• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋହନା ବ୍ଲକ ଅନ୍ତର୍ଗତ ଅଡବା ଥାନା ଭଙ୍ଗା ରୁଜା ଘଟଣାରେ ସାତ ଜଣ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
September 17, 2022
in Uncategorized, ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକ ଅନ୍ତର୍ଗତ ଅଡବା ଥାନା ଭଙ୍ଗା ରୁଜା ଘଟଣାରେ ସାତ ଜଣ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ସେପ୍ଟେମ୍ବର ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଅଡବା ଥାନା ଭଙ୍ଗା ଘଟଣାରେ ଆଜି ସ୍ଥାନୀୟ ପୋଲିସ ସେହି ଗ୍ରାମରେ ଚଡାଉ କରି ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ସାତ ଜଣ ଆସାମଙ୍କୁ ଗିରଫ କରିଛି । ଆଜି ମୋହନା ଥାନା ପରିସର ମଧ୍ୟରେ ଗଜପତି ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରକାଶ କରିଛନ୍ତି କି ଗତ ତେର ତାରିଖ ଦିନ ଅକସ୍ମାତ କେତକ ଲୋକ ଥାନା ମଧ୍ୟରେ ଧସେଇ ପଶି ଥାନା ଭାଙ୍ଗିବା ସହ ଅସବାଵ ପତ୍ର କମ୍ପୁଟର ଭଙ୍ଗା ରୁଜା ସହ ସରକାରୀ ସମ୍ପତି ନଷ୍ଟ କରିବା ସଙ୍ଗେ ପୋଲିସ କର୍ମଚାରୀ ଙ୍କ ନିଜସ୍ୱ ସାମଗ୍ରୀ ନଷ୍ଟ ସହ ପୋଲିସ କୁ ଆକ୍ରମଣ କରିବା ଘଟଣା ରେ ମୋହନା ବ୍ଲକ ଅନ୍ତର୍ଗତ ଅଡବା ଥାନା ଅଞ୍ଚଳର ସୁନିଏଲ ମଣ୍ଡଳ, ପରି ଭୂୟାଁ, ରେଙ୍ଗି ରଇତ, ଡାନିଏଲ ଭୂୟାଁ , ଲାଜର ରଇତ, ରାମ୍ବକ ଯାନୀ ,ଜୟନ୍ ରାଇକାଙ୍କୁ ଦଫା -/147/148/294/323/324/ 332/ 341/ 307/ 353/437/ 506/120(b)ଧାରା ଅନୁସାରେ ଗିରଫ କରାଯାଇଛି ବୋଲି ପ୍ରକାଶ କରିଛନ୍ତି ଗଜପତି ଏସ.ପି.ଜୟରାମ ଶତପଥୀ ।