• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇଡିଆନେଷ୍ଟ ୨.୦ ପ୍ରି-ଇନ୍‌କ୍ୟୁବେଶନ କାର୍ଯ୍ୟକ୍ରମରେ ୩୦ ଜଣ ଷ୍ଟାର୍ଟଅପଙ୍କର ଅଂଶଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
August 24, 2022
in ଓଡ଼ିଶା, ମହାନଗର, ହୋମ୍
0
ଆଇଡିଆନେଷ୍ଟ ୨.୦ ପ୍ରି-ଇନ୍‌କ୍ୟୁବେଶନ କାର୍ଯ୍ୟକ୍ରମରେ ୩୦ ଜଣ ଷ୍ଟାର୍ଟଅପଙ୍କର ଅଂଶଗ୍ରହଣ

????????????????????????????????????

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ଅଟଳ ଇନ୍‌କ୍ୟୁବେଶନ ସେଂଟର୍‌-ନାଳନ୍ଦା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେଶନ (ଏଆଇସି-ନାଳନ୍ଦା) ପକ୍ଷରୁ ଏହାର ବାର୍ଷିକ ପ୍ରି-ଇନ୍‌କ୍ୟୁଶେନ ପ୍ରୋଗ୍ରାମ, ଆଇଡିଆନେଷ୍ଟ ୨.୦ର ୨ୟ ଚାପ୍ଟର୍‌ର ଗ୍ରାଜୁଏଶନ ଡେ’ ଆୟୋଜିତ ହୋଇଯାଇଛି । ଏଆଇସି-ନାଳନ୍ଦା ଏହି କାର୍ଯ୍ୟକ୍ରମକୁ ଜୁନ୍ ୨୦୨୨ରୁ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ପ୍ରାରମ୍ଭିକ ପର୍ଯ୍ୟାୟର ଷ୍ଟାର୍ଟଅପ୍‌ଗୁଡିକ ପାଇଁ ପରିଚାଳନା କରିଥିଲା । ଭାରତର ୧୧ଟି ରାଜ୍ୟରୁ ଆବେଦନ କରିଥିବା ମୋଟ ୮୦ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏହି ୩ ମାସିଆ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଚୟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଇକୋସିଷ୍ଟମ ପାର୍ଟନର ଭାବେ ଷ୍ଟାର୍ଟଅପ୍ ଓଡିଶା, ନଲେଜ୍ ପାର୍ଟନର୍ ଭାବେ ହେଡ୍‌ଷ୍ଟାର୍ଟ ନେଟ୍‌ୱର୍କ ଫାଉଣ୍ଡେଶନ, ଟେକ୍ନୋଲୋଜି ପାର୍ଟନର୍ ଭାବେ ଏଡବ୍ଲ୍ୟୁଏସ୍ ଷ୍ଟାର୍ଟଅପ୍ ର‌୍ୟାମ୍ପ୍ ଏବଂ ଆଉଟ୍‌ରିଚ୍ ପାର୍ଟନର୍ ଭାବେ ଏସ୍‌କମ୍ ଇଣ୍ଡିଆ, ଷ୍ଟାର୍ଟଅପ୍ ଭୁବନେଶ୍ୱର ଓ ମାଇଁଷ୍ଟାର୍ଟଅପ୍ ୟାତ୍ରା ସମର୍ଥନ କରିଥିଲେ । 

