• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ଉପଲଡା ଓ ଅଡ଼ାସିଂ ଗ୍ରାମାଞ୍ଚଳରେ ଅବକାରୀ ବିଭାଗର ଚଢ଼ଉ : ୩୦କେଜି ଗଞ୍ଜେଇ ଜବତ – ୩ଗିରଫ ୨ମୋଟର ସାଇକେଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
August 24, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଉପଲଡା ଓ ଅଡ଼ାସିଂ ଗ୍ରାମାଞ୍ଚଳରେ ଅବକାରୀ ବିଭାଗର ଚଢ଼ଉ : ୩୦କେଜି ଗଞ୍ଜେଇ ଜବତ – ୩ଗିରଫ ୨ମୋଟର ସାଇକେଲ ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଅଗଷ୍ଟ ବୁଧବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ଉପଲଡ଼ା ଓ ଅଡାସିଂ ଗ୍ରାମାଞ୍ଚଳରେ ଅବକାରୀ ଚଢାଉ କରାଯାଇ ଏଥିରେ ୩ ଜଣ ଆସାମୀଙ୍କୁ ଗିରଫ କରାଯିବା ସହ ୨ ଟି ମୋଟର ସାଇକଲ ଓ ୩୦ କେଜି ଗଞ୍ଜେଇ ଜବତ କରାଯାଇଛି । ଅବକାରୀ କମିଶନର ଶ୍ରୀ ଆଶିଷ କୁମାର ସିଂହଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ଆଦେଶ ଅନୁଯାୟୀ ଗଜପତି ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଭାତ କୁମାର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଅବକାରୀ ଚଢାଉ କରା ଯାଇଥିଲା । ଗଜପତି ଜିଲ୍ଲା ଅବକାରୀ ନିରୀକ୍ଷକଙ୍କ ୨ ଟି ଟିମ, ପୃଥକ ପୃଥକ ଭାବେ ଦୁଇଟି ସ୍ଥାନ ଅଡାସିଂ ଓ ଉପଲଡ଼ା ଜାତୀୟ ରାଜପଥରେ ପୂର୍ବ ଯୋଜନା ଅନୁଯାୟୀ ଏହି ଅବକାରୀ ଧରପଗଡ଼ କାର୍ଯ୍ୟ କରା ଯାଇଥିଲା ।

ଏହି ଧରପଗଡ କାର୍ଯ୍ୟ ତ୍ୱରାନିତ ସ୍ୱରୂପ ଉପରୋକ୍ତ ୨ଟି ଟିମ ଉକ୍ତ ଦୁଇ ଗୋଟି ସ୍ଥାନରୁ ୨ ଗୋଟି ମୋଟର ସାଇକେଲ ଓ ୩୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହ ଏଥିରେ ସଂପୃକ୍ତ ଥିବା ୩ ଜଣ ଆସାମୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛନ୍ତି । ଉକ୍ତ ୩ ଜଣ ଆସାମୀ ହେଲେ ,ଜହତ ରଇତ ( ୪୨) , ରାଜୀବ ରଇତ (୨୦) ଓ ସାଲେମ ରଇତ (୨୪) ଏମାନେ ଗଜପତି ଜିଲ୍ଲା ଆର ଉଦୟଗିରି ଥାନା ଅଞ୍ଚଳର । ଏମାନଙ୍କୁ ଆରେଷ୍ଟ କରି ତାଙ୍କ ନିକାର ଏନଡିପିଏସ : ଧାରାରେ କେସ ରୁଜୁ କରାଯାଇଛି ଏବଂ ଉକ୍ତ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଏକ ଲକ୍ଷ ପଚାଶ ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ।

ଏହି ଚଢାଉର ପ୍ରମୁଖ ଥିଲେ ,ଗଜପତି ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଭାତ କୁମାର ସେଠୀ ଏବଂ ତାଙ୍କୁ ଏଥିରେ ସହଯୋଗ କରିଥିଲେ ପାରଳାଖେମୁଣ୍ଡି ଅବକାରୀ ନିରୀକ୍ଷକ ଶ୍ରୀ ପ୍ରକାଶ କୁମାର ସାହୁ ଏବଂ ଜିଲ୍ଲା ଭ୍ରାମ୍ୟମାଣ ସଂସ୍ଥାର ଅବକାରୀ ନିରୀକ୍ଷକ ନବସ୍ମିତା ନାୟକ ଏବଂ ତାଙ୍କ ସହଯୋଗୀ ଓ ସଦର ରେଞ୍ଜ ଗଜପତି ସହକର୍ମୀ ମାନେ । ଆଗକୁ ଆମର ଏହି ଚଡାଉ ଜାରି ରହିବ ଏବଂ ଗଜପତି ଜିଲ୍ଲାକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାର ଏହି ଅଭିନବ ପ୍ରୟାସକୁ ସାକାର କରିବା ପାଇଁ ମୋର ସମସ୍ତ ମିଡ଼ିଆ ଭାଇ ଏବଂ ଗଜପତି ଜିଲ୍ଲାର ମା ଭଉଣୀ ମାନଙ୍କୁ ମୋର ବିନୀତ ଅନୁରୋଧ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version