• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

VSSUT କୁ IIT ଓ NIT ପରି ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ

Proprietor Abhimanyu Maharana by Proprietor Abhimanyu Maharana
August 26, 2022
in ଓଡ଼ିଶା, ବରଗଡ଼, ମହାନଗର, ହୋମ୍
0
VSSUT କୁ IIT ଓ NIT ପରି ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ
Share on FacebookShare on TwitterWhatsapp

ଏକ ହଜ଼ାର କୋଟି ଟଙ୍କା ଖର୍ଚ୍ଚ ହେବ, ୧୫ ଦିନରେ ପ୍ରସ୍ତୁତ ହେବ Master Plan. ମା ସମଲେଶ୍ୱରୀ ମନ୍ଦିର ଉନ୍ନୟନ କାର୍ଯ୍ୟର ସମୀକ୍ଷା.

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ଗୁରୁବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ ।

VSSUT ରାଜ୍ୟର ଏକ ଅଗ୍ରଣୀ Engineering College ଏବଂ ସାରା ଦେଶରେ ଏହାର ସୁଖ୍ୟାତି ରହିଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା VSSUT ଯାଇ

ବିଶ୍ୱବିଦ୍ୟାଳୟର Academic Block ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା Auditorium, ପୁଲହ ଓ ବଶିଷ୍ଠ Hall ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

ଦେଶରେ Technical Education କ୍ଷେତ୍ରରେ VSSUT ର ଗୁରୁତ୍ୱକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ କ୍ରମେ ଏହାକୁ Engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ master plan ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ ।

ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ Master Plan ପ୍ରସ୍ତୁତକରାଯିବ । This master plan will be made in such a way to make vssut compete with IITs and other national institutes.

ଛାତ୍ରଛାତ୍ରୀମାନେ ମଧ୍ୟ ସେମାନେ କରିଥିବା Project ସବୁ ଉପସ୍ଥାପନା କରିଥିଲେ । ୫ଟି ସଚିବ ଶ୍ରୀ ପାଣ୍ଡିଆନ ଏଗୁଡିକୁ ଉଚ୍ଚ ପ୍ରଶଂସା କରିବା ସହିତ Industry Linkage ଉପରେ ଗୁରୁତ୍ୱ ଦେଇଥିଲେ । ପରେ ସେମାନେ ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି ସେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ ।

ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳିପାରିବ ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା Lady Lewis Girls High School ପରିଦର୍ଶନ କରି ଶିକ୍ଷକ, ଛାତ୍ରୀ ଏବଂ Alumni ସହିତ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ ।
ସମଲେଶ୍ୱରୀ ମନ୍ଦିର ପଶ୍ଚିମ ଓଡିଶାର ଆଧ୍ୟତ୍ମିକ ପ୍ରାଣକେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ ଟି ରୂପାନ୍ତର କାର୍ଯ୍ୟକ୍ରମରେ ସମଲେଶ୍ୱରୀ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ସମଲେଇ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ।

ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସେବାୟତ ଓ ଜନସାଧରଣଙ୍କ ମତାମତ ନେଇଥିଲେ । ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ OBCC କର୍ତ୍ତୃପକ୍ଷ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ । ପ୍ରକଳ୍ପ ଅଧିନସ୍ଥ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ବରିଷ୍ଠ ଅଧିକାରୀମାନେ ପ୍ରଥମେ ମା’ ସମଲେଶ୍ୱରୀଙ୍କ ମନ୍ଦିରକୁ ଯାଇ ମା’ଙ୍କର ପୂଜା ଅର୍ଚ୍ଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version