• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ସରକାର ଗଠନ ହେଉଛି ମୂଳ ଲକ୍ଷ୍ୟ : ଭୃଗୁ ବକି୍ସପାତ୍ର

Proprietor Abhimanyu Maharana by Proprietor Abhimanyu Maharana
September 17, 2022
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ଓଡ଼ିଶାରେ ସରକାର ଗଠନ ହେଉଛି ମୂଳ ଲକ୍ଷ୍ୟ : ଭୃଗୁ ବକି୍ସପାତ୍ର
Share on FacebookShare on TwitterWhatsapp

1. ପ୍ରଶିକ୍ଷଣ ଶିବିର ହେଉଛି କାର୍ଯ୍ୟକର୍ତାଙ୍କ ପାଇଁ ଇନ୍ଧନ

2. ଦୀର୍ଘ ୨୩ବର୍ଷ ଧରି ରାଜ୍ୟବାସୀଙ୍କୁ ବାରମ୍ବାର ପ୍ରତାରିତ କରିବା ସହିତ ବିକାଶ ବାଧକ ସାଜିଛି ବିଜେଡି

3. ତୃଣମୂଳ ସ୍ତରରେ ପାର୍ଟିର ପ୍ରସ୍ତୁତି କରିବା ଓ ପାର୍ଟିର ବାର୍ତାକୁ ପଂହଚାଇବା ପାଇଁ ପ୍ରଶିକ୍ଷଣ ଶିବିର ଅତ୍ୟନ୍ତ ସହାୟକ

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ଗୁରୁବାର ) ପୁରୀ/ଭୁବନେଶ୍ୱର :-  ଯଶ୍ୱସୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱାଧିନ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିକାଶମୂଳକ ଯୋଜନାକୁ ଓଡ଼ିଶାର ପ୍ରତ୍ୟେକ ଲୋକଙ୍କ ପାଖରେ ପହଁଚାଇବା ଏବଂ ଏହାର ସଫଳ କାର୍ଯ୍ୟାନ୍ୱୟନ ହେଉଛି ବିଜେପିର ପ୍ରାଥମିକତା । ଏଥିସହ ମୋଦି ସରକାରଙ୍କର ରାଷ୍ଟ୍ରୀୟ ସୁରକ୍ଷା, ବିଦେଶ ନୀତି ଏବଂ ସର୍ବପରୀ ‘ଆତ୍ମନିର୍ଭର ଓ ବିଶ୍ୱଗୁରୁ’ ରୂପେ ଭାରତବର୍ଷକୁ ଗଢ଼ି ତୋଲିବା ପାଇଁ ପ୍ରଚେଷ୍ଟା ଅତ୍ୟନ୍ତ ପ୍ରଶଂସନୀୟ । ଅନ୍ୟପଟେ ରାଜ୍ୟରେ ଦୀର୍ଘ ୨୩ବର୍ଷ ଧରି ନିରଙ୍କୁଶ ଶାସନ କ୍ଷମତାରେ ଥିବା ରାଜ୍ୟ ସରକାରଙ୍କ ମହିଳା, ଗରୀବ ଓ ଶିକ୍ଷାମାରଣ ନୀତି ଅତ୍ୟନ୍ତ ଚିନ୍ତାଜନକ । ଦୀର୍ଘ ୨୩ବର୍ଷ ଧରି ରାଜ୍ୟକୁ ଲୁଟିଥିବା ଶାସକ ବିଜେଡି ରାଜ୍ୟବାସୀଙ୍କୁ ବାରମ୍ବାର ପ୍ରତାରିତ କରିବା ସହିତ ବିକାଶରେ ବାଧକ ସାଜିଛି, ମୋଦୀ ସରକାରଙ୍କ ବିଭିନ୍ନ ଜନ ଓ ଗରୀବ କଲ୍ୟାଣ ଯୋଜନା ସୁଫଳ ପାଇବାରୁ ଓଡ଼ିଶାବାସୀ ବଂଚିତ ହୋଇଛନ୍ତି ।

