• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ – ୧୩ ତମ ଦିନରେ

Proprietor Abhimanyu Maharana by Proprietor Abhimanyu Maharana
August 28, 2022
in ଓଡ଼ିଶା, ମହାନଗର, ହୋମ୍
0
ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ – ୧୩ ତମ ଦିନରେ
Share on FacebookShare on TwitterWhatsapp

ଜିଲ୍ଲା ସ୍ଥରୀୟ ସାଧାରଣ ସଭା ଏବଂ ସାମ୍ବାଦିକ ସମ୍ମିଳନୀ କରି “୧୧ ସେପ୍ଟେମ୍ବର ଭୁବନେଶ୍ୱର ଚାଲ”ର ପ୍ରସ୍ତୁତି

ଓଡ଼ିଶା ତାଜା ନ୍ୟୁଜ (୨୮ ଅଗଷ୍ଟ ରବିବାର ) ଭୁବନେଶ୍ୱର :- ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ୧୩ ତମ ଦିନରେ ପହଂଚିଛି। ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବା ସହିତ ଶାନ୍ତିପୂର୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନ ରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା,ସ୍ୱାସ୍ଥ୍ୟ,ବାଣିଜ୍ୟ, ପରିବହନ, ସାମଜିକ ସୁରକ୍ଷା,କୃଷି ଏବଂ ପଶୁସମ୍ପଦ,ଜଙ୍ଗଲ ଏବଂ ପରିବେଶ, ଶ୍ରମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲାର ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତର ଠାରୁ ଆରମ୍ଭ କରି

ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ୬ ବର୍ଷ ଚୁକ୍ତିଭିତ୍ତିକ ସମୟକୁ ନିୟମିତ ଚାକିରୀରେ ଯୋଗ କରିବା ସହ ସବୁ କ୍ଷେତ୍ରରେ ଗଣନା କରିବା ପାଇଁ ମୁଖ୍ୟ ଦୁଇ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସହ ସାଧାରଣ ସଭା ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରେ ବିକ୍ଷୋଭ ପ୍ରଦର୍ଶନ କରି ନିଜର ଦାବି ରାଜ୍ୟସରକାର ଙ୍କ ନିକଟରେ ଉପସ୍ଥାପନା କରିଛନ୍ତି ।

ଗତ ବର୍ଷ ରାଜ୍ୟ ସରକାର ଚୁକ୍ତିଭିତିକ ମହାସଙ୍ଘର ସମସ୍ତ ଦାବି ମାନି ନେଇ କେବଳ ୫୦% ଦରମା ବୃଦ୍ଧି କରି ଆଉ ସବୁ ଦାବି ଦୁଇ ମାସରେ ପୂରଣ କରିବା ବୋଲି ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ଦୁର୍ଭାଗ୍ୟର କଥା ୭୦ ହଜାର କର୍ମଚାରୀଙ୍କ ବିଶ୍ୱାସ ଓ ଭରସା ରଖିଥିଲେ ସରକାର ପ୍ରତିଶ୍ରୁତି ଦେଇଛନ୍ତି ମନେ ନିଶ୍ଚିତ ଭାବରେ ପୂରଣ କରିବେ କିନ୍ତୁ ତାହା ଆଜି ପଯ୍ୟନ୍ତ ପୂରଣ କରିବା ଦୂର କଥା ଆଲୋଚନା ବି କରିଲେ ନାହିଁ, ବହୁତ ବାର ମହାସଙ୍ଘ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଅବଗତ କରିଥିଲେ ମଧ୍ୟ ସରକାର ପ୍ରତିଶ୍ରୁତି ଦେଇ ତାହା ପୂରଣ କରୁ ନାହାନ୍ତି ।

ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ଚୁକ୍ତିଭିତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ,ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ,

ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ,ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ,ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ,ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version