• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁମ୍ମା ବ୍ଲକର ଗଣମାଧ୍ୟମ ପ୍ରତିନିଧି ଙ୍କୁ ବାଦଦେଇ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ନେଇ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
August 24, 2022
in ଓଡ଼ିଶା, ଗଜପତି, ହୋମ୍
0
ଗୁମ୍ମା ବ୍ଲକର ଗଣମାଧ୍ୟମ ପ୍ରତିନିଧି ଙ୍କୁ ବାଦଦେଇ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ନେଇ ଅସନ୍ତୋଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଅଗଷ୍ଟ ମଙ୍ଗଳବାର ) ପାରଳାଖେମୁଣ୍ଡି : – ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ଼ ପାଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପିଡ଼ି ରମାଞ୍ଚଳ ଖାମାରି,ଏସପି ଜୟରାମ ଶତପଥୀ ଯୋଗ ଦେଇଥିଲେ। ଏହି ଅଭିଯୋଗ ଶୁଣାଣି ଗୁମ୍ମା ବ୍ଲକରଅଜୟଗଡ଼,ନାମନଗଡ଼,କୁଜାସିଂ,ଭୁବନି,ସେରଙ୍ଗ ଓ ତୁମୁଲ ପଞ୍ଚାୟତ ସ୍ତରରେ ଲୋକଙ୍କୁ ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ୬ଟି ପଞ୍ଚାୟତ ଜନସାଧାରଣଙ୍କ ଶୁଣାଣି ନିମନ୍ତେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କିନ୍ତୁ ଅନୁତାପର ବିଷୟ ଯେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଏହି ଶୁଣାଣି ସମ୍ପର୍କରେ କୌଣସିସୂଚନାଦିଆଯାଇନଥିବା ନେଇ ଅସନ୍ତୋଷ। ଉକ୍ତ ଶୁଣାଣି ଶିବିରରେ କିଛି ତ୍ରୁଟି ରହିଥିଲା କି ? ସେଥି ପାଇଁ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦିଆ ଯାଇନଥିଲା l

କାଳେ ତ୍ରୁଟି ପ୍ରକଟ ହେଇଯିବ ସେନେଇ ଗଣମାଧ୍ୟମ ଅଧିକାରୀଙ୍କ ଅଜାଣତରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଶେଷ ସୂତ୍ରରୁ ପ୍ରକାଶ ପାଇଛି ଯେ ଏହି ଶୁଣାଣି କାର୍ଯ୍ୟକ୍ରମ ପରିଚାଳନା ଦାୟିତ୍ୱରେ କିଛି ତ୍ରୁଟି ରହିଛି ଯାହାକି ଜନ ଅସନ୍ତୋଷ ସୃଷ୍ଟି କରିବାରେ ଭୂମିକା ଗ୍ରହଣ କରିଥିବା ଜଣାପଡ଼ିଛି। ମୋଟ ୧୮୬ଟି ଅଭିଯୋଗର ସମାଧାନ ପାଇଁ ପଞ୍ଜିକରଣ ହୋଇଥିଲା। ସମସ୍ତ ଅଭିଯୋଗ ଗୋଷ୍ଟିଗତ ହୋଇଥିବା ବେଳେ କେତେକ ବ୍ୟକ୍ତିଗତ ସମସ୍ୟା ରହିଥିଲା। ବିଭିନ୍ନ ଗ୍ରାମର ପାନୀୟ ଜଳ ସମସ୍ୟା,ଅଜୟଗଡ଼ ଠାରୁ ଗିରା ରାସ୍ତା ନିର୍ମାଣରେ ବ୍ୟାପକ ଦୁର୍ନୀତି ଓ ଅଜୟଗଡ଼ ଠାରେ ମୋବାଇଲ ଟାୱାର ସମସ୍ୟା।ମୁଖ୍ୟତଃ ଏହି ପଞ୍ଚାୟତ ଗୁଡ଼ିକ ବହୁ ସମସ୍ୟା ଘେରରେ ବୁଢ଼ୀ ରହିଥିବା ବେଳେ ଶୁଣାଣି କେବଳ ପ୍ରହୋସନ ପାଲଟିଛି ବୋଲି କୁହାଯାଏ।

ଏ ଅବସରରେ ବ୍ୟକ୍ତିଗତ ଗୁହାରି ଶୁଣିବା ପରେ କେତେକ ଆଶାବାଡ଼ି,କର୍ଣଯନ୍ତ୍ର ଓ ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ ପ୍ରକଳ୍ପ ନିର୍ଦ୍ଦେଶକ ରମାଞ୍ଚଳ ଖାମାରି। । କହିବାକୁ ଗଲେ “ଗଣମାଧ୍ୟମ” ହେଉଛି ଗଣତନ୍ତ୍ର ସମ୍ବିଧାନର ଚତୁର୍ଥ ସ୍ଥମ୍ବ ହେଉଥିବା ବେଳେ ସରକାରୀ କାର୍ଯ୍ୟକ୍ରମରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଅନୁପସ୍ଥିତ ରହିବା ବୁଦ୍ଧିଜୀବୀ ମହଲରେ କ୍ଷୋଭ ପ୍ରକାଶ ପାଇଛି।ଏନେଇଦାୟିତ୍ବରେ ଥିବା ଅଧିକାରୀଙ୍କ ସହ ବହୁ ଯୋଗାଯୋଗ ପରେ କୌଣସି ଉତ୍ତର ମିଳିନାହିଁ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version