• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୬ ମଇ, ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 26, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
୨୬ ମଇ, ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ରାଶିଫଳ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୬ ମଇ, ମଙ୍ଗଳବାର) ଜାଣନ୍ତୁ ଆପଣଙ୍କର ରାଶିଫଳ : – ମେଷ : ଆପଣଙ୍କୁ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ପାଇଁ ଉପଦେଶ। କ୍ରୋଧଙ୍କ ଉପରେ ନିୟନ୍ତ୍ରଣ ନ ରଖିବାରୁ ଆପଣଙ୍କର କାର୍ଯ୍ୟ ଏବଂ ସମ୍ବନ୍ଧ ମଧ୍ୟ ବିଗିଡ଼ିବାର ସମ୍ଭାବନା ଅଛି। ମାନସିକରୂପରେ ବ୍ୟଗ୍ରତା ଏବଂ ଚିନ୍ତାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗି ପାରେ। ସ୍ଵାସ୍ଥ୍ୟ ମଧ୍ୟ କିଛି ନରମ-ଗରମ ରହିବ। କୌଣସି ଧାର୍ମିକ ସ୍ଥଳ ଅଥବା ମାଙ୍ଗଳିକ ପ୍ରସଂଗରେ ଉପସ୍ଥିତ ରହିବାର ଆମନ୍ତ୍ରଣ ମିଳିବ।

ବୃଷ : ଶାରୀରିକରୂପରେ ଅସୁସ୍ଥ ରହିବେ ତଥା କାର୍ଯ୍ୟସଫଳତା ପ୍ରାପ୍ତ କରିବାରେ ବିଳମ୍ବ ହେବାରେ ଆପଣ ନିରାଶ ହେବେ। ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ। ଖାଇବା ପିଇବାରେ ଉଚିତ ଅନୁଚିତର ବିବେକ ରଖିବେ। ଆଜି କାର୍ଯ୍ୟଭାର ଅଧିକ ରହିବ। ସେଥିପାଇଁ ଆଳସ୍ୟ ରହିବ। ଯାତ୍ରାରେ ମଧ୍ୟ ବିଧ୍ନ ଉପସ୍ଥିତ ହେବ। ଭଲ ହେବ ଆଜି କୌଣସି କାର୍ଯ୍ୟର ପଛରେ ମାନସିକ ସୁଖ ଶାନ୍ତି ନ ହରାଇ ଯୋଗ, ଧ୍ୟାନ ଏବଂ ଆଧ୍ୟାତ୍ମିକତାର ଆଶ୍ରୟ ନେବେ।

ମିଥୁନ : ଆଜିର ଦିନ ଆନନ୍ଦ-ପ୍ରମୋଦରେ ବିତିବ। ଶାରୀରିକ ଏବଂ ମାନସିକରୂପରେ ଆପଣ ଖୁସି ଅନୁଭବ କରିବେ। ମିତ୍ର ଏବଂ ପରିବାରଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନସ୍ଥଳକୁ ବୁଲିବାକୁଯାଇ ଆନନ୍ଦ ଉଠାଇ ପାରିବେ। ସ୍ଵାଦିଷ୍ଟ ଭୋଜନର ସ୍ଵାଦ ନେଇ ପାରିବେ ଏବଂ ନୂଆ ବସ୍ତ୍ରୋର କ୍ରୟ ମଧ୍ୟ କରିବେ। ବାହନସୁଖ ମଧ୍ୟ ମିଳିବ। ଆପଣଙ୍କ ମାନ-ସମ୍ମାନ ଏବଂ ଲୋକପ୍ରିୟତାରେ ମଧ୍ୟ ବୃଦ୍ଧି ହେବାର ସଂକେତ ଅଛି।

