• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ : ପୋଲିସ କର୍ମଚାରୀଙ୍କ ପାଇଁ ମେଗା ସ୍ୱାସ୍ଥ୍ୟ ଶିବିର ଓ ଶିଶୁ ମାନଙ୍କ ପାଇଁ ଶିଶୁ ଉଦ୍ୟାନ ପାର୍କ ଉଦଘାଟନ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 23, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ : ପୋଲିସ କର୍ମଚାରୀଙ୍କ ପାଇଁ ମେଗା ସ୍ୱାସ୍ଥ୍ୟ ଶିବିର ଓ ଶିଶୁ ମାନଙ୍କ ପାଇଁ ଶିଶୁ ଉଦ୍ୟାନ ପାର୍କ ଉଦଘାଟନ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଅଗଷ୍ଟ ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ସ୍ଥିତ ପାରଳାଖେମୁଣ୍ଡି ସ୍ଥିତ ମଡେଲ ପୋଲିସ ଥାନା ପରିସରରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ ଓ ପୋଲିସ କର୍ମଚାରୀଙ୍କ ପାଇଁ ଏକ ମେଗା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଥାନା ପରିସରରେ ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ ଏବଂ ଶିଶୁ ବନ୍ଧୁତ୍ୱ ପୋଲିସ କକ୍ଷ ଓ ଶିଶୁ ଉଦ୍ୟାନ ପାର୍କ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ ମେଗା ସ୍ୱାସ୍ଥ୍ୟ ଶିବିରରେ ପଡୋଶୀ ଆନ୍ଧ୍ରର ଶ୍ରୀକାକୁଲମ ସ୍ଥିତ ଜେମସ୍ ହସପିଟାଲର କାର୍ଡିଓଲୋଜି , ଅସ୍ଥିଶଲ୍ୟ , ଔଷଧ , ସ୍ତ୍ରୀ ଓ ପ୍ରସୂତି , ନେଫ୍ରୋଲୋଜି କିଡନୀ , ଚକ୍ଷୁ ଏବଂ ଇଣ୍ଟେର୍ଣ ପ୍ରଭୃତି ବିଭାଗର ବିଶେଷଜ୍ଞ ଡାକ୍ତର ମାନେ ଆସି ପ୍ରାୟ ୩୦୦ ଜଣ ବରିଷ୍ଠ ନାଗରିକଙ୍କ ସମେତ ପୋଲିସ ଅଧିକାରୀ ,

କନେଷ୍ଟବଳ , ହୋମଗାର୍ଡ ଏବଂ ସେମାନଙ୍କ ପରିବାରଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ ।ଏହି ସ୍ୱାସ୍ଥ୍ୟ ଶିବିରରେ ଶ୍ରୀକାକୁଲମ ସ୍ଥିତ ଜେମସ ହସପିଟାଲର ଜନ ସମ୍ପର୍କ ଅଧିକାରୀ ଶ୍ରୀ ସେଗଦାନା ଅନିଲଙ୍କ ପରିଚାଳନାରେ ଜେମସ ହସପିଟାଲର ବିଶେଷଜ୍ଞ ଡାକ୍ତର ଯଥା:- କାର୍ଡିଓଲୋଜୀ (ହାର୍ଟ) ଡ଼ାଃ ବିଜୟ କୁମାର , ଅସ୍ଥିଶଲ୍ୟ ଡ଼ାଃ ସନ୍ତୋଷ ବାବୁ , ସାଧାରଣ ଔଷଧ ଡ଼ାଃ ପାନାଜେ ସାଇ , ଗାଇନିକ ଡ଼ାଃ ଝାନସି , ନେ କିଡନୀ ଡ଼ାଃ ୟୋଗାନନ୍ଦ , ଚକ୍ଷୁ ଡ଼ାଃ ଦୀପିକା , ଇଣ୍ଟେର୍ଣ ଡ଼ାଃ ଶ୍ରିଜା ଏବଂ ଡ଼ାଃ ଅଭିରାମ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ସେମାନଙ୍କ ସହଯୋଗୀ କର୍ମଚାରୀ ଯୋଗଦେଇ ସେମାନଙ୍କ ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସଂପାଦନ କରିଥିଲେ ।

