• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜୁଆନଦୀ ବନ୍ଧରେ ଘାଇ ୬ଟି ଗ୍ରାମ ପାଣି ଘେରରେ ପ୍ରଶାସନ ଅପହଞ୍ଚ

Proprietor Abhimanyu Maharana by Proprietor Abhimanyu Maharana
August 18, 2022
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାଜୁଆନଦୀ ବନ୍ଧରେ ଘାଇ ୬ଟି ଗ୍ରାମ ପାଣି ଘେରରେ ପ୍ରଶାସନ ଅପହଞ୍ଚ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅଗଷ୍ଟ ବୁଧବାର ) ଖୋର୍ଦ୍ଧା-ଜଟଣୀ :- ରାଜୁଆ ନଦୀରେ ପ୍ରାୟ ୧୦୦ ପୁଟ ରୁ ଉର୍ଦ୍ଧ୍ବ ଲମ୍ବର ଘାଇ,ହେବା ଫଳରେ ଜଟଣୀ, ଖୋର୍ଦ୍ଧା ଓ କଣାସ ବ୍ଲକର ଅନେକ ଗାଁ ଏବେ ଜଳ ମଗ୍ନ ହୋଇଯାଇଛି।ବିଶେଷ କରି ତିରିମଲ, ହଲଦିଆପଡା, ଲୋକାପାଳ ଅଣ୍ଡା ହରିପୁର ଏବଂ ଅଁଳାଯୋଡି ଗ୍ରାମ ଏବେ ବନ୍ୟା ଘେରରେ ରହିଛି । ଶହ,ଶହ ହେକ୍ଟର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ଲୋକଙ୍କ ଘର ଭିତରେ ପାଣି ପଶି ଯାଇଛି । ଏହି ଘଟଣା ଟି ଗତ ରାତିରେ ଘାଇ ବା’ ବନ୍ଧ ଭାଙ୍ଗି ଯିବା କାରଣରୁ ହୋଇଥିବାରୁ ଲୋକମାନେ କୌଣସି ଆସବାବପତ୍ର ବାହାର କରି ପାରି ନାହାନ୍ତି ପିଲାଛୁଆ ଙ୍କୁ ଧରି ରାତିରେ କିଏ ଛାତ ଉପରେ ତ ଆଉକିଏ ଅନ୍ୟତ୍ର ଉଚ୍ଚ ସ୍ଥାନରେ ଆଶ୍ରୟ ନେଇଛନ୍ତି ଖବର ପାଇ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ,

ଜଟଣୀ ବିଡ଼ିଓ ସରୋଜ ରାଉତ ପ୍ରମୁଖ ଘଟଣା ସ୍ଥଳ ବୁଲି ଦେଖି ଯାଇଛନ୍ତି ଏବଂ ପ୍ରାୟ ପାଞ୍ଚ ରୁ ଦଶ କିଲୋମିଟର ପରିଧିରେ ଥିବା ଗ୍ରାମର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ପାଇଁ ଚେଷ୍ଟା ଜାରି ରହିଛି ବୋଲି କହିଛନ୍ତି ଜଟଣୀ ବିଡ଼ିଓ ସରୋଜ ରାଉତ କିନ୍ତୁ ଦୁଃଖ ଓ ପରିତାପର ଏ ପର୍ଯ୍ୟନ୍ତ ସରକାରୀ ସ୍ତରରେ କୌଣସି ସହାୟତା ବିପନ୍ନଙ୍କ ପାଖରେ ପହଞ୍ଚି ପାରିନାହିଁ ଚାରିଆଡେ ବନ୍ୟା ପାଣି ଘେରି ରହିଥିବାରୁ ଗାଈ,ଗୋରୁ ମାନେ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ଅଛନ୍ତି । ଜଟଣୀ ଓ କଣାସ ବ୍ଲକ ଅଧିକାରୀ ଯଥାଶୀଘ୍ର ବନ୍ୟା ବିପନ୍ନଙ୍କୁ ଗୋଖାଦ୍ୟ ଏବଂ ରିଲିଫ ଯୋଗାଇ ଦେବାକୁ ବନ୍ୟାରେ କ୍ଷତି ଗ୍ରସ୍ତ ଲୋକମାନେ ଦାବି କରିଛନ୍ତି

ସେହିପରି ତିରିମଲ ଓ ହଳଦିଆପଡା – ମନ୍ଦାରବସ୍ତ କୁ ସଂଯୋଗ କରୁଥିବା ଏହି ଏକମାତ୍ର ବନ୍ଧ ରାସ୍ତାଟି ଘାଇ ହେବା ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି।ସର୍ବପରି ଗତକାଲି ଏବଂ ତା’ପୂର୍ବରୁ ଆମେ ଦେଖାଇ ଥିବା ପ୍ରାୟ ୧୦ ରୁ ଉର୍ଦ୍ଧ୍ବ ସ୍ଥାନରେ ଘଳିଆ ଏବଂ ୬ ଟି ସ୍ଥାନରେ ଫାଟ ମଧ୍ୟରୁ ଗୋଟିଏ ସ୍ଥାନରେ ଘାଇ ହୋଇଛି ଆହୁରି ଅନେକ ସ୍ଥାନରେ ବନ୍ଧଭାଙ୍ଗି ଘାଇ ହେବାର ସମ୍ଭାବନା ରହିଛି ତେଣୁ ପୋଲିସ ବାରିକେଟ କରି ଲୋକମାନଙ୍କ ଯାତାୟତ କୁ ବାରଣ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

September 20, 2026
ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version