• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରୂପାନ୍ତରିତ ବିଦ୍ୟାଳୟ ପ୍ରତିଯୋଗୀତା ମୂଳକ ଶିକ୍ଷା ପାଇଁ ଜରୁରୀ – ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
September 15, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରୂପାନ୍ତରିତ ବିଦ୍ୟାଳୟ ପ୍ରତିଯୋଗୀତା ମୂଳକ ଶିକ୍ଷା ପାଇଁ ଜରୁରୀ – ଅରୁଣ
Share on FacebookShare on TwitterWhatsapp

ରୂପାନ୍ତରିତ ବିଦ୍ୟାଳୟ ସହ ତାଳଦେଇ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଛାତ୍ରଛାତ୍ରୀଙ୍କୁ ସ୍ମାର୍ଟ କରିବାର ଆବଶ୍ୟକତା : ବିଧାୟକ ଡ. ଅରୁଣ କୁମାର ସାହୁ

ନୟାଗଡ଼ ବ୍ଲକ ଅନ୍ତର୍ଗତ ଶଙ୍ଖେଇ କପିଳେଶ୍ୱର ବିଦ୍ୟାପୀଠ, ନୋତର ଆଦର୍ଶ ବିଦ୍ୟାଳୟ, ନଚ୍ଛିପୁର ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ, କାଳନ୍ଦୀ ସୂର୍ଯ୍ୟ ବିଦ୍ୟାପୀଠକୁ ବିଧାୟକ ପରିଭ୍ରମଣ କରିଛନ୍ତି ।

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ଗୁରୁବାର ) ନୟାଗଡ଼ :- ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ବ୍ଲକର ବିଭିନ୍ନ ରୂପାନ୍ତରିତ ବିଦ୍ୟାଳୟ ବୁଲି ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି । ଏହା ସହିତ ରୂପାନ୍ତରିତ ହେବାକୁ ଥିବା ବିଦ୍ୟାଳୟ କାର୍ଯ୍ୟ ଯୋଜନା ସମ୍ପର୍କରେ ପଚାରି ବୁଝିଛନ୍ତି । ନୟାଗଡ଼ ବ୍ଲକ ଅନ୍ତର୍ଗତ ଶଙ୍ଖେଇ କପିଳେଶ୍ୱର ବିଦ୍ୟାପୀଠ, ନୋତର ଆଦର୍ଶ ବିଦ୍ୟାଳୟ, ନଚ୍ଛିପୁର ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ, କାଳନ୍ଦୀ ସୂର୍ଯ୍ୟ ବିଦ୍ୟାପୀଠକୁ ବିଧାୟକ ପରିଭ୍ରମଣ କରିଛନ୍ତି । ନଚ୍ଛିପୁର ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ରୂପାନ୍ତରିତ ଯୋଜନାରେ ସାମିଲ ହୋଇଥିବାରୁ ଏହାର ନିର୍ମାଣ ହେବାକୁ ଥିବା ଯୋଜନା ସମ୍ପର୍କରେ ବିଧାୟକ ତଦାରଖ କରିଛନ୍ତି ।

ସେହିଭଳି ଭାବେ ଶଙ୍ଖେଇ କପିଳେଶ୍ୱର ବିଦ୍ୟାପୀଠରେ ବିଧାୟକ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିବା ସହ ପାଠ ପଢ଼ାଇଛନ୍ତି । ଏଠାରେ ଅଭିଭାବକ, ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ରୂପାନ୍ତରିତ ବିଦ୍ୟାଳୟ ପ୍ରତିଯୋଗୀତା ମୂଳକ ଶିକ୍ଷା ପାଇଁ ଜରୁରୀ ବୋଲି ବିଧାୟକ ମତ ଦେଇଛନ୍ତି । ବିଦ୍ୟାଳୟରେ ସ୍ମାର୍ଟକ୍ଲାସ ରୁମ, ଅତ୍ୟାଧୁନିକ ଲାଇବ୍ରେରୀ, ବିଜ୍ଞାନଗାରର ଉପକାରିତା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉପରେ ପ୍ରଭାବ ସୃଷ୍ଟି କରିବ ବୋଲି କହିଛନ୍ତି । ଶିକ୍ଷା ସହିତ ଛାତ୍ରଛାତୀଙ୍କୁ ବୈଦ୍ଧିକ ଶିକ୍ଷା ପ୍ରଦାନ କରିବା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।

ରୂପାନ୍ତରିତ ବିଦ୍ୟାଳୟ ସହ ତାଳଦେଇ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଛାତ୍ରଛାତ୍ରୀଙ୍କୁ ସ୍ମାର୍ଟ କରିବାର ଆବଶ୍ୟକତା ଉପରେ ଆଲୋଚନା କରିଛନ୍ତି । କ୍ରୀଡ଼ାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାରୁ ଏହା ଉପରେ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଛନ୍ତି । ବିଧାୟକଙ୍କ ଗ୍ରସ୍ତରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷା କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସୁବାଷ ଚନ୍ଦ୍ର କହଁର, ସରୋଜ ରଣସିଂ, ଆଶିଷ ଅଗ୍ରୱାଲ ଏବଂ ବିଡିଓ ପଦ୍ମଚରଣ ସାହୁ ପ୍ରମୂଖ ସାମିଲ ହୋଇଥିଲେ । ପ୍ରତ୍ୟେକ ପଞ୍ଚାୟତ ସରପଞ୍ଚ ଓ ସମିତି ସଭ୍ୟମାନେ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 22, 2026
ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 22, 2026
100% Women Operators Power Vedanta Aluminium Lanjigarh’s Control Rooms

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର

August 22, 2026
100% Women Operators Power Vedanta Aluminium Lanjigarh’s Control Rooms

100% Women Operators Power Vedanta Aluminium Lanjigarh’s Control Rooms

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 22, 2026
ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version