• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲୁଗାଁ ଥାନାରେ ନୂତନ ଆଇଆଇସି ଭାବେ ଯୋଗଦେଇଛନ୍ତି : ଇନ୍ସପେକ୍ଟର ରଶ୍ମି ରଞ୍ଜନ ଦାସ

Proprietor Abhimanyu Maharana by Proprietor Abhimanyu Maharana
September 3, 2022
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଲୁଗାଁ ଥାନାରେ ନୂତନ ଆଇଆଇସି ଭାବେ ଯୋଗଦେଇଛନ୍ତି : ଇନ୍ସପେକ୍ଟର ରଶ୍ମି ରଞ୍ଜନ ଦାସ
Share on FacebookShare on TwitterWhatsapp

ବାଲୁଗାଁକୁ ଅପରାଧମୁକ୍ତ କରିବାରେ ନୂତନ ଆଇଆଇସି ଜନସାଧାରଣଙ୍କ ସହଯୋଗ ଲୋଡିଛନ୍ତି ।

1. ବିଶେଷ କରି ଅପରାଧୀଙ୍କ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ପାଇଁ ଶ୍ରୀ ଦାସ ଚର୍ଚ୍ଚିତ ।

2. ଖୋର୍ଦ୍ଧା ଜିଲ୍ଲାର ସ୍ୱତନ୍ତ୍ର ସ୍କ୍ୱାର୍ଡ ଦାଇତ୍ୱ ନେବାପରେ ତାଙ୍କ ନେତୃତ୍ୱରେ ଜିଲ୍ଲାରେ ୧୩ ଗୋଟି ବ୍ରାଉନ ସୁଗାର କେସ ଠାବ

3. ବିଭିନ୍ନ ବେଆଇନ ଖଣିରେ ଚଢ଼ାଉ କରି ୨୦୦ ରୁ ଅଧିକ ଗାଡ଼ି ଜବତ ଏବଂ ହାତଖଣ୍ଡି ପରି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି ।

ଓଡ଼ିଶା ତାଜା ନ୍ୟୁଜ (୩ ସେପ୍ଟେମ୍ବର ଶନିବାର) ବାଲୁଗାଁ :- ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନାରେ ନୂତନ ଆଇଆଇସି ଭାବେ ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି ଇନ୍ସପେକ୍ଟର ରଶ୍ମି ରଞ୍ଜନ ଦାସ । ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ଶ୍ରୀ ଦାସ ପୁର୍ବରୁ ଜିଲ୍ଲା ସ୍ୱତନ୍ତ୍ର ସ୍କ୍ୱାର୍ଡକୁ ଲିଡ଼ କରୁଥିଲେ। ଜଣେ ଦକ୍ଷ ଅଧିକାରୀ ଭାବେ ବେଶ ଜଣାଶୁଣା ଶ୍ରୀ ଦାସ । ବିଶେଷ କରି ଅପରାଧୀଙ୍କ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ପାଇଁ ଶ୍ରୀ ଦାସ ଚର୍ଚ୍ଚିତ ।

ଖୋର୍ଦ୍ଧା ଜିଲ୍ଲାର ସ୍ୱତନ୍ତ୍ର ସ୍କ୍ୱାର୍ଡ ଦାଇତ୍ୱ ନେବାପରେ ତାଙ୍କ ନେତୃତ୍ୱରେ ଜିଲ୍ଲାରେ ୧୩ ଗୋଟି ବ୍ରାଉନ ସୁଗାର କେସ ଠାବ, ବିଭିନ୍ନ ବେଆଇନ ଖଣିରେ ଚଢ଼ାଉ କରି ୨୦୦ ରୁ ଅଧିକ ଗାଡ଼ି ଜବତ ଏବଂ ହାତଖଣ୍ଡି ପରି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି । ତେବେ ବାଲୁଗାଁ ଏକ ସମ୍ବେଦନଶୀଳ ଥାନା ହୋଇଥିବା ବେଳେ ଉକ୍ତ ଅଞ୍ଚଳକୁ ଅପରାଧମୁକ୍ତ କରିବା ସହ ରାଜ୍ୟ ସରକାରଙ୍କ ୫ଟି ବ୍ୟବସ୍ଥାକୁ ଗୁରୁତ୍ୱ ଦେବେ ବୋଲି ଶ୍ରୀ ଦାସ କହିଛନ୍ତି ।

ବାଲୁଗାଁ ଥାନା ଇନଚାର୍ଜ ଡ଼ିଏସପି ରମାକାନ୍ତ ମାହାଲିକଙ୍କ ଅନୁଗୁଳ ଏସଡ଼ିପିଓ ଭାବେ ନିକଟରେ ପଦୋନ୍ନତି ହୋଇ ବଦଳି ହୋଇଥିବାରୁ ତାଙ୍କ ସ୍ଥାନରେ ବାଲୁଗାଁ ଥାନାଧିକାରୀ ଭାବେ ଯୋଗ ଦେଇଛନ୍ତି ରଶ୍ମିରଞ୍ଜନ ଦାସ । ସେହିପରି ଭାବେ ଖୋର୍ଦ୍ଧା ଟାଉନ ଥାନା ଇନଚାର୍ଜ ଡ଼ିଏସପି ସଞ୍ଜୟ କୁମାର ପଟ୍ଟନାୟକଙ୍କ ଯାଜପୁର ରୋଡ଼ ଏସଡ଼ିପିଓ ଭାବେ ନିକଟରେ ପଦୋନ୍ନତି ହୋଇ ବଦଳି ହୋଇଥିବାରୁ ତାଙ୍କ ସ୍ଥାନରେ ନୂତନ ଖୋର୍ଦ୍ଧା ଟାଉନ ଥାନାଧିକାରୀ ଭାବେ ଯୋଗଦେବେ ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ତାରିକ ଅହମ୍ମଦ । ଏ ନେଇ ଆଜି ଖୋର୍ଦ୍ଧା ଏସପି ନିର୍ଦ୍ଦେଶନାମା ଜାରି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

May 21, 2026
ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

May 21, 2026
ଅରୁନ୍ଧତୀ ଜୁଏଲାରୀ ଆଗରେ କର୍ମଚାରୀଙ୍କ ହୋହଲ୍ଲା

ଅରୁନ୍ଧତୀ ଜୁଏଲାରୀ ଆଗରେ କର୍ମଚାରୀଙ୍କ ହୋହଲ୍ଲା

May 21, 2026
ଟିକାବାଲି ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଟିକାବାଲି ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

May 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

ପଚାଶ ଦିନରେ : ସମୂହ ଦୀପଦାନ ଆରମ୍ଭ ହେଲା ସ୍ୱତନ୍ତ୍ର ଭାବେ ମନ୍ଦିର ପ୍ରଵେଶ ନିମନ୍ତେ ପ୍ରଚାର ପତ୍ର୍ ବଣ୍ଟନ

May 21, 2026
ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

ପୁରୀ ଆଇ. ଏମ. ଟି ଫାର୍ମାସୀ କଲେଜରେ କ୍ୟାମ୍ପସ୍ ନିଯୁକ୍ତି ମେଳା ଆୟୋଜିତ

May 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version