ଏହି ଶିବିରରେ ସେମାନଙ୍କ ରକ୍ତଚାପ , ସୁଗାର , ପଲସ, ଇସିଜି ଓ ଇକୋ ପ୍ରଭୃତି ଯାଞ୍ଚ ପରୀକ୍ଷା କରା ଯାଇଥିଲା । ସେହିଭଳି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ମଡେଲ ଥାନା ପରିସରରେ ବିଭିନ୍ନ ଶିଶୁ ଉପକରଣ ସହ ନବ ଉନ୍ନତ ହୋଇଥିବା ଏକ ଶିଶୁ ବନ୍ଧୁତ୍ୱ ପୋଲିସ କକ୍ଷ ଏବଂ ଶିଶୁ ମାନଙ୍କ ମନୋରଞ୍ଜନ ପାଇଁ ଶିଶୁ ଉଦ୍ୟାନ ପାର୍କ ମଧ୍ୟ ଉଦଘାଟନ ହୋଇଥିଲା । ଏହାକୁ ଏସପି ଶ୍ରୀ ଜୟରାମ ଶତପଥି ଏବଂ ପାରଳା ପୌରଧ୍ୟକ୍ଷକ୍ଷ ଶ୍ରୀମତୀ ନିର୍ମଳା ସେଠୀ ମିଳିତ ଭାବେ ଉଦଘାଟନ କରିଥିଲେ । ପରେ ପାରଳା ସହରର ବରିଷ୍ଠ ନାଗରିକ ମାନଙ୍କୁ ପୋଲିସ ପ୍ରଶାସନ ପକ୍ଷରୁ ଏସପି ଶ୍ରୀ ଜୟରାମ ଶତପଥି , ପାରଳା ପୌରଧ୍ୟାକ୍ଷା ଶ୍ରୀମତି ନିର୍ମଳା ସେଠୀ , ଏଏସପି ଶ୍ରୀ ବାମଦେବ ସିଂହ ,ଏସଡିପିଓ: ଶ୍ରୀ ରାମକୃଷ୍ଣ ପତି ,

ଡିସିପିୟୁ ଶ୍ରୀ ଅରୁଣ କୁମାର ତ୍ରିପାଠୀ ଏବଂ ଆଦର୍ଶ ଥାନାଧିକାରୀ ଶ୍ରୀ ବିବେକାନନ୍ଦ ସ୍ୱାଇଁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କୁ ସେମାନଙ୍କ ପରିଚୟ ପତ୍ର ବଣ୍ଟନ କରିଥିଲେ । ଏସପି ଶ୍ରୀ ଜୟରାମ ଶତପଥି ଏ ସଂପର୍କରେ ସୂଚନା ଦେଇ କହିଥିଲେ ଯେ , ବରିଷ୍ଠ ନାଗରିକ ମାନଙ୍କ ପାଇଁ ଆଦର୍ଶ ପୋଲିସ ଥାନା ପକ୍ଷରୁ ଏକ ନମ୍ବର ଦିଆହୋଇଛି , ଯେ କୌଣସି ଅସୁବିଧା କି ସମସ୍ୟା କ୍ଷେତ୍ରରେ ସେମାନେ ପୋଲିସକୁ ସେହି ନମ୍ବରରେ ଫୋନ୍ କଲେ ସେହି କଲ ଫୋନକୁ ଜଣେ ଅଧିକାରୀ ରିସିଭ କରି ପଚାରି ବୁଝିବେ ଏବଂ ସମସ୍ୟାର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ଶେଷରେ , ମେଗା ସ୍ୱାସ୍ଥ୍ୟ ଶିବିରକୁ ଆସି ନିଜକାର୍ଯ୍ୟ ସୁଚାରୁ ରୂପେ ସଂପାଦନ କରିଥିବା ଯୋଗୁଁ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବିଶେଷଜ୍ଞ ଡାକ୍ତର ମାନଙ୍କୁ ଏସପି ଶ୍ରୀ ଜୟରାମ ଶତପଥି ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ ।ସମସ୍ତ କାର୍ଯ୍ୟକ୍ରମ ଆଦର୍ଶ ଥାନାଧିକାରୀ ଶ୍ରୀ ବିବେକା ନନ୍ଦ ସ୍ବାଇଁଙ୍କ ନେତୃତ୍ୱରେ ପରିଚାଳିତହୋଇଥିବା ବେଳେ ଅନ୍ୟାନ୍ୟ ପୋଲିସ ଅଧିକାରୀ , କନଷ୍ଟବଲ ଓ ହୋମଗାର୍ଡମାନେସହଯୋଗ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version