• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଗ୍ନିଶମବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ (Striking Fire Force) : ବିପର୍ଯ୍ୟୟ ସମୟରେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ

Proprietor Abhimanyu Maharana by Proprietor Abhimanyu Maharana
August 30, 2022
in ଓଡ଼ିଶା, ମହାନଗର, ହୋମ୍
0
ଅଗ୍ନିଶମବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ (Striking Fire Force) : ବିପର୍ଯ୍ୟୟ ସମୟରେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ
Share on FacebookShare on TwitterWhatsapp

ଅଗ୍ନିଶମବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ (Striking Fire Force) ବିପର୍ଯ୍ୟୟ ସମୟରେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ. କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ରହିବ ଏହାର ୩ଟି ୟୁନିଟ୍ : ସୃଷ୍ଟି ହେବ ୧୪୪ଟି ପଦବୀ

ଓଡ଼ିଶା ତାଜା ନ୍ୟୁଜ (୨୯ ଅଗଷ୍ଟ ସୋମବାର) ଭୁବନେଶ୍ୱର :- ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ Striking Fire Force ଗଠନ କରାଯିବ । ଏ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି Striking Fire Forceର ୩ଟି Range Headquarter ରହିବ। ପ୍ରତ୍ୟେକ Range Headquarter ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ ।

ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ । ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା First Responder ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି । ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା ।

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା (Modern Gadgets) ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ Striking Force ଭାବରେ ବିକଶିତ କରାଯିବ ବୋଲି ବୈଠକ ରେ ନିଷ୍ପତ୍ତି ହୋଇଥିଲା. ଏହି ବୈଠକକୁ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ ସଂଚଳନା କରିଥିଲେ . ଅଗ୍ନିଶମ ବିଭାଗର ଡିଜି ଶ୍ରୀ ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କ ରେ ଉପସ୍ଥାପନା କରିଥିଲେ. ଆଲୋଚନା ରେ ମୁଖ୍ୟ ଶାସନ ସଚିବ ,ଶ୍ରୀ ସୁରେଶ ମହାପାତ୍ର ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ଶ୍ରୀମତୀ ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version