• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳସମ୍ପଦ ମନ୍ତ୍ରୀଙ୍କ ବନ୍ୟା ନିୟନ୍ତ୍ରଣ କକ୍ଷ ପରିଦର୍ଶନ : ସମୀକ୍ଷା ବୈଠକରେ ସ୍ଥିତି ଅନୁଧ୍ୟାନ ଯୁଦ୍ଧକାଳୀନ ଭିତ୍ତିରେ ଘାଇ ମରାମତି କରିବାକୁ ନିର୍ଦ୍ଦେଶ – ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

Proprietor Abhimanyu Maharana by Proprietor Abhimanyu Maharana
August 23, 2022
in ଓଡ଼ିଶା, ମହାନଗର, ହୋମ୍
0
ଜଳସମ୍ପଦ ମନ୍ତ୍ରୀଙ୍କ ବନ୍ୟା ନିୟନ୍ତ୍ରଣ କକ୍ଷ ପରିଦର୍ଶନ : ସମୀକ୍ଷା ବୈଠକରେ ସ୍ଥିତି ଅନୁଧ୍ୟାନ ଯୁଦ୍ଧକାଳୀନ ଭିତ୍ତିରେ ଘାଇ ମରାମତି କରିବାକୁ ନିର୍ଦ୍ଦେଶ – ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଆଜି ସେଚ ସଦନ ଠାରେ ରାଜ୍ୟର ବିଭିନ୍ନ ନଦୀ ଅବବାହିକାରେ ଥିବା ନଦୀ ଓ ଜଳଭଣ୍ଡାରର ଜଳସ୍ତର ସ୍ଥିତି ସମୀକ୍ଷା କରିଛନ୍ତି କ୍ଷ ରାଜ୍ୟରେ ସୁବର୍ଣ୍ଣରେଖା, ବୈତରଣୀ,ବୁଢ଼ାବଳଙ୍ଗ, ଜଳକା ଆଦି ନଦୀରେ ଜଳ ପ୍ରବାହ ସହ ସୁବର୍ଣରେଖା ଅବବାହିକାରେ ବନ୍ୟା ସ୍ଥିତି ଓ ଜଳସମ୍ପଦ ବିଭାଗ ତରଫରୁ ପ୍ରସ୍ତୁତି ସମ୍ପର୍କରେ ମନ୍ତ୍ରୀ ଶ୍ରୀମତୀ ସାହୁ ସ୍ଥିତି ଅନୁଧ୍ୟାନ କରିଥିଲେ କ୍ଷ ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରଥମେ ସେଚ ସଦନରେ ବନ୍ୟା ନିୟନ୍ତ୍ରଣ କକ୍ଷ ବୁଲି ଦେଖିବା ସହ ବନ୍ୟା ପରିଚାଳନା ସମ୍ପର୍କିତ ସୂଚନା ସରବରାହ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ କ୍ଷ ପରେ ପରେ ସେଚ ସଦନ ସମ୍ମିଳନୀ କକ୍ଷରେ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଓ ସର୍ବୋଚ୍ଚ ଯନ୍ତ୍ରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ସମୀକ୍ଷା କରିଥିଲେ ।

