• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସ୍ମୃତି ଖୋଜୁଛି ତାଳବଣିଆ: ଲାଗିଲା ୬ହଜାର ତାଳଚାରା

Proprietor Abhimanyu Maharana by Proprietor Abhimanyu Maharana
September 17, 2022
in Uncategorized
0
ସ୍ମୃତି ଖୋଜୁଛି ତାଳବଣିଆ: ଲାଗିଲା ୬ହଜାର ତାଳଚାରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ସେପ୍ଟେମ୍ବର ଶୁକ୍ରବାର ) ପୁରୀ :- ତାଳବଣିଆ ର ଶ୍ରୀବୃଦ୍ଧି ପାଇଁ ପ୍ରଚେଷ୍ଟା ଆରମ୍ଭ କରିଛି ଭାରତ ବିକାଶ ପରିଷଦ ଶ୍ରୀଜଗନ୍ନାଥ ଧାମ ଶାଖା । ଟାଲବଣିଆ କୁ ବଞ୍ଚାଇ ରଖିବାକୁ ପ୍ରଶାସନ ସମସ୍ତ ସହଯୋଗ ଯୋଗାଇଦେବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ଭାରତ ବିକାଶ ପରିଷଦ, ଶ୍ରୀଜଗନ୍ନାଥ ଧାମ ଶାଖା ପକ୍ଷରୁ ଅନୁଷ୍ଠିତ ,”ସ୍ମୃତି ଖୋଜୁଛି ତାଳବଣିଆ”କାର୍ଯ୍ୟକ୍ରମ କୁ ଉଦଘାଟନ କରି ଶ୍ରୀବର୍ମା,ତାଳଗଛ ବିଲୁପ୍ତ ତାଳବଣିଆ କୁ ପୁନଃରୁଦ୍ଧାର କରିବା ପାଇଁ ଭାରତ ବିକାଶ ପରିଷଦ ର କ୍ରମାଗତ ପ୍ରୟାସ ର ଭୂୟସୀ ପ୍ରଶଂସା କରିଥିଲେ । ଏହି ଚାରା ରୋପଣ କାର୍ଯ୍ୟକ୍ରମରେ ପୁରୀ ପୌରସଂସ୍ଥା ର କାର୍ଯ୍ୟନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା, ଭାରତ ବିକାଶ ପରିଷଦ ର ପୂର୍ବକ୍ଷେତ୍ର କ୍ଷେତ୍ରୀୟ ମହାସଚିବ ପୂର୍ଣ ଚନ୍ଦ୍ର ଖୁଣ୍ଟିଆ ପରିବେଶବିତ୍ ବଦ୍ରି ମିଶ୍ର ଯୋଗଦାନ କରିଥିଲେ ।

ପର୍ଯ୍ୟବରଣ ଆବାହକ ସନ୍ତୋଷ କୁମାର ମହାନ୍ତିଙ୍କ ନେତୃତ୍ୱ ରେ ଶରତ ଜୟସିଂହ, ନେତୃତ ରେ ସୁପ୍ରିତି ରଥ, ମମତା ପାତ୍ର,ବୁଦ୍ଧଦେବ ମହାପାତ୍ର,ଲାଲା ଅନନ୍ତ କୁମାର ସିଂହଁ, କୃଷ୍ଣ ଚନ୍ଦ୍ର ସାହୁ,ମନୋଜ ସାମନ୍ତରାଏ ,ନିମେଇଁ ଚରଣ ସାହୁ,ଓମ୍ ପ୍ରକାଶ ମହାନ୍ତି, ଅଧ୍ୟାପକ ଲକ୍ଷ୍ମୀଧର ପଣ୍ଡା ,ପିତାମ୍ବର ମୋହାପାତ୍ର,ବାସୁଦେବ ସେନାପତି,ନରସିଂହା ରାଓ ପ୍ରମୁଖ ୬ହଜାର ତାଳଚାରା ରୋପଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ତିନିବର୍ଷ ତଳେ ପରିଷଦ ପକ୍ଷରୁ ତାଳବଣିଆ ରେ ୩ହଜାର ତାଳଚାରା ରୋପଣ କରାଯାଇଥିଲା। ଆଗାମୀ ଦିନ ମାନଙ୍କରେ ପର୍ଯ୍ୟାୟ କ୍ରମେ ଶ୍ରୀଜଗନ୍ନାଥ ଧାମ ଶାଖା ପକ୍ଷରୁ ଏକଲକ୍ଷ ତାଳମଞ୍ଜି ରୋପଣ ର ଲକ୍ଷ୍ୟଧାର୍ଯ୍ୟ କରାଯାଇଛି ବୋଲି ସଚିବ ସୌମେନ୍ଦ୍ର ଦାସ ଜଣାଇଛନ୍ତି ।ତାଳବଣିଆ ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ର ଏକ ଅବିଛେଦ୍ୟ ଅଙ୍ଗ । ମହାପ୍ରଭୁ ଙ୍କ ଦାରୁ ବିଶ୍ରାମ ଗୃହ କୁହାଯାଉ କି ମହାପ୍ରଭୁଙ୍କ ଚାରମାଳ ସବୁରେ ପ୍ରାଥମିକତା ଏହି ତାଳଗଛ ।

ତାଳପତ୍ର ର ଅଭାବରୁ ଭକ୍ତମାନେ ପଲିଥିନରେ ମହାପ୍ରସାଦ ନେଉଛନ୍ତି । ତାଳ ଗଛ ର ଅଭାବ ମଧ୍ୟ ଲୋକଙ୍କ ଜୀବିକା ଛଡାଇ ନେଇଛି । ଏହି ଭଳି ଏକ ସମ୍ବେଦନ ଶୀଳ ଅଭିଯାନ କୁ ଭାରତ ବିକାଶ ପରିଷଦ ଶ୍ରୀଜଗନ୍ନାଥ ଧାମ ଶାଖା ଗୁରୁତର ସହ ନେଇଛି ଏବଂ ପୁରୀ ଜିଲ୍ଲା ପ୍ରଶାସନ ତରଫରୁ ସହଯୋଗ ର ହାତ ମଧ୍ୟ ବଢାଯାଇଛି । ତାଳ ବଣିଆ ରେ ତାଳ ଗଛ ଲଗାଇବା ପାଇଁ ନେହେରୁ ଯୁବକେନ୍ଦ୍ର, ପୁରୀ ସେବା ସମିତି, ଉମିଦ ଫାଉଣ୍ଡେସନ ପ୍ରଭର୍ତି ବହୁ ସ୍ବେଛାସେବୀ ଅନୁଷ୍ଠାନ ସହଯୋଗ କରିବାର ପ୍ରତିଶ୍ରୁତି ମଧ୍ୟଦେଇଛନ୍ତି । ଭାରତ ବିକାଶ ପରିଷଦର ପ୍ରୟାସ ସ୍ବେଛାସେବୀ ଅନୁଷ୍ଠାନ ମାନଙ୍କ ସହଯୋଗ ରେ ପୁରୀ ତାଳବଣିଆ ର ପୂର୍ବ ଗୌରବ ଫେରାଇ ଆଣିବା ରେ ସମସ୍ତେ ସହଯୋଗ କରିବାକୁ ଶ୍ରୀଜଗନ୍ନାଥ ଧାମ ଶାଖା ତରଫରୁ ଅନୁରୋଧ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version