• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଚରା ପ୍ରକୃତି ଶେଷ ହେଇ ନ ଯାଉ : ଏମିତି ଏକ ଆଲକ୍ଷରେ ପ୍ରକୃତି ସୁରକ୍ଷା ପ୍ରେମୀ ରଞ୍ଜନ ରଶ୍ମି…..

Proprietor Abhimanyu Maharana by Proprietor Abhimanyu Maharana
May 26, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ବିଚରା ପ୍ରକୃତି ଶେଷ ହେଇ ନ ଯାଉ : ଏମିତି  ଏକ ଆଲକ୍ଷରେ ପ୍ରକୃତି ସୁରକ୍ଷା ପ୍ରେମୀ ରଞ୍ଜନ ରଶ୍ମି…..
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୬ ମଇ, ମଙ୍ଗଳବାର) ବିଚରା ପ୍ରକୃତି ଶେଷ ହେଇ ନ ଯାଉ : – ‘ପ୍ରକୃତି’ (ଜଗତ) ପ୍ରତି ପ୍ରଗତିଶୀଳ-ମଣିଷର ‘ସଭ୍ୟ-ଯୁଗର ଏଇ ଆଦିମ-ମଣିଷଟି’ର ବିବେକର ଆଜି ବୈଧବ୍ୟ-ବ୍ରତ । ବୁଦ୍ଧି ….ତା’ର ବିକୃତ ! ଭାବନା….. ତା’ର ଭ୍ରାନ୍ତି-ଯୁକ୍ତ !! ମନନ (ଚିନ୍ତନ) ….ତା’ର ଅପସ୍ମାରଗ୍ରସ୍ତ !!! ଆଚାର/ଆଚରଣ ବିଚାର….ରହିତ (ତେଣୁ ‘ଆଚାର’ ନୁହେଁ ‘ବ୍ୟଭିଚାର’) !!! । କର୍ମ ଅହଂ… ପ୍ରଣୋଦିତ !!!!! ସେ ଯେମିତି ଗୋଟେ ତୀବ୍ର-ଦଂଶନ ଆଉ ଵିଧ୍ଵଂସନ ମୋହରେ ଉନ୍ମତ୍ତ । ଏମିତି କି ଏ ଦିବ୍ୟ ସୃଷ୍ଟି ପ୍ରକୃତି ବି ! ମାଟି ପାଣି ଆକାଶ ସବୁଠି ଏଇ ଜାନୁଆରଟିର ନଖ-ଦନ୍ତାଘାତର ରକ୍ତିମ-ସଜ-କ୍ଷତରେ ସେ ଲୀଳା ସ୍ପଷ୍ଟ ଦୃଶ୍ୟମାନ ।

ହାୟ ! ସନ୍ଦେହ ଲାଗେ, ଏଇ କ’ଣ ଦିବ୍ୟ ସ୍ରଷ୍ଟାଙ୍କର ମହତ୍ତମ ସୃଷ୍ଟି ! ଇଏ ଭବିଷ୍ୟତର ସେଇ ଦିବ୍ୟ ମାନବର ପ୍ରତିଶ୍ରୁତି…!! ଯା’ ବି ହେଉ, ଆଜିର ଏ ବହୁବ୍ୟକ୍ତିକ-ଧର୍ଷଣର ଫଳ ସ୍ୱରୂପ ଆସନ୍ତା କାଲି କିଛି ଅଶୁଭ ଘଟିପାରେ, ପୌନଃପୁନିକତାର ପୁନରାବୃତି… ହୁଏତ ହେଇପାରେ । ଯାହା ଇତିହାସ-ସିଦ୍ଧାଂତିତ ବାଣୀ – “ଧର୍ଷଣର ଜବାବ ସଂହାରରେ ଆସିପାରେ” ତାକୁ ଭୁଲି ନ ଯିବା ମଙ୍ଗଳକର । ପ୍ରକୃତିର ଭୀଷଣ ରୂପଟି ପୁନଶ୍ଚ ପ୍ରକଟିତ ହେବା ଆଗରୁ ଆମ ଚିନ୍ତନର ବେଳ ଯଥେଷ୍ଟ ବିଳମ୍ବ ହେଇନି ବୋଧେ । (ରିପୋର୍ଟ – ରାମକୃଷ୍ଣ ରଥ )
.

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version