• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 20, 2022
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭାସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା ବିଧାନସଭାର ମାନ୍ୟବର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, କଂଗ୍ରେସ ଦଳର ମାନ୍ୟବର ବରିଷ୍ଠ ବିଧାୟକ ଶ୍ରୀ ନରସିଂହ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡେଇ, ପୂର୍ବତନ ବିଧାୟକ ଶ୍ରୀ ନଗେନ୍ଦ୍ର କୁମାର ପ୍ରଧାନ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀ ଶ୍ରୀରାମ ଦାଶ ଉପସ୍ଥିତ ଥିଲେ ।

ପ୍ରକାଶଯୋଗ୍ୟ ଯେ କୋଭିଡ୍‌ ସଂକ୍ରମଣ ପାଇଁ ଗତ ତିନିବର୍ଷ ଧରି ଏ ବାବଦରେ କୌଣସି ବୈଠକ ଅନୁଷ୍ଠିତ ହୋଇନଥିଲା । ଚଳିତ ବର୍ଷ ୨୦୧୭ରୁ ୨୦୨୧ ପର୍ଯ୍ୟନ୍ତ ୫ ବର୍ଷର ଶ୍ରେଷ୍ଠ ବିଧାୟକଙ୍କୁ ଚୟନ କରାଯିବ । ପ୍ରତିବର୍ଷ ଓଡ଼ିଶା ବିଧାନସଭା ପକ୍ଷରୁ ୩ଟି ବର୍ଗରେ ଏହି ସମ୍ମାନ ପ୍ରଦାନ କରାଯାଇଥାଏ ।

ପଣ୍ଡିତ ନୀଳକଣ୍ଠ ସମ୍ମାନରେ ବର୍ତ୍ତମାନର ବିଧାୟକ, ଉତ୍କଳଗୌରବ ମଧୁସୂଦନ ସମ୍ମାନରେ ପୂର୍ବତନ ବିଧାୟକ ଏବଂ ଉତ୍କଳମଣି ଗୋପବନ୍ଧୁ ପ୍ରତିଭା ସମ୍ମାନରେ ନବନିର୍ବାଚିତ ବିଧାୟକଙ୍କୁ ସମ୍ମାନିତ କରାଯାଇଥାଏ । ରାଜ୍ୟ ପ୍ରତି ଥିବା ଦାୟିତ୍ୱବୋଧ ଓ ନିଷ୍ଠା ସହ ବିଧାନସଭା ଗୃହକାର୍ଯ୍ୟରେ ମାନ୍ୟବର ବିଧାୟକଙ୍କର ଉଲ୍ଲେଖନୀୟ ପ୍ରଦର୍ଶନଆଧାରରେ ଚୟନ କମିଟି ଶ୍ରେଷ୍ଠ ବିଧାୟକଙ୍କୁ ମନୋନୀତ କରିଥାନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026
ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version