ଏଭଳି ବିଭିନ୍ନ ପ୍ରସଙ୍ଗର ଆଜିର ପ୍ରଶିକ୍ଷଣ ଶିବିରରେ ବିସ୍ତୃତ ଆଲୋଚନା କରାଯାଇଛି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଭୃଗୁ ବକ୍ସିପାତ୍ର କହିଛନ୍ତି । ପାର୍ଟିିକୁ ସଂଗଠିତ ଓ ଶକ୍ତିଶାଳୀ କରି ଆସନ୍ତା ୨୦୨୪ମସିହା ସାଧାରଣ ନିର୍ବାଚନରେ ବିଜେପିର ବିଜୟ ଏବଂ ଓଡ଼ିଶାରେ ସରକାର ଗଠନ କରିବା ହେଉଛି ମୂଳଲକ୍ଷ୍ୟ । ତୃଣମୂଳ ସ୍ତରରେ ପାର୍ଟିକୁ ପ୍ରସ୍ତୁତ କରିବା ସହିତ ପାର୍ଟିର ବାର୍ତାକୁ ତୃଣମୂଳସ୍ତର ପର୍ଯ୍ୟନ୍ତ ପଂହଚାଇବା ପାଇଁ ଏହି ପ୍ରଶିକ୍ଷଣ ଶିବିର ଅତ୍ୟନ୍ତ ସହାୟକ ହେବ । ତିନିଦିନ ପ୍ରାୟ ପ୍ରାଦେଶିକ ପ୍ରଶିକ୍ଷଣ ଶିବିରର ଦ୍ୱିତୀୟ ଦିବସରେ ୬ଟି ସତ୍ର ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ଦୀନଦୟାଲଜୀଙ୍କ ଅନ୍ତୋଦ୍ୟୟ ଏବଂ ଏକାତ୍ମମାନବବାଦ ଦର୍ଶନ, ଗଣମାଧ୍ୟମ ପରିଚାଳନା, ନିର୍ବାଚନ ପରିଚାଳନା, ରାଷ୍ଟ୍ରୀୟ ସୁରକ୍ଷା ଏବଂ ଆତ୍ମନିର୍ଭର ଭାରତ, ସାଂସ୍କୃତିକ ରାଷ୍ଟ୍ରବାଦ, ବୈଦେଶିକ ନୀତି ଭଳି ମହତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।

ଏହି ପ୍ରଶିକ୍ଷଣ ଶିବିର ପାର୍ଟିର କାର୍ଯ୍ୟକର୍ତାକୁ ଇନ୍ଧନ ଯୋଗାଇଛି । ଏହି ପ୍ରଶିକ୍ଷଣ ଶିବିର ଅବସରରେ ଅନୁଷ୍ଠିତ ଏକ ପ୍ରଦର୍ଶନୀକୁ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଉଦ୍‌ଘାଟନ କରିଥିଲେ । ପ୍ରଶିକ୍ଷଣର ଦ୍ୱିତୀୟ ଦିବସରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସମେତ ପ୍ରଶିକ୍ଷଣ ପ୍ରକୋଷ୍ଠ ରାଷ୍ଟ୍ରୀୟ ସଂଯୋଜକ ଶ୍ରୀ ମହେଶଚନ୍ଦ୍ର ଶର୍ମା, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଗୋଲକ ମହାପାତ୍ର, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ରାଷ୍ଟ୍ରୀୟ ପ୍ରଶିକ୍ଷଣ ପ୍ରକୋଷ୍ଠ ପ୍ରଭାରୀ ଶ୍ରୀ ଡି.ମୂରଲୀଧର ରାଓ, ପ୍ରଶିକ୍ଷଣ ପ୍ରକୋଷ୍ଠ ସଦସ୍ୟ ବି. ସତିଶ ଏବଂ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା ନିଜ ନିଜ ବିଷୟ ଉପରେ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version