• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ବିଭିନ୍ନ ନିର୍ମାଣଧୀନ କାର‌୍ୟ୍ୟ ସମୀକ୍ଷା ସହପରିଦର୍ଶନ କଲେ ପ୍ରମୁଖଶାସନ ସଚିବ ; ସଞ୍ଜୟ କୁମାର ସିଂ

Proprietor Abhimanyu Maharana by Proprietor Abhimanyu Maharana
August 27, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ବିଭିନ୍ନ ନିର୍ମାଣଧୀନ କାର‌୍ୟ୍ୟ ସମୀକ୍ଷା ସହପରିଦର୍ଶନ କଲେ ପ୍ରମୁଖଶାସନ ସଚିବ ; ସଞ୍ଜୟ କୁମାର ସିଂ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ଅଗଷ୍ଟ ଶୁକ୍ରବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ା ବ୍ଲକ ର ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା କାର‌୍ୟ୍ୟକାରୀ ହେଉଥିବା ପୁଟିସାହି ଠାରୁ ଲିମାରସିଙ୍ଗି ପୋଲ, କାଶୀପଦର ର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରାସ୍ତା ଓ ଜାତୀୟ ରାଜପଥ ଠାରୁ ବ୍ରଲଣ୍ଡା ରାସ୍ତା କାର‌୍ୟ୍ୟର ଅଗ୍ରଗତିର ରାଜ୍ୟ ଗ୍ରାମୀଣ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ସଞ୍ଜୟ କୁମାର ସିଂ ପରିଦର୍ଶନ କରି ସମୀକ୍ଷା କରିଥିଲେ । ରାୟଗଡ଼ ବ୍ଲକର ପୁଟିସାହି ଠାରୁ ଲିମାରସିଙ୍ଗି ରାସ୍ତାର ପୋଲ ନିର୍ମାଣ ହେବା ପରେ ଜନସାଧରଣଙ୍କ ଯାତାୟାତ ନିମନ୍ତେ ଅନେକ ସୁବିଧା ପାଇପାରିବେ ବୋଲି ସଚିବ କହିଛନ୍ତି ।

ଶୁକ୍ରବାର ଗଜପତି ଜିଲ୍ଲା ଗସ୍ତ ରେ ଆସି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭିନ୍ନ ଉନ୍ନୟନ କାର‌୍ୟ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି, ଜଙ୍ଗଲ,ଜମି,ଗ୍ରାମ୍ୟ ଭିତ୍ତିକ ସମସ୍ୟା କୁ ତୁରନ୍ତ ସମାଧାନ କରିବା ପାଇଁ ସଂପୃକ୍ତ ବିଭାଗୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସମସ୍ତ ଯନ୍ତ୍ରୀ ମାନେ କ୍ଷେତ୍ର ପରିଦର୍ଶନ କରି ଜନସାଧାଣଙ୍କ ସୁବିଧା ଅସୁବିଧା ବୁଝନ୍ତୁ ଏବଂ ସେହିଠାରେ ସମସ୍ୟାର ସମାଧାନ ହୋଇନପାରିଲେ ଜିଲ୍ଲାପାଳ ତଥା ଉପରିସ୍ଥ ଅଧିକାରୀମାନଙ୍କୁ ଅବଗତ କରାନ୍ତୁ, ସମସ୍ତ ସମସ୍ୟାର ସମାଧାନ କରି କାର‌୍ୟ୍ୟଗୁଡିକ ସଠିକ ସମୟରେ ସମାପନ କରନ୍ତୁ ବୋଲି ସଚିବ କହିଥିଲେ। ପୂର୍ବାହ୍ନରେ ଜିଲ୍ଲାର ରାୟଗଡ଼, ଆର୍.ଉଦୟଗିରି ଓ ମୋହନା ବ୍ଲକ୍ ଗ୍ରସ୍ତ କରି ପ୍ରଧାମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ବିଜୁ ସେତୁ ଯୋଜନା ଓ ପିଡବ୍ଲୁଡି ରାସ୍ତାର ବିଭିନ୍ନ ନିର୍ମାଣଧୀନ ପ୍ରକଳ୍ପ କାର‌୍ୟ୍ୟର କ୍ଷେତ୍ର ସ୍ତରୀୟ ଅଗ୍ରଗତି ଓ ସମୀକ୍ଷା କରିଥିଲେ। ସମସ୍ତ ଯନ୍ତ୍ରୀ କ୍ଷେତ୍ର ପରିଦର୍ଶନ କରି ସମସ୍ତ ସୁବିଧା ଅସୁବିଧା ବୁଝିବେ ଓ କାର‌୍ୟ୍ୟର ଗତିକୁ ଅଧିକ ତ୍ବରାନିତ କରି ସମୟ ସୀମା ମଧ୍ୟରେ ଶୀଘ୍ର ଶେଷ କରିବାକୁ ଜଣାଇଥିଲେ ।

ଏହି ପରିଦର୍ଶନ ଅବସରରେ ସମସ୍ତ ନିର୍ମାଣ କାର‌୍ୟ୍ୟ କୁ ଦେଖି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଖୁସି ପ୍ରକାଶ କରିଥିଲେ । ଏହି ପରିଦର୍ଶନ ସମୟରେ ରାଜ୍ୟ ଗ୍ରାମ୍ୟ ନିର୍ମାଣ କୋଠବାଡି ଓ ସେତୁ ବିଭାଗ ଯନ୍ତ୍ରୀ ମୁଖ୍ୟ ପ୍ରଦୀପ ସାମଲ,ମୁଖ୍ୟ ଯନ୍ତ୍ରୀ ରମେଶ ଚନ୍ଦ୍ର ବେହେରା, ବ୍ରହ୍ମପୁର ଜୋନ୍ ଗ୍ରାମ ନିର୍ମାଣ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଦୀପ କୁମାର ଜେନା , ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରୋମାଞ୍ଚଳ ଖମାରି, ଜିଲ୍ଲା ଗ୍ରାମ୍ୟ ନିର୍ମାଣ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ନିର୍ମଳ କୁମାର ଦାସ ଏବଂ ସମ୍ପୃକ୍ତ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version