ଆଇଡିଆନେଷ୍ଟ୍ ଅଂଶଗ୍ରହଣକାରୀ ଷ୍ଟାର୍ଟଅପ୍‌ଗୁଡିକୁ ଏକ ଅନୁଭୂତିଶୀଳ ଓ ଗଭୀର ଶିକ୍ଷା ପ୍ରଦାନ କରିଥିଲା ଯାହା ମୌଳିକ ସ୍ତରରୁ ବଜାର ସ୍ତରକୁ ପ୍ରଗତି କରିବା ପାଇଁ ଆବଶ୍ୟକ ଏକ ଉଦ୍ୟୋଗୀ ଚିନ୍ତାଧାରା ଓ ବ୍ୟବସାୟ କୌଶଳ ସହିତ ଜଣେ ଷ୍ଟାର୍ଟଅପ୍ ପ୍ରାରମ୍ଭକାରୀଙ୍କୁ ସଶକ୍ତ କରିବାକୁ ଲକ୍ଷ୍ୟ ରଖିଥିଲା । ଏହି ଗ୍ରାଜୁଏଶନ ଡେ’ରେ ୬ ଜଣ ଜୁରୀ ସଦସ୍ୟଙ୍କ ଏକ ପ୍ୟାନେଲ ନିକଟରେ ବିଭିନ୍ନ କ୍ଷେତ୍ରର ୨୧ଟି ଷ୍ଟାର୍ଟଅପ୍ ନିଜର ଉପସ୍ଥାପନା ଦେଇଥିଲେ, ଏହାପରେ ନେଟ୍‌ୱର୍କିଂ ଲଂଚ୍ ଓ ଫାଇନାଲ ଗ୍ରାଜୁଏଶନ ସେରିମୋନି ହୋଇଥିଲା । କାର୍ଯ୍ୟକ୍ରମକୁ ଏଆଇସି-ନାଳନ୍ଦାର ସିଇଓ ଦେବ୍‌ଜ୍ୟୋତି ମହାନ୍ତୀ ଆରମ୍ଭ କରିଥିଲେ । ସେ ଯୁବ ପ୍ରତିଭାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ଓ କିଭଳି ନେଟ୍‌ୱର୍କିଂ ସବୁ ପର୍ଯ୍ୟାୟରେ ଜଣେ ଷ୍ଟାର୍ଟଅପ୍ ପ୍ରତିଷ୍ଠାତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ ତାହା ବ୍ୟାଖ୍ୟା କରିଥିଲେ ।

ହେଡ୍‌ଷ୍ଟାର୍ଟ ନେଟ୍‌ୱର୍କ ଫାଉଣ୍ଡେଶନର ଇନୋଭେଶନ ହବ୍ ଆଣ୍ଡ ଗଭର୍ଣ୍ଣମେଂଟ୍ ଏନ୍‌ଗେଜ୍‌ମେଂଟ୍ ବିଭାଗର ପ୍ରୋଗ୍ରାମ ହେଡ୍ ମୁକେଶ କିସ୍ତୱାଲ ଓଡିଶା ଷ୍ଟାର୍ଟଅପ୍ ଇକୋସିଷ୍ଟମରୁ ଏଭଳି ଯୋଗଦାନଗୁଡିକୁ ଅପେକ୍ଷା କରିବା ପାଇଁ ନିଜର ଆଗ୍ରହ ପ୍ରକାଶ କରିଥିଲେ । ଶୁଶ୍ରୁତ ହସ୍ପିଟାଲ ଆଣ୍ଡ ଟ୍ରମା କେୟାରର ନିର୍ଦ୍ଦେଶକ ଡଃ ଚିଦାତ୍‌ମିକା ଖଟୁଆ ଜଣେ ବ୍ୟକ୍ତିଙ୍କ ନିଜସ୍ୱ ବିଚାର ଉପରେ ଆଧାର କରି ଆରମ୍ଭ କରି ଓ ଏହାର ନିଜସ୍ୱ ଆହ୍ୱାନଗୁଡିକୁ ସାମ୍‌ନା କରିବାର ଗୁରୁତ୍ୱ ଉପରେ ନିଜର ମତାମତ ରଖିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଷ୍ଟାର୍ଟଅପ୍ ଓଡିଶାର ଏଭାଞ୍ଜେଲିଷ୍ଟ ଡଃ ସଞ୍ଜୁକ୍ତା ବଢେଇ ଷ୍ଟାର୍ଟଅପ୍‌ଗୁଡିକୁ ସମର୍ଥନ କରିବା ପାଇଁ ଷ୍ଟାର୍ଟଅପ୍ ଓଡିଶା ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଯୋଜନାଗୁଡିକ ସମ୍ପର୍କରେ ଉଲ୍ଲେଖ କରିଥିଲେ । ଏହି କାର୍ଯ୍ୟକ୍ରମ ୨୧ଟି ଷ୍ଟାର୍ଟଅପ୍‌କୁ ସମ୍ବର୍ଦ୍ଧନା ସହିତ ସମାପନ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version