କର୍କଟ : ବ୍ୟବସାୟରେ ଆଜିର ଦିନ ଲାଭଦାୟୀ ରହିବ। କାର୍ଯ୍ୟାଳୟରେ ସହକର୍ମୀଙ୍କର ସହାୟତା ମଧ୍ୟ ପ୍ରାପ୍ତ ହେବ। ପରିବାରଜନ ଆପଣଙ୍କ ସହିତ ଆଜି ଆନନ୍ଦପୂର୍ବକ ସମୟ ବିତାଇବେ। ମାନସିକରୂପରେ ମଧ୍ୟ ଆପଣ ସଂପୂର୍ଣ୍ଣ ସୁସ୍ଥ ଅନୁଭବ କରିବେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ମିଳିବ। କାର୍ଯ୍ୟରେ ଯଶ ପ୍ରାପ୍ତ ହେବ। ଖର୍ଚ୍ଚର ମାତ୍ରା ଅଧିକ ରହିବ।

ସିଂହ : ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ। ବିଦ୍ୟାର୍ଥିଗଣ ମଧ୍ୟ ପାଠପଢ଼ାରେ ନିଜର ଉତ୍କୃଷ୍ଟ ପ୍ରଦର୍ଶନ କରି ପାରିବେ। ସ୍ନେହୀଜନ ଏବଂ ମିତ୍ରମାନଙ୍କ ସହିତ ଭେଟ ହେବ। ଶାରୀରିକ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ତଥାପି ମଧ୍ୟ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ, ଯାହାଫଳରେ ମାନସିକ ଏକାଗ୍ରତା ରହିବ।

କନ୍ୟା : ଆଜିର ଦିନ ପ୍ରତିକୂଳତାରେ ଭରା ରହିବ। ଶାରୀରିକ ଫୂର୍ତ୍ତିର ଆଜି ଅଭାବ ରହିବ ଏବଂ ମାନସିକରୂପରେ ମଧ୍ୟ ଚିନ୍ତା ରହିବ। ପତ୍ନୀଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ ଅଥବା ମନମାଳିନ୍ୟ ହୋଇପାରେ। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ରହିବ। ସ୍ଥାବର ସଂପତ୍ତିର କାର୍ଯ୍ୟରେ ସାବଧାନ ରହିବେ।

ତୁଳା : ଆଜିର ଦିନ ଆନନ୍ଦରେ ବିତାଇବେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କର ସମକ୍ଷ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ। ପ୍ରତ୍ୟେକ କାର୍ଯ୍ୟର ସଫଳତା ନେଇକରି ଆସିବ। ସ୍ଵଜନମାନଙ୍କ ସହିତ ମଧ୍ୟ ଆଜି ଭେଟ ହେବ। ମାନସିକରୂପରେ ମଧ୍ୟ ପ୍ରସନ୍ନତା ରହିବ। ଧାର୍ମିକ ଯାତ୍ରାରେ ମନ ଆନନ୍ଦ ଅନୁଭବ କରିବ। ସମ୍ବନ୍ଧରେ ହେଉଥିବା ଭାବନା ଆପଣଙ୍କ ମନକୁ ଦ୍ରବିତ କରିବ।

ବିଚ୍ଛା : ପରିବାରରେ କ୍ଲେଶମୁକ୍ତ ବାତାବରଣ ବନାଇବା ପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଆପଣଙ୍କ ବାଣୀରେ ଆଜି କାହାର ମନକୁ ଆଘାତ ପହଁଚିପାରେ। ଏଥିପାଇଁ ବାଣୀ ଉପରେ ମଧ୍ୟ ନିୟନ୍ତ୍ରଣ ରଖିବେ। ବୈଚାରିକରୂପରେ ନକାରାତ୍ମକତା ଆପଣଙ୍କ ଉପରେ ପ୍ରଭୁତ୍ଵ ନ ଜମାଉ ଏହାର ଧ୍ୟାନ ରଖିବେ। ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ମନରେ ଗ୍ଲାନି ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ବିଦ୍ୟାପ୍ରାପ୍ତ କରିବାରେ ଅବରୋଧ ଆସିପାରେ।