ଏହି ବୈଠକରେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଯୋଗ ଦେଇଥିବା କଟକ, ବାଲେଶ୍ୱର, କେଉଁଝର ଓ ମୟୁରଭଞ୍ଜ ଜିଲ୍ଲା ଆଦିର ବିଭାଗୀୟ ଯନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ । ମାନ୍ୟବର ମନ୍ତ୍ରୀ ଗତକାଲି ସୁବର୍ଣ୍ଣରେଖା ନଦୀରେ ବନ୍ୟା ଜଳ ପ୍ରବାହିତ ହେବା ନେଇ ଆଭାସୀ ବୈଠକରେ ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ କ୍ଷ ଆଜିର ବୈଠକ ସମୟ ମଧ୍ୟାହ୍ନ ସୁଦ୍ଧା ସୁବର୍ଣ୍ଣରେଖା ନଦୀରେ ଜଳ ପ୍ରବାହ ସ୍ଥିର ରହିଥିଲା ବେଳେ ମଧ୍ୟାହ୍ନ ପରଠାରୁ ଜଳ ପ୍ରବାହ ସ୍ତର ଧିରେ ଧିରେ କମୁଥିବା ସର୍ବୋଚ୍ଚ ଯନ୍ତ୍ରୀ ପ୍ରକାଶ କରିଛନ୍ତି । ବିଭିନ୍ନ ନଦୀରେ ସୃଷ୍ଟି ହୋଇଥିବା ଘାଇକୁ ଯୁଦ୍ଧକାଳୀନ ଭିତ୍ତିରେ ଜଳସମ୍ପଦ ବିଭାଗ ଓ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ଅସ୍ଥାୟୀ ଭାବେ ବନ୍ଦ କରାଯାଉଛି କ୍ଷ ମହାନଦୀ ଅବବାହିକାରେ ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ଘାଇ ଗୁଡିକୁ ପାଣି ଛାଡ଼ିବା ସଙ୍ଗେ ସଙ୍ଗେ ଯଥାଶୀଘ୍ର ମରାମତି କରି ବନ୍ଦ କରିବାକୁ ମନ୍ତ୍ରୀ ଶ୍ରୀମତୀ ସାହୁ ନିର୍ଦ୍ଦେଶ ଦେଇଥିଲେ କ୍ଷ ବର୍ତ୍ତମାନ ହୀରାକୁଦରୁ ୪ ଟି ଗେଟ ଦେଇ ଜଳ ଛଡ଼ାଯାଉଥିବା ବେଳେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରେଙ୍ଗାଲି ଜଳ ଭଣ୍ଡାରରୁ ଆଜି ଗୋଟିଏ ଗେଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି 

ଅନ୍ୟ ପକ୍ଷରେ ମହାନଦୀ ଅବବାହିକାକୁ ନେଇ ଆଉ ବନ୍ୟା ସମସ୍ୟା ନାହିଁ ବୋଲି ବୈଠକରେ ଆଲୋଚନା ହୋଇଥିଲା କ୍ଷ ବୈଠକ ପରେ ଗଣମାଧ୍ୟକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀମତୀ ସାହୁ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି କ୍ଷ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନ ଅନୁସାରେ ରାଜ୍ୟରେ ବିଭିନ୍ନ ପ୍ରାକୃତିକ ବିପର‌୍ୟ୍ୟୟର ସଫଳ ମୁକାବିଲା କରି ଆମ ରାଜ୍ୟ ପ୍ରଶଂସା ସାଉଁଟିଛି କ୍ଷ ଏହାକୁ ଗୁରୁତ୍ୱ ଦେଇ ଚଳିତ ବନ୍ୟାର ମୁକାବିଲା କରିବା ପାଇଁ ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଥିଲେ । ବନ୍ୟାକୁ ଦୃଷ୍ଟିରେ ରଖି ଗତ କାଲି ରାତ୍ରୀକାଳୀନ ପାଟ୍ରୋଲିଂକୁ ଜୋରଦାର କରାଯାଇଥିଲା ଓ ଏହି ପ୍ରକ୍ରିୟା ଜାରି ରହିଛି । ବୈଠକରେ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ, ସର୍ବୋଚ୍ଚ ଯନ୍ତ୍ରୀ ଇଂ ବିଜୟ କୁମାର ମିଶ୍ର, ସର୍ବୋଚ୍ଚ ଯନ୍ତ୍ରୀ (୨) ତଥା ମହାନଦୀ-କାଠଯୋଡି ଅବବାହିକା ମ୍ୟାନେଜର ଇଂ ଭକ୍ତ ରଞ୍ଜନ ମହାନ୍ତିଙ୍କ ସମେତ ବିଭାଗର ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version