• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋ ସ୍ୱାମୀକୁ ପିଟିପିଟି ମାରିଦେଲେ ଗାଁ ଲୋକ, ଘଟଣାକୁ ଭିନ୍ନ ମୋଡ଼ ଦେବାକୁ ପୋଲିସ ଉପରେ ଦୋଷ ଲଦିଲେ ହତ୍ୟାକାରୀ,

Proprietor Abhimanyu Maharana by Proprietor Abhimanyu Maharana
May 26, 2020
in Uncategorized, ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମୋ ସ୍ୱାମୀକୁ ପିଟିପିଟି ମାରିଦେଲେ ଗାଁ ଲୋକ,  ଘଟଣାକୁ ଭିନ୍ନ ମୋଡ଼ ଦେବାକୁ ପୋଲିସ ଉପରେ ଦୋଷ ଲଦିଲେ ହତ୍ୟାକାରୀ,
Share on FacebookShare on TwitterWhatsapp

ଅପରପକ୍ଷେ ମୃତ ଆଦିତ୍ୟଙ୍କ ପତ୍ନୀ ରଜନୀ ମହାପାତ୍ର ଗ୍ରାମର କିଛି ଲୋକ ମିଳିତ ହୋଇ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି ବୋଲି ଏକ ଲିଖୀତ ଅଭିଯୋଗ କରିବା ପରେ ପୋଲିସ ୧୪୦/୨୦୨୦ ରେ ଏକ ମକଦ୍ଦମା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାଯାଇଛି । ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟାକାରୀଙ୍କୁ ଗିରଫ ଦାବିରେ ଥାନା ସମ୍ମୁଖରେ ଶବ ରଖି ଧାରଣା, ରଣପୁର

ଓଡିଶା ତାଜା ନ୍ୟୁଜ୍‌ (୨୬ ମଇ, ମଙ୍ଗଳବାର) ରଣପୁର ବ୍ଲକ :- ରଣପୁର ବ୍ଲକ ଅନ୍ତର୍ଗତ ମହତପଲ୍ଲା ପଚାୟତର ବିରୁଡା ଗ୍ରାମ ନିକଟରେ ଥିବା ଏକ ଖାଲରେ ଆଜି ଏକ ସନ୍ଦେହଜନକ ଅବସ୍ଥାରେ ଜୈନିକ ବ୍ୟକ୍ତିଙ୍କ ମୃତ ଦେହ ପଡି ରହିଥିଲା । ପରେ ପୋଲିସ ଏହାର ଖବର ପାଇ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରିଥିଲା । ଆଜି ସଂନ୍ଧ୍ୟାରେ ଉତ୍ୟକ୍ତ ଗ୍ରାମବାସୀମାନେ ମୃତ ବ୍ୟକ୍ତିଙ୍କ ଶବକୁ ଥାନା ସମ୍ମୁଖରେ ରଖି ଅଭିଯୁକ୍ତ ମାନଙ୍କୁ ଗିରଫ ଦାବିରେ ଧାରଣା ଦେଇଥିବା ଜଣାଯାଇଛି । ଖବର ସଂଗ୍ରହରୁ ଜଣାଯାଏ ଗତ ଅପ୍ରେଲ ମାସରେ କାଜୁ ଜଙ୍ଗଲକୁ କେନ୍ଦ୍ର କରି ଚାନ୍ଦପୁର ଥାନା ଅନ୍ତର୍ଗତ ରାଇପଡା ଗ୍ରାମର ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଏଥିରେ ୨ ଜଣ ଅସବର୍ଣ୍ଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ରାଇପଡା ଗ୍ରାମର ଅନେକ ସବର୍ଣ୍ଣ ପୁରୁଷ ଲୋକ ଗ୍ରାମ ଛାଡି ଅନ୍ୟତ୍ର ରହୁଥିଲେ ।

ଏହି ଘଟଣାରେ ପୋଲିସ କିଛି ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି ଘଟଣାରେ ଗିରଫ ଭୟରେ ରାଇପଡା ଗ୍ରାମର ଆଦିତ୍ୟ ମହାପାତ୍ର ମଧ୍ୟ ଗ୍ରାମ ଛାଡି ଅନ୍ୟତ୍ର ରହୁଥିଲେ । ଗତକାଲି ମହତପଲ୍ଲା ପଚାୟତର ବିରୁଡା ଗ୍ରାମର ଝାଞ୍ଜିଆ ନାମକ ସ୍ଥାନ ରେ କିଛି ବ୍ୟକ୍ତି ଆଦିତ୍ୟଙ୍କୁ କାଜୁ ବିବାଦ ଘଟଣାର ସମ୍ପର୍କରେ ଏକ ବୈଠକ କରିବା ପାଇଁ ଡାକିଥିଲେ । ଏହି ସମୟରେ ରଣପୁର ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ସେହି ସ୍ଥାନକୁ ଯାଇ ରାଜିବ ସାହୁ ନାମକ ବ୍ୟକ୍ତିଙ୍କୁ ଗିରଫ କରିଥିଲା । କିନ୍ତୁ ଏହି ସମୟରେ ଆଦିତ୍ୟ ଦୌଡି ଖସି ପଳାଇ ଥିଲେ, କିନ୍ତୁ ଘରକୁ ଫେରି ନ ଥିଲେ । ଆଜି ପୂର୍ବାହ୍ଣରେ ଆଦିତ୍ୟଙ୍କ ମୃତ ଦେହ ବିରୁଡା ଗ୍ରାମ ନିକଟରେ ଥିବା ଏକ ଖାଲରେ ପଡିଥିବାର ଗ୍ରାମବାସୀମାନେ ଦେଖିବାକୁ ପାଇଥିଲେ । ପରେ ଏହି ଘଟଣା ଅଚଂଳ ସାରା ବ୍ୟାପି ଯାଇଥିଲା ।

ରଣପୁର ପୋଲିସ ଖବର ପାଇ ମୃତ ଆଦିତ୍ୟର ଶବକୁ ଜବତ କରିବା ସହ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଶବ ବ୍ୟବଚ୍ଛେଦ ପାଇଁ ଆଣିଥିଲେ । ବ୍ୟବଚ୍ଛେଦ ପରେ ଉତ୍ୟକ୍ତ ଗ୍ରାମବାସୀମାନେ ଶବକୁ ଥାନା ସମ୍ମୁଖରେ ରଖି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା ଦେଇଥିଲେ । ପରେ ଅତିରିକ୍ତ ତହସିଲଦାର ଅଶୋକ ପଟ୍ଟନାୟକ, ଏସ୍‌.ଡି.ପି.ଓ ଏସ୍‌. ଟାପୋ ଧାରଣାରତ ଲୋକଙ୍କୁ ବୁଝା ସୁଝା କରି ଧାରଣା ପ୍ରତ୍ୟାହୃତ କରିବା ସହ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ ଓ ଅଭିଯୁକ୍ତ ମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ଅପରପକ୍ଷେ ମୃତ ଆଦିତ୍ୟଙ୍କ ପତ୍ନୀ ରଜନୀ ମହାପାତ୍ର ଗ୍ରାମର କିଛି ଲୋକ ମିଳିତ ହୋଇ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି ବୋଲି ଏକ ଲିଖୀତ ଅଭିଯୋଗ କରିବା ପରେ ପୋଲିସ ୧୪୦/୨୦୨୦ ରେ ଏକ ମକଦ୍ଦମା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାଯାଇଛି ।

odishatazanews.com, whatsApp – 9938341180,ph.7008991872, facebook– odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version