• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଳିଆ ସହାୟତା ବଣ୍ଟନ ଅବସର ରେ ମୁଖ୍ୟମନ୍ତ୍ରୀ ଙ୍କ ଅଭିଭାଷଣ.

Proprietor Abhimanyu Maharana by Proprietor Abhimanyu Maharana
September 1, 2022
in ଓଡ଼ିଶା, ମହାନଗର, ହୋମ୍
0
କାଳିଆ ସହାୟତା ବଣ୍ଟନ ଅବସର ରେ ମୁଖ୍ୟମନ୍ତ୍ରୀ ଙ୍କ ଅଭିଭାଷଣ.
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ସେପ୍ଟେମ୍ବର ଗୁରୁବାର) ଜୟ ମା ସମଲେଶ୍ବରୀ ଆଏଜ୍‌ ନୂଆଖାଇ । ଇ ଅବସରଥି ଆପଣମାନକେ ସମସ୍ତକେ ମୋର ଜୁହାର।ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି। ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ 869 କୋଟି ଟଙ୍କାର ସହାୟତା ଦିଆଗଲା । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଗଲା ।

କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।

ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର damage assessment କରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ। ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version