• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
August 17, 2022
in ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ଆଜିର ରାଶିଫଳ – (୧୬ ଡିସେମ୍ବର,ବୁଧବାର)
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :–  ମେଷ : ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ। ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି। ଧନ ଲାଭ, ଉତ୍ତମ ଭୋଜନ ଏବଂ ଭେଟ-ଉପହାର ମିଳିବାରରୁ ଆପଣ ଆନନ୍ଦିତ ରହିବେ।

ବୃଷ : କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ। ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିଶ୍ରମ ବ୍ୟର୍ଥ ହେବା ପରି ଲାଗିବ।

ମିଥୁନ : ପରିବାରରେ ଖୁସି ଏବଂ ଆନନ୍ଦର ମାହୌଲ ରହିବ। ଚାକିରି ଏବଂ ବ୍ୟବସାୟରେ ଆପଣଙ୍କୁ ଲାଭର ସମାଚାର ମିଳିବ। ଉଚ୍ଚ ଅଧିକାରୀ ଆପଣଙ୍କଠାରୁ କାର୍ଯ୍ୟଗୁଡ଼ିକର ପ୍ରଶଂସା ମିଳିବ। ବୈବାହିକ ଯୋଗ ଅଛି। ମହିଳା ମିତ୍ରମାନଙ୍କର ବିଶେଷ ଲାଭ ହେବ। ଦାମ୍ପତ୍ୟଜୀବନରେ ମାଧୁର୍ଯ୍ୟର ଆନନ୍ଦ ନେବେ। ସନ୍ତାନମାନଙ୍କ ତରଫରୁ ଶୁଭ ସମାଚାର ମିଳିବ।

କର୍କଟ : ଘରସଜ୍ଜା ଉପରେ ବିଶେଷ ଧ୍ୟାନ ଦେବେ। ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି। ବ୍ୟାପାରିମାନଙ୍କ ଏବଂ ଚାକିରି କରୁଥିବା ଲୋକମାନଙ୍କର ଲାଭ ତଥା ପଦୋନ୍ନତିର ଆଶା ରଖିପାରନ୍ତି। ପାରିବାରିକ ସୁଖ-ଶାନ୍ତିର ବାତାବରଣ ରହିବ। ସରକାରୀ ଲାଭ ମିଳିବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଆର୍ଥିକ ଲାଭ ହେବ। ଆଜି ସମସ୍ତ କାର୍ଯ୍ୟ ସୁସ୍ଥତା ଏବଂ ସରଳତାପୂର୍ବକ ସମ୍ପୂର୍ଣ୍ଣ ହେବ।

ସିଂହ : ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ। ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ। ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ। ଧାର୍ମିକ ଯାତ୍ରାର ଆୟୋଜନ ହେବ।

କନ୍ୟା : ଆଜି ନୂଆ କାର୍ଯ୍ୟ ହାତକୁ ନେବା ହିତକର ନୁହେଁ। ବାହରର ଖାଦ୍ୟ ଖାଆନ୍ତୁ ନାହିଁ। କ୍ରୋଧକୁ ନିୟନ୍ତ୍ରଣରେ ରଖିବା ପାଇଁ ମୌନ ବ୍ରତ ଅଧିକ ଭଲ ପ୍ରମାଣିତ ହେବ। ଧନ ଖର୍ଚ୍ଚ ହୋଇପାରେ। ଶତ୍ରୁ ଆପଣଙ୍କ କ୍ଷତି କରିପାରନ୍ତି, ଏହାର ଧ୍ୟାନ ରଖିବେ। ନିଆଁ ଏବଂ ପାଣିକୁ ଦେଖିକରି ଚାଲିବେ। ସରକାର ବିରୋଧୀ କିମ୍ବା ଅନୈତିକ ପ୍ରବୃତ୍ତିଗୁଡ଼ିକରୁ ସମସ୍ୟା ସୃଷ୍ଟି ହୋଇପାରେ, ଏହାର ଧ୍ୟାନ ରଖିବେ।

ତୁଳା : ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ। ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ। ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ। ଭାଗିଦାରୀ ସହିତ ଲାଭ ହେବ। ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ। ଦାମ୍ପତ୍ୟସୁଖ ଏବଂ ବାହନସୁଖ ଭଲ ମିଳିବ। ମିତ୍ରମାନଙ୍କ ସହିତ ଯାତ୍ରା କରିବେ। ଜଗନ୍ନାଥଙ୍କର ଆଶୀର୍ବାଦ ଆପଣଙ୍କ ସହିତ ଅଛି।

ବିଚ୍ଛା : ପାରିବାରିକ ଶାନ୍ତିର ମାହୌଲ ଆପଣଙ୍କ ମନକୁ ସ୍ଵସ୍ଥ ରଖିବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ଚାକିରିରେ ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଶତ୍ରୁମାନଙ୍କ ଚାଲ ନିଷ୍ଫଳ ହେବ। ମାମୁଁ ଘର ପକ୍ଷରୁ ଲାଭ ହେବ। ଆର୍ଥିକ ଲାଭ ହେବ। ଆଶ୍ଚର୍ଯ୍ୟ କାର୍ଯ୍ୟରେ ଖର୍ଚ୍ଚ ହୋଇପାରେ।

ଧନୁ : କାର୍ଯ୍ୟରେ ଅସଫଳତା ହତାସ ସୃଷ୍ଟି କରିପାରେ। ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖିବେ। ପେଟ ସମ୍ବନ୍ଧୀତ ରୋଗରେ ଯନ୍ତ୍ରଣା ହୋଇପାରେ। ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ପଡ଼ି ସମସ୍ୟା ସୃଷ୍ଟି ହୋଇପାରେ। ସନ୍ତାନମାନଙ୍କ ମାମଲାରେ ଚିନ୍ତା ସୃଷ୍ଟି ହେବ। ଆର୍ଥିକ ଲାଭ ହେବ, ପ୍ରେମୀ ସହିତ ଆନନ୍ଦର ସମୟ କାଟିବେ।

ମକର : କୌଟୁମ୍ବିକ କ୍ଲେଶ ଆପଣଙ୍କ ମନକୁ ବ୍ୟଥିତ କରିପାରେ। ମାତାଙ୍କର ସ୍ଵାସ୍ଥ୍ୟ ଚିନ୍ତା ସୃଷ୍ଟି ହୋଇପାରେ। ସାର୍ବଜନିକ ଜୀବନରେ ଅପଯଶ କିମ୍ବା ଅପକୀର୍ତ୍ତି ଆପଣଙ୍କ ମାନ-ପ୍ରତିଷ୍ଠାକୁ ହାନି ପହଁଚାଇପାରେ। ପର୍ଯ୍ୟାପ୍ତ ଆରାମ ଏବଂ ନିଦ ନ ମିଳିବାରରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ମହିଳା ବର୍ଗଙ୍କୁ କ୍ଷତି ହେବାର ଭୟ ହୋଇପାରେ।

କୁମ୍ଭ : ଆଜି ଆପଣଙ୍କ ମନ ବହୁତ ଆସ୍ୱସ୍ତି ଅନୁଭବ କରିବ। ଶାରୀରିକ ସୁସ୍ଥତା ଆପଣଙ୍କ ଉତ୍ସାହ ବୃଦ୍ଧି କରିବ। ପଡ଼ୋଶୀମାନଙ୍କ ଏବଂ ଭାଇ-ଭଉଣୀମାନଙ୍କ ସହିତ ଅଧିକ ମେଳ-ମିଳାପ ରହିବ। ଘରେ ମିତ୍ରମାନଙ୍କ ଆଗମନ ଆନନ୍ଦଦାୟୀ ରହିବ। ପ୍ରିୟ ବ୍ୟକ୍ତିଙ୍କ ସହିତ ଏବଂ ଭାଗ୍ୟ ବୃଦ୍ଧିର ଯୋଗ ଅଛି।

ମୀନ : ଆପଣଙ୍କ ଖର୍ଚ୍ଚ ଯୋଗୁଁ ଅତିରିକ୍ତ କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବାପାଇଁ ଉପଦେଶ। କାହା ସହିତ ଯୁକ୍ତି ହେବାର ଆଶଂକା ଅଛି। ଆର୍ଥିକ ମାମଲାରେ କିମ୍ବା ଆଦାନ-ପ୍ରଦାନରେ ସାବଧାନ ରହିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଝଗଡ଼ା ହୋଇପାରେ। ନକାରାତ୍ମକ ବିଚାର ମନ ଉପରେ ରହିବ। ଖାଦ୍ୟ-ପେୟପ୍ରତି ଦାୟିତ୍ୱହୀନତାଯୋଗୁଁ ସ୍ଵାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version