• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ନାରାୟଣପୁର ଠାରେ : ଆର ଆଇ କାର୍ଯ୍ୟାଳୟ ଖୋଲିବା ଦାବିକରି ଦୁଇ ପଞ୍ଚାୟତ ବାସୀଙ୍କ – ବିଶାଳ ରାଲି ଦାବୀ ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
August 24, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ନାରାୟଣପୁର ଠାରେ : ଆର ଆଇ କାର୍ଯ୍ୟାଳୟ ଖୋଲିବା ଦାବିକରି ଦୁଇ ପଞ୍ଚାୟତ ବାସୀଙ୍କ – ବିଶାଳ ରାଲି ଦାବୀ ପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଅଗଷ୍ଟ ବୁଧବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ନାରାୟଣପୁର ଠାରେ ଆର-ଆଇ: ଅଫିସ୍ କରିବା ଦାବୀ ନେଇ ଏକ ବିଶାଳ ରାଲୀ ଅନୁଷ୍ଠିତ ହୋଇଯାଇଛି ।ରାୟଗଡ଼ ବ୍ଲକର ନାରାୟଣପୁର ଓ ଏସ୍.କରଡ଼ାସିଙ୍ଗି ପଞ୍ଚାୟତର ଅଞ୍ଚଳବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ନାରାୟଣପୁର ଠାରେ ଆର-ଆଇ: ଅଫିସ୍ କରିବା ଦାବୀରେ ଆଜି ଲାଞ୍ଜିପଦର୍ ଛକ ଠାରୁ ଦୁଇ ପଞ୍ଚାୟତର ପ୍ରାୟ ୧୦୦୦ରୁ ଉର୍ଦ୍ଧ ଅଞ୍ଚଳ ବାସୀ ଏକତ୍ରିତ ହୋଇ ଏକ ବିଶାଳ ରାଲୀ ରେ ବାହାରି ନାରାୟଣପୁର ଠାରେ ଆର-ଆଇ କାର୍ଯ୍ୟାଳୟ କରିବା ଦାବୀ ନେଇ ବିଭିନ୍ନ ସ୍ଲୋଗାନ ଦେଇ ରାୟଗଡ ତହସିଲଦାର ଅଫିସରେ ପହଞ୍ଚି ଥିଲେ । ତହସିଲ କାର୍ଯ୍ୟାଳୟ ଠାରେ ଉପସ୍ଥିତ ଥିବା ଗଜପତି ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଦାବୀପତ୍ର ଗ୍ରହଣ ସମୟରେ ରାୟଗଡ ତହସିଲଦାର ଲୀଳାବତୀ ଆଚାର୍ଯ୍ୟ ଉପସ୍ଥିତ ଥିଲେ ।

ପ୍ରକାଶ ଥାଉ କି , ଉକ୍ତ ଦୁଇ ପଞ୍ଚାୟତ ରାୟଗଡ଼ ଆର-ଆଇ ସର୍କଲ ଅଧିନରେ ରହିଥିଲା , ଏହାକୁ ବର୍ତ୍ତମାନ ଗଣ୍ଡାହାତି ଆର୍ ଆଇ ଅଧିନକୁ ସ୍ଥାନାନ୍ତର କରାଯାଇଛି ଗଣ୍ଡାହାତି ଆର-ଆଇ: ଅଧିନରେ ଉକ୍ତ ଦୁଇ ପଞ୍ଚାୟତ ରହିଲେ ସେଠାରେ ନେଟ ୱର୍କ ଓ ବିଭିନ୍ନଅସୁବିଧାସହଗମନାଗମନର ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ହେଉଛି ।ତେଣୁ ଉକ୍ତ ଦୁଇ ପଞ୍ଚାୟତରଅଞ୍ଚଳବାସୀଙ୍କ ସୁବିଧା ଦୃଷ୍ଟିରୁ ନାରାୟଣପୁର ଠାରେ ଆର-ଆଇ ଅଫିସ ସ୍ଥାପନ ହେଲେ ସଂପୃକ୍ତ ଦୁଇ ପାଞ୍ଚାୟତବାସୀଙ୍କୁ ବିଶେଷ ସୁବିଧା ହେବା ସହ ବହୁ କ୍ଷେତ୍ରରେ ଉପକୃତ ହେବେ ।ତେଣୁକରି ଗଣ୍ଡାହାତି ପରିବର୍ତ୍ତେ ନାରାୟଣପୁର ଠାରେ ଆରଆଇ ଅଫିସ କରିବା ଦାବୀ ନେଇ ଆଜି ଉଭୟ ଏସ:କରଡ଼ା ସିଂହ ଓ ନାରାୟଣପୁର ପଞ୍ଚାୟତ ବାସୀଙ୍କ ପକ୍ଷରୁ ଏହି ବିରାଟ ରାଲି ହୋଇଥିଲା ଉପଜିଲ୍ଲାପାଳ ଶ୍ରୀ ପ୍ରଧାନ ଏ ନେଇ ଦାବୀପତ୍ର ଗ୍ରହଣ କରିବା ପରେ , ସଙ୍ଗେ ସଙ୍ଗେ ନାରାୟଣପୁର ସ୍ଥିତ ରେଭିନ୍ୟୁ ବଙ୍ଗଳା ଠାରେ ସପ୍ତାହକୁ ତିନି ଦିନ ସୋମ ,

ମଙ୍ଗଳ ଓ ବୁଧବାର ଦିନ ମାନଙ୍କରେ ଆରଆଇଅଫିସ କାର୍ଯ୍ୟ କରିବ ଏବଂ ଅନ୍ୟ ତିନିଦିନ ଗଣ୍ଡାହାତି ଠାରେ ଆର-ଆଇ ଅଫିସ୍ କାର୍ଯ୍ୟ କରିବସଂପୃକ୍ତ ଆର-ଆଇ ଓ ଅନ୍ୟ କର୍ମଚାରୀ ମାନେ ଉପର ନିର୍ଦ୍ଧାରିତ ଦିନ ମାନଙ୍କରେ ନାରାୟଣପୁର ସ୍ଥିତ ରେଭିନ୍ୟୁ ବଙ୍ଗଳାକୁ ଆସି ନାରାୟଣପୁର ଓ ଏସ୍.କରଡ଼ାସିଙ୍ଗ ପଞ୍ଚାୟତର ଅଞ୍ଚଳବାସୀଙ୍କ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେବା ସହ ଏ ସମ୍ପର୍କିତ ଏକ ଆଦେଶନାମା ଚିଠି ଗଣ୍ଡାହାତିଆର-ଆଇଙ୍କୁ ଦିଆଯାଇଛି ।ଏହି ନିର୍ଦ୍ଦେଶ ଦେବା ପରେ ଉଭୟ ନାରାୟଣପୁର ଓ ଏସ: କରଡ଼ାସିଂ ବାସୀ ବିଶେଷ ଆନନ୍ଦ ହେବା ସହ ଗଜପତି ଜିଲ୍ଲା ପ୍ରଶାସନ’କୁ କୃତଜ୍ଞତା ଓ ସାଧୁବାଦ ଜଣାଇଛନ୍ତି ।ଉକ୍ତ ରାଲୀରେନାରାୟଣପୁରଓଏସ୍.କରଡ଼ାସିଙ୍ଗ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟଙ୍କ ସମେତ ପୁର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ପ୍ରଦୀପ ବିଷୋୟୀ , ଶ୍ରୀ ବୁଢ଼ା ମହାନ୍ତି , ଶ୍ରୀ ଜଗନ୍ନାଥ ଖାଡେଙ୍ଗାଲୁ , ଶ୍ରୀ ବାଲୁ ପଟ୍ଟନାୟକ , ଶ୍ରୀ ଶ୍ୟାମ ଭାଇ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version