• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ : କଳା ବ୍ୟାଚ ପରିଧାନ କରି – ବିକ୍ଷୋଭ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
August 18, 2022
in ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ : କଳା ବ୍ୟାଚ ପରିଧାନ କରି – ବିକ୍ଷୋଭ ପ୍ରଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅଗଷ୍ଟ ଗୁରୁବାର ) କେନ୍ଦ୍ରାପଡ଼ା :- ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ଆଜି ଠାରୁ ସାରାରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ । ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ପୂର୍ବ ନିର୍ଦ୍ଧାରିତ ସୂଚନା ଅନୁଯାୟୀ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ 16 ତାରିଖରୁ ସପ୍ତାହ ବ୍ୟାପି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବାସହିତ ଶାନ୍ତିପୂର୍ଣଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି,! । ଉକ୍ତ ବିକ୍ଷୋଭ ପଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ,

ସାମଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଜଙ୍ଗଲ ଏବଂ ପରିବେଶ, ଶ୍ରମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲାର ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତରଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିଲେ । ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ଚୁକ୍ତିଭିତ୍ତିକ ସମୟକୁ ମୂଳ ଚାକିରୀରେ ଯୋଗ ଦୁଇଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା,

ଘରଭଡା ଏବଂ ସମସ୍ତ ସରକାରୀ ଆନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ 16 ତାରିଖରୁ 22 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ସମୟ ମଧ୍ୟରେ ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବିଗୁଡିକୁ ପୂରଣ ନକରନ୍ତି,! ତେବେ ମହାସଂଘର ପୂର୍ଵ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଅଗଷ୍ଟ ଶେଷ ସପ୍ତାହ ରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ମହାସଂଘର ରାଜ୍ୟ ସଭାପତି ଶ୍ରୀ ବିଜୟ କୁମାର ମଲ୍ଲ,

ସଂଘର ମୁଖ୍ୟ ଉପଦେଷ୍ଟା ଶ୍ରୀ ପ୍ରଭାତ କୁମାର ମହାନ୍ତି, ସାଧାରଣ ସଂପାଦକଶ୍ରୀ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ଶ୍ରୀ ପ୍ରଶାନ୍ତ ରାଉତରାୟ, ଶିକ୍ଷକ ନେତା ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ଆଇଚ,ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀ ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ,ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି, ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version