• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଣ୍ଡାଗର୍ଦ୍ଦି ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା ଯୁବକଙ୍କୁ : ହାତଗୋଡ଼ ବାନ୍ଧି ନିର୍ଧୁମ ଛେଚିଲେ – ମହିଳା ଗୋଷ୍ଠୀ ପୋଲିସ ଉଦ୍ଧାର କଲା ଯୁବକଙ୍କୁ

Proprietor Abhimanyu Maharana by Proprietor Abhimanyu Maharana
August 28, 2022
in ଓଡ଼ିଶା, ଗଜପତି, ହୋମ୍
0
ଗୁଣ୍ଡାଗର୍ଦ୍ଦି ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା ଯୁବକଙ୍କୁ : ହାତଗୋଡ଼ ବାନ୍ଧି ନିର୍ଧୁମ ଛେଚିଲେ – ମହିଳା ଗୋଷ୍ଠୀ ପୋଲିସ ଉଦ୍ଧାର କଲା ଯୁବକଙ୍କୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଅଗଷ୍ଟ ରବିବାର ) ପାରଳାଖେମଣ୍ଡି :- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଖାରିଗୁଡ଼ା ପଞ୍ଚାୟତର ମହିଳାଙ୍କୁ ସର୍ବସମ୍ମୁଖରେ ଅସଦାଚରଣ ଓ ଗାଁରେ ଅଶାନ୍ତ ବାତାବରଣ ସୃଷ୍ଟି କରିବା ପଡିଲା ମହଙ୍ଗା । ହାତଗୋଡ଼ ବାନ୍ଧି ଯୁବକଙ୍କୁ ନିର୍ଧୁମ୍ ଛେଚିଲେ ମହିଳାଗୋଷ୍ଠି । ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ତହସିଲଦାର ପହଞ୍ଚି ଲୋକଙ୍କୁ ବହୁ ସମୟଧରି ବୁଝାସୁଝା କରିବା ପରେ ଉକ୍ତ ଯୁବକଙ୍କୁ ଉଦ୍ଧାର କରଛି ଅଡବା ପୁଲିସ ।ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଖାରୀଗୁଡା ପଞ୍ଚାୟତରେ ।ସୂଚନା ପ୍ରକାରେ ଏହି ପଞ୍ଚାୟତ ଅନ୍ତର୍ଗତ କେ. ଲମଡାଙ୍ଗ୍ ଗ୍ରାମର ଯୁବକ ଆନ୍ଦ୍ରିୟ ମାଝୀ ଓ ନରେନ୍ଦ୍ର ମଲ୍ଲିକଙ୍କ ମଧ୍ୟରୁ କୌଣସି ଘଟଣାକୁ ନେଇ କିଛି ଦିନ ତଳେ ଝଗଡା ହୋଇଥିଲା ।

ତେଣୁ ନରେନ୍ଦ୍ର ମଲ୍ଲିକ , ଆନ୍ଦ୍ରିୟ ମାଝୀଙ୍କ ନାମରେ ଅଡ଼ବା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।ତେଣୁ ଏହାର ସମାଧାନ ପାଇଁ ତାରିଖ ୨୦/୦୮/୨୨ ରେ ସ୍ଥାନୀୟ ଜନସାଧାରଣଙ୍କ ସହ ଜନପ୍ରତିନିଧି ଥାନାରେ ପହଞ୍ଚି ସମାଧାନ କରିବାକୁ ଚେଷ୍ଟା କରି ବିଫଳ ହେବାରୁ ଆଜି ପୁଣି ସେହି ଘଟଣାର ସମାଧାନ କରିବା ପାଇଁ ଗ୍ରାମପଞ୍ଚାୟତ ଠାରେ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ କରାଯାଇଥିଲା l ତେବେ ଉକ୍ତ ସ୍ଥାନକୁ ଆନ୍ଦ୍ରୀୟ ମାଝୀ ପହଞ୍ଚି ସମସ୍ତଙ୍କୁ ଗାଳି ଗୁଲଜ କରିବା ସହିତ ଗ୍ରାମର ମହିଳା ମାନଙ୍କୁ ଖରାପ ଭାଷାରେ ଗାଳି କରିଥିଲା l ଉପସ୍ଥିତ ଲୋକେ ବାରମ୍ବାର ବୁଝାଇବାକୁ ଚେଷ୍ଟା କଲେ ମଧ୍ୟ ନବୁଝିବା ସହ ପାଚେରୀ ଡେଇଁ ଫେରାର୍ ହେବାକୁ ଚେଷ୍ଟା କରିଥିଲା ।

ତେଣୁ ମହିଳା ମାନେ ଉତକ୍ଷିପ୍ତ ହୋଇ ତାକୁ କାବୁ କରିବା ସହ ହାତଗୋଡ଼ ବାନ୍ଧି ନିର୍ଧୁମ ଛେଚି ଥିଲେ l ପରେ ଖବର ପାଈ ଘଟଣା ସ୍ଥଳରେ ଅଡବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର , ରା.ଉଦୟଗିରି ଏସଡିପିଓ ଦିଲ୍ଲୀପ କୁମାର ନାୟକ ଏବଂ ତହସିଲଦାର କିଶୋର ଚନ୍ଦ୍ର ଦାସ ପହଞ୍ଚି ଲୋକଙ୍କୁ ବହୁ ସମୟ ଧରି ବୁଝାସୁଝା କରିବା ପରେ ବନ୍ଧା ହୋଇଥିବା ଯୁବକଙ୍କୁ ଉଦ୍ଧାର କରି ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ତଦନ୍ତ ପରେ ଆଇନ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ରା.ଉଦୟଗିରି ଏସଡିପିଓ ଏବଂ ତହସିଲଦାର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

October 18, 2026
ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version