• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାଲେଶ୍ୱରରେ ପୁଣି ୫ ପଜିଟିଭ୍ ,୧୩୩ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ।

Proprietor Abhimanyu Maharana by Proprietor Abhimanyu Maharana
May 25, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ବାଲେଶ୍ୱରରେ ପୁଣି ୫ ପଜିଟିଭ୍ ,୧୩୩ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୫ ମଇ, ସୋମବାର) ବାଲେଶ୍ୱରରେ ପୁଣି ୫ ପଜିଟିଭ୍ :- ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିହା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ଜଣ, ଯାଜପୁର ଜିଲ୍ଲାର ଜଣେ, ଆଜି ଚିହ୍ନଟ ହୋଇଥିବା ୫କରୋନା ପଜିଟିଭ ବାଲେଶ୍ୱର ଜିଲ୍ଲାର, ଆକ୍ରାନ୍ତଙ୍କ ଭିତରୁ ୪ଜଣ ମହିଳା ଓ ଜଣେ ପରୁଷ, ଭଦ୍ରକରୁ ୮ଜଣ, ଖୋର୍ଦ୍ଧାରୁ ୫ଜଣ, କେନ୍ଦ୍ରାପଡାରୁ ୧୫ଜଣ, ଜଗତସିଂହପୁରରୁ ୧୦ଜଣ, ଦେଓଗଡରୁ୨୨, ବଲାଙ୍ଗୀରରୁ ୮ଜଣ, ମାଲକାନଗିରିରୁ ୯ଜଣ, ମୟୁରଭଞ୍ଜରୁ ଜଣେ, କେନ୍ଦୁଝରରୁ ଜଣେ, ଗଜପତିରୁ ୬ଜଣ, କୋରାପୁଟରୁ ୬ଜଣ, କନ୍ଧମାଳରୁ ଜଣେ ଏବଂ ଢେଙ୍କାନାଳରୁ ଜଣେ ଚିହ୍ନଟ ହୋଇଛନ୍ତି ।

ଆଜି ସର୍ବାଧିକ ସଂକ୍ରମିତ ଦେଓଗଡ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ରବିବାର ଦିନ ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଏବଂ ନୂଆପଡା ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି୫୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ( ରିପୋର୍ଟ – ଦୀପ୍ତିମାନ୍ ପତି – ବାଲେଶ୍ୱର)

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version