପରେ

ଓଡ଼ିଶା ତାଜା ନ୍ୟୁଜ (୧୬ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ଭୁବନେଶ୍ୱର ମହାନଗରର ବିଭିନ୍ନ ସ୍ଥାନକୁ ଏହି ରଥ ପରିକ୍ରମା କରିଥିଲା । ଓଡିଶାରେ ଗାନ୍ଧିଜୀ, ସ୍ୱାଧୀନତା ସଂଗ୍ରାମରେ ଓଡିଶାର ଅବଦାନ, ଉତ୍କଳମଣି ଗୋପବନ୍ଧୁ ଦାସ, ଶହୀଦ ବାଜି ରାଉତ, ଶହୀଦ ଲକ୍ଷ୍ମଣ ନାଏକଙ୍କ ସଂପର୍କିତ ପ୍ରାମାଣିକ ଚଳଚିତ୍ର ଆଦି ଦୃଶ୍ୟ ଶ୍ରାବ୍ୟ ସ୍ୱତନ୍ତ୍ର ଯାନରେ ପ୍ରଦର୍ଶିନ କରାଯାଉଥିବା ବେଳେ ଗତ କାଲି ରାଜଧାନୀର 12 ଟି ସ୍ଥାନକୁ ଅହିଂସା ରଥ ପରିଭ୍ରମଣ କରି ଜନସାଧାରଣଙ୍କ ମଧ୍ୟରେ ଅହିଂସା ସଚେତନତା ବାର୍ତ୍ତା ଜାଗରଣ ସୃଷ୍ଟି କରିଥିଲା । ପ୍ରଦର୍ଶନୀ ପଡିଆରୁ ବାହାରି ଲୋକସଂପର୍କ ଭବନ ଆସିବା ପରେ ରଥ ପ୍ରଥମେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ବ୍ରହ୍ଣେଶ୍ୱର ମନ୍ଦିର ନିକଟସ୍ଥ ଗତିକୃଷ୍ଣ ଭିଲ୍ଲା ଗସ୍ତ କରିଥିଲା ।

ସ୍ଥାନୀୟ ୱେଲଫେୟାର ଆସୋସିଏସନ ତରଫରୁ ଆୟୋଜିତ ସ୍ୱାଧୀନତା ଦିବସ ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅହିଂସା ରଥ ସାମିଲ ହୋଇ ସେଠାରେ ପହଂଚିବା ପରେ ଅନୁଷ୍ଠାନ ତରଫରୁ ରଥକୁ ସ୍ୱାଗତ କରାଯାଇଥିଲା ଏଠାରେ ଗାନ୍ଧିଜୀଙ୍କ ସମ୍ପର୍କିତ ପ୍ରାମାଣିତ ଚଳଚିତ୍ର ପ୍ରଦର୍ଶନ କରାଯାଇଥିଲାଏଠାର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ ଓ ବକ୍ତୃତା ପ୍ରଦାନ କରାଯାଇଥିଲା । ଅହିଂସାର ବାର୍ତ୍ତା ପ୍ରଚାର କରୁଥିବା ଏହି ରଥ ସମସ୍ତଙ୍କୁ ଅନୁପ୍ରାଣିତ କରିବ ବୋଲି ଅନୁଷ୍ଠାନର ସଭାପତି ଶ୍ରୀ ଦେବେନ୍ଦ୍ର ମିଶ୍ର ପ୍ରକାଶ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ଡ. ଅଜିତ ମିଶ୍ର, ସହକାରୀ ସମ୍ପାଦକ ଦେବବ୍ରତ ଆଚାର୍ଯ୍ୟ,କୋଷାଧ୍ୟକ୍ଷ ସୁବାସଚନ୍ଦ୍ର ଦ୍ୱିବେଦୀ, ଅର୍ଥ ପରାମର୍ଶ ଦାତା ମଧୁସ୍ମିତା ମହାନ୍ତି,, ପରିଚାଳନା କମିଟିର ଅନ୍ୟ ସଦସ୍ୟ ସଦସ୍ୟା ପ୍ରିୟଦର୍ଶୀ ପାଲ, ସ୍ୱାତୀ ଦାସ, ରଶ୍ମିତା ମହାନ୍ତି, ପ୍ରତିଭା ଧୀର, ସୀମାଂଚଳ ପଟ୍ଟନାୟକ, ଏଲ୍ .ଏନ୍ ମହାରଣା, ବଳରାମ ଦାସ, ଶିବ କୁମାର ମହାପାତ୍ର, ଆଶିଷ ପଟ୍ଟନାୟକ, ରଂଜନ କୁମାର ଦାଶଙ୍କ ସମେତ କଲୋନୀର ଶତାଧିକ ଜନସାଧାରଣ ଉପସ୍ଥିତ ରହି ଅଂହିସା ରଥକୁ ସ୍ୱାଗତ ସଂବର୍ଦ୍ଧନା ଜଣାଇଥିଲେ ।

ସେହିପରି ସମହସ୍ପିଟାଲ ଠାରେ ଅଂହିସା ରଥକୁ ଡାକ୍ତର, ଷ୍ଟାଫ୍ ନର୍ସ ଓ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ସ୍ୱାଗତ କରିବା ସହ ଶହୀଦ୍ ବାଜି ରାଉତଙ୍କ ଉପରେ ପର୍ଯ୍ୟବସିତ କାହାଣୀ ଦୃଶ୍ୟଶ୍ରାବ୍ୟ ରଥରେପ୍ରଦର୍ଶିତ ଦୃଶ୍ୟ ଶ୍ରାବ୍ୟ ଦେଖିଥିଲେ । ଚନ୍ଦ୍ରଶେଖରପୁର ସ୍ଥାନୀୟ ଜନ ପ୍ରତିନିଧି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଂହିସା ରଥକୁ ଉଚ୍ଚ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏଠାରେ ପ୍ରାୟ 1000ରୁ ଊର୍ଦ୍ଧ୍ୱ ଜନସାଧାରଣ ଉପସ୍ଥିତ ରହି ଓଡିଶାରେ ଗାନ୍ଧିଜୀ ଓ ସ୍ୱାଧୀନତା ସଂଗ୍ରାମରେ ଓଡିଶାରେ ଅବଦାନ ଶୀର୍ଷକ ଭିଡିଓ ଦେଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version