• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୨ : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
September 13, 2022
in ଓଡ଼ିଶା, ମହାନଗର, ହୋମ୍
0
ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୨ : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ସେପ୍ଟେମ୍ବର ସୋମବାର ) ଭୁବନେଶ୍ୱର :- ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ୱାରା ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ୨୧ତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜିତ ହୋଇଛି । ଏହି ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଅକେଫାବର ୯ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ନିମନ୍ତେ ଖୋଲା ରହିବ । ଆଜି ସନ୍ଧ୍ୟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି । ଏହି ଉଦ୍‌ଘାଟନୀ ଉତ୍ସବରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବୟନଶିଳ୍ପ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ର ଏବଂ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ବୟନିକାର ପଦାଧିକାରୀବୃନ୍ଦ ଯୋଗ ଦେଇଥିଲେ ।

ଏହି ମେଳାରେ ୨୧୫ଟି ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୧୧୫ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କୁ ପ୍ରଦର୍ଶନୀ ନିମନ୍ତେ ଦିଆଯାଇଛି । ଅନ୍ୟ ୧୦୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି । ଏହି ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁ ଓ କାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ବିହାର, ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, କର୍ଣ୍ଣାଟକ, ହରିୟାନା ଏବଂ ଓଡ଼ିଶାର ବିଭିନ୍ନ ସଂସ୍ଥା/ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନର ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି । ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍‌, ଗୁଜୁରାଟର ପଟୋଲା, ଲକ୍ଷ୍ନୌର ଚିକେନକାରୀ, ଜାମ୍ମୁ ଓ କାଶ୍ମୀରର ପଶ୍ମିନା-ସାଲ୍‌, ତାମିଲନାଡ଼ୁର କାଞ୍ଜିବରମ୍‌ ପାଟଶାଢ଼ି, ଦିଲ୍ଲୀ, ହରିୟାନାର ଫର୍ନିସିଙ୍ଗ୍‌ ବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ଶିá ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି ।

ଏହି ମେଳା ପ୍ରତ୍ୟହ ଦିବା ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ଓଡ଼ିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକି୍ର ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଛି । କୋଭିଡ୍‌ ଗାଇଡ୍‌ଲାଇନ୍‌ର କଡ଼ାକଡ଼ି ଅନୁପାଳନ ନିମନ୍ତେ ସମସ୍ତ ପଦକ୍ଷେପ ନିଆଯାଇଛି । ସାମାଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି । ଏଠାରେ ଦେଶର ସମସ୍ତ ରାଜ୍ୟର ହସ୍ତତନ୍ତ ବସ୍ତ୍ର ସହ ପାରମ୍ପରିକ ଖାଦ୍ୟ, ଖେଳକୁଦ ଓ ପ୍ରତ୍ୟେକ ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି । ଏହି ମେଳାରେ ବହୁସଂଖ୍ୟାରେ ଯୋଗଦେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା । ଚଳିତ ବର୍ଷ ପୂଜା ଉପଲକ୍ଷେ ୧୨ କୋଟିରୁ ଅଧିକ ବ୍ୟବସାୟ ହେବ ବୋଲି ଆଶା କରାଯାଉଛି । ଏହି ମେଳାକୁ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version