ଧନୁ : ଆଜି ଧାର୍ମିକ ଯାତ୍ରା ହେବ। ଆପଣ ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକ ଆଜି ସଂପନ୍ନ କରି ପାରିବେ। ଶାରୀରିକ ଏବଂ ମାନସିକ ସୁସ୍ଥତା ରହିବ, ଯାହାଫଳରେ ଫୂର୍ତ୍ତି ଏବଂ ପ୍ରସନ୍ନତା ରହିବ। ପରିବାରରେ ମାଙ୍ଗଳିକ ପ୍ରସଙ୍ଗ ବନିବ। ସ୍ଵଜନମାନଙ୍କ ସହିତ ହୋଇଥିବା ସାକ୍ଷାତ ମନକୁ ପ୍ରସନ୍ନ କରିବ। ସାମାଜିକରୂପରେ ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ।

ମକର : ଆଜି ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟରେ ରୁଚି ରହିବ। ସେହି କାର୍ଯ୍ୟଗୁଡ଼ିକ ପଛରେ ବ୍ୟସ୍ତତା ରହିବ ତଥା ତାଙ୍କ ପଛରେ ଖର୍ଚ୍ଚ ମଧ୍ୟ ହେବ। କୋର୍ଟ-କଚେରୀ ସମ୍ବନ୍ଧିତ କାର୍ଯ୍ୟ ଉପସ୍ଥିତ ହେବ। ବ୍ୟବସାୟିକ କାର୍ଯ୍ୟଗୁଡ଼ିକରେ ବିଘ୍ନ ଉପସ୍ଥିତ ହେବ। ସ୍ନେହୀଜନମାନଙ୍କର ପ୍ରତିଷ୍ଠାରେ ହାନି ହେବ। ଶାରୀରିକ ଫୂର୍ତ୍ତି ତଥା ମାନସିକ ପ୍ରସନ୍ନତାରେ ହ୍ରାସ ଅନୁଭବ ହେବ। ଅକସ୍ମାତ ଏବଂ ଅପରେସନରେ ସମ୍ଭାଳିକରି ଚାଲିବେ। ପରିଶ୍ରମ ଅନୁସାରେ ଫଳ ପ୍ରାପ୍ତ ନ ହେବାରୁ ନିରାଶା ମଧ୍ୟ ଅନୁଭବ ହେବ।

କୁମ୍ଭ : ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ଆଜି ଲାଭଦାୟୀ ଦିନ ଅଟେ। ମିତ୍ରମାନଙ୍କ ସହିତ ଭେଟ ହେବାରେ ମନରେ ଆନନ୍ଦ ରହିବ। ତାଙ୍କ ସହିତ ଯାତ୍ରାର ଆୟୋଜନ ମଧ୍ୟ ହୋଇପାରେ। ନୂଆ କାର୍ଯ୍ୟର ଶୁଭାରମ୍ଭ ଆପଣଙ୍କପାଇଁ ଲାଭଦାୟୀ ରହିବ। ବିବାହ ଇଚ୍ଛୁକ ବ୍ୟକ୍ତିମାନଙ୍କୁ ବିବାହ ସମ୍ବନ୍ଧିତ ଆୟୋଜନ ହୋଇପାରେ।

ମୀନ : ବ୍ୟବସାୟିକ ଦୃଷ୍ଟିରେ ଆଜି ଆପଣଙ୍କପାଇଁ ଲାଭଦାୟୀ ଦିନ ଅଟେ। ଆପଣଙ୍କ କାର୍ଯ୍ୟ ସଫଳତା କାରଣରୁ ଉପର ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ବ୍ୟବସାୟରେ ପଦୋନ୍ନତିର ମଧ୍ୟ ଯୋଗ ଅଛି। ବ୍ୟାପାରିମାନଙ୍କୁ ବ୍ୟାପାରରେ ଲାଭ ହେବ ତଥା ତାଙ୍କର କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ମଧ୍ୟ ହେବ। ପିତାଙ୍କଠାରୁ ଲାଭ ହେବ। ପରିବାରରେ ବାତାବରଣ ଆନନ୍ଦଦାୟୀ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version