• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ : ହାଇସ୍କୁଲ୍ ଛାତ୍ର ଛାତ୍ରୀ ମାନଙ୍କୁ – ଆଇନ ଜ୍ଞାନ ସମ୍ପର୍କରେ ସଚେତନତା  

Proprietor Abhimanyu Maharana by Proprietor Abhimanyu Maharana
August 28, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ : ହାଇସ୍କୁଲ୍ ଛାତ୍ର ଛାତ୍ରୀ ମାନଙ୍କୁ – ଆଇନ ଜ୍ଞାନ ସମ୍ପର୍କରେ ସଚେତନତା  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଅଗଷ୍ଟ ରବିବାର ) ନୟାଗଡ :- ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କ ପକ୍ଷରୁ ହାଇସ୍କୁଲ୍ ଛାତ୍ର ଛାତ୍ରୀ ମାନଙ୍କୁ ଆଇନ ଜ୍ଞାନ ସମ୍ପର୍କରେ ସଚେତନତା କରିବା ପାଇଁ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶ ମତେ ଆଜି ସ୍ଥାନୀୟ ପଠାଣି ସାମନ୍ତ ଓଡ଼ିଟରିଓମ୍ କକ୍ଷ ରେ ଏକ ବିଶାଳ ଜିଲ୍ଲା ସ୍ତରୀୟ କ୍ଷୁଦ୍ର ନାଟକ, ପ୍ରବନ୍ଧ , ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା । ଜିଲ୍ଲା ର 17 ଗୋଟି ହାଇସ୍କୁଲ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ କୁ ମାନନୀୟା ଜିଲ୍ଲା ଜଜ୍ ଶ୍ରୀମତୀ ରୁପଶ୍ରୀ ଚୌଧୁରୀ ଜିଲ୍ଲାପାଳ ଡକ୍ଟର ପୁମା ଟୁଡୁ ମିଳିତ ଭାବରେ ଉଦଘାଟନ କରି ପ୍ରଥମ ରୁ ଶେଷ ଜାଏ ଉପସ୍ଥିତ ରହି ପ୍ରେରଣା ଯୋଗାଇ ଦେଇଥିଲେ ।

ଅନ୍ୟତମ ଅତିଥି ଅତିରିକ୍ତ ଜିଲ୍ଲା ଜଜ ବିଭୁପ୍ରସାଦ ପଣ୍ଡା, ଲିଲି ସେନାପତି, ସବଜଜ ବିଚିତ୍ରା ନନ୍ଦ ପ୍ରଧାନ, ମହିଳା ବିଚାର ପତି ଡକ୍ଟର ରିନତି ମିଶ୍ର , ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବିଶେଷ କୁମାର ସାହୁ , ପ୍ରଥମ ଶ୍ରେଣୀ ଦଣ୍ଡାଧିକାରି ପ୍ରଦୋଷ କୁମାର ଦାସ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ,ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ସମେତ ବହୁ ପଦସ୍ତ ଅଧିକାରୀ ଓ ଆଇନ ଯିବି ମାନେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ସର୍ବାଙ୍ଗ ସୁନ୍ଦର କରିବା ସହ ପିଲା ମାନକୁ ଉଛାହିତ କରିଥିଲେ ।ନାଟକ ପ୍ରତିଯୋଗିତାରେ ଜୟପୁର ହାଇସ୍କୁଲଙ୍କ ଦ୍ଵାରା ମଞ୍ଚସ୍ତ ନାଟକ ଏସିଡି ଆଟାକ୍ ,ବଜେନ୍ଦ୍ର ହାଇସ୍କଲ୍ ର ନାଟକ ପମି ପଢ଼ିବ ପାଠ, ନାରାୟଣୀ ହାଇ ସ୍କୁଲ ଇଟାମତି ସୁରକ୍ଷା କେନ୍ଦ୍ରୀୟ ବିଦ୍ୟାଳୟ ନୟାଗଡ କନ୍ୟା ଭୃଣ ହତ୍ୟା ,ଭାଗିରଥି ହାଇସ୍କୁଲ ନାଟକ କଥା ସରିତାର, ଲେଙ୍କୁଡ଼ି ପଡା ହାଇ ସ୍କୁଲ କହିବ ତ ଭାଇ କହିବ ଗଛ ପରି କିଏ ହୋଇବ, ମା ସୁଲିଆ ହାଇ ସ୍କୁଲ ର ନାଟକ ମଧ୍ୟସ୍ଥତା ନବଦୟ ବିଦ୍ୟାଳୟର ଶିଶୁ ଶ୍ରମିକ ,ସରକାରୀ ବାଳିକା ବିଦ୍ୟାଳୟ ନୟାଗଡ ର ନାଟକ ଅଜନ୍ମା ନାଟକ ପରିବେଷଣ କରିଥିଲେ ।

ଶେଷରେ ପ୍ରବନ୍ଧ ବିଭାଗରେ ଶର୍ମିଷ୍ଠା ସାହୁ , ଚଣ୍ଡି ହାଇ ସ୍କୁଲ , ବାଲୁଗାଁ ପ୍ରଥମ , ଚିତ୍ରାଙ୍କନ ପ୍ରତିଯୋଗିତାରେ ଗୋବିନ୍ଦ ପୁର ହାଇ ସ୍କୁଲ ର ପାୟଲ ନାୟକ ପ୍ରଥମ ,ଭାଷଣ ପ୍ରତିଯୋଗିତାରେ ଦିବ୍ୟଲତା ନାୟକ ନବୋଦୟ ବିଦ୍ୟାଳୟ ନୟାଗଡ ପ୍ରଥମ ଏବଂ ନାଟକ ପ୍ରତିଯୋଗିତାରେ ଭାଗିରଥି ହାଇସ୍କୁଲ ଗୋବିନ୍ଦ ପୁରଙ୍କ ଦ୍ଵାରା ମଞ୍ଚସ୍ଥ ହୋଇଥିବା ନାଟକ କଥା ସରିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ଉକ୍ତ ପ୍ରତିଯୋଗିତାରେ ବିଚାରକ ଭାବରେ ବଳଭଦ୍ର ଡାକୁଆ , ସୁରେଶ କୁମାର ବେହେରା, ଗୋଦାବରୀଶ ମିଶ୍ର ,ରିନା ବାଳା ଆଚାର୍ଯ୍ୟ , ବାରିଶନ ବିବି, କମଳ ଦାସ ଏବଂ ବିଶେଷ କୁମାର ସାହୁ ପ୍ରମୁଖ ଭାଗ ନେଇଥିଲେ । ସ୍ଥାନୀୟ ଶିକ୍ଷାବିତ ଶରତ ଚନ୍ଦ୍ର ଆଚାର୍ଯ୍ୟ ସଂଯାଜନ କରିଥିଲେ। ଅବସର ପ୍ରାପ୍ତ ଅଧକ୍ଷ ଓଡ଼ଗାଁ ମହାବିଦ୍ୟାଳୟ ଓମ୍ମର ମାଲିକ୍ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଚ୍ଛାହିତ କରିଥିଲେ ।

ଶେଷରେ ଜିଲ୍ଲାପାଳ ଡକ୍ଟର ପୁମାଟୁଡୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏ ଭଳି ଏକ ସୁନ୍ଦର କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ଖୁସି ବ୍ୟକ୍ତ କରିଥିଲେ ଏବଂ ସମସ୍ତ ବିଭାଗରେ ପ୍ରତିଯୋଗିତା କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ସାଟିଫିକେଟ ଏବଂ ଟ୍ରଫି ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବହୁ ଜନସାଧାରଣ , ଆଇନୀ ଜିବି, ଶିକ୍ଷକ , ଶିକ୍ଷୟତ୍ରୀ ,ଆଇନ ସହାୟତା କର୍ମୀ ,ଏନସିସି ଛାତ୍ର ଛାତ୍ରୀ ଏବଂ ଜିଲ୍ଲା ପ୍ରଶାସନର ଅଧିକାରୀ ଏବଂ ଆଇନ ସେବା କାର୍ଯ୍ୟାଳୟ ନୟାଗଡ ,ଦଶପଲ୍ଲା , ଖଣ୍ଡପଡ଼ା ,ଓଡ଼ଗାଁ , ରଣପୁର ଏବଂ ଭାପୁର ର କର୍ମଚାରୀ ଯଥା ପ୍ରଦୀପ କୁମାର ପଣ୍ଡା ,ପ୍ରମିଳା ମଲ୍ଲିକ , ଗଦାଧର ବିଶ୍ଵାଳ ,ପବନ କୁମାର ବେହେରା , ସୁଶାନ୍ତ କୁମାର ଜେନା, ଦେବାଶିଷ ମିଶ୍ର , ଶ୍ରଦ୍ଧାଞ୍ଜଳି ରଥ, ପ୍ରଶାନ୍ତ କୁମାର ସାହୁ ଏବଂ ରାଜେଶ୍ କୁମାର ମଲ୍ଲିକ , ଗଗନ ବିହାରୀ ନାୟକ, ରାଜେଶ୍ କୁମାର ବାରିକ,

ଆଇନ୍ ସହାୟତା କର୍ମୀ ଦେବାଶିଷ ପଟ୍ଟନାୟକ , ଲିପ୍ସା ଦାସ , ମମତା ବେହେରା, ସୁଭାସ୍ମିତା ମିଶ୍ର ଉପସ୍ଥିତ ରହି ସହାୟତା ପ୍ରଦାନ କରିଥିଲେ । ଶେଷରେ ଉକ୍ତ କାର୍ଯ୍ୟକ୍ରମର ସଫଳତା ପାଇଁ ସଚିବ ଶ୍ରୀ ବିଶେଷ କୁମାର ସାହୁ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିବା ସହ ଏଭଳି କାର୍ଯ୍ୟକ୍ରମ ଆସନ୍ତା ବର୍ଷ 2023 ମସିହାରେ ପୁନଚ ଅନୁଷ୍ଠିତ କରାଯିବବୋଲି ସୂଚନା ଦେଇଥିଲେ । ଏଠାରେ ସୂଚନା ଦିଆ ଯାଇପରେ ଉପରୋକ୍ତ ସମସ୍ତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ସେପ୍ଟେମ୍ବର ମାସ 2022 ରେ ଜୋନାଲ ଲେବୁଲ୍ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଭୁବନେଶ୍ୱର ଯିବାକୁ ପରାମର୍ଶ ଦିଆଯାଇଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026
ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

June 29, 2026
ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

June 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026
ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version