• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
September 8, 2022
in ଓଡ଼ିଶା, କେନ୍ଦ୍ରାପଡା, ଜଗତସିଂହପୁର, ମହାନଗର, ଯାଜପୁର, ହୋମ୍
0
୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଜାତୀୟ ପତାକା ତିଆରି ପରି ଗୁରୁ ଦାୟିତ୍ୱ ଅର୍ପଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମିଶନ ଶକ୍ତି ମା ମାନେ .

ଓଡ଼ିଶା ତାଜା ନ୍ୟୁଜ (୭ ସେପ୍ଟେମ୍ବର ବୁଧବାର ) ଭୁବନେଶ୍ୱର :- ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version