No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ଗୁରୁବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସିଙ୍ଗାର ପଲ୍ଲୀ ପଞ୍ଚାୟତ ରେ ଥିବା ଓଡ଼କପା ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ କଇଥ ପଲ୍ଲୀ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସିଙ୍ଗାର ପଲ୍ଲୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଗାୟତ୍ରୀ ବେହେରା ଯୋଗଦେଇ ଛାତ୍ର ଛାତ୍ରୀ ଙ୍କ ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ୱାରୋପ
କରିବା ସହ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବିତରଣ ସହ ଜୋତା ବଣ୍ଟନ କରିଥିଲେ । ପୋଷାକ ବିତରଣ ଉତ୍ସବ ରେ ବିଦ୍ୟାଳୟ ପରିଚାଳନା କମିଟିର ର ଚେୟାର ପର୍ସନ ଙ୍କ ସହିତ ସମସ୍ତ ସଦସ୍ୟ, ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କ ସମେତ ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ ।

No Result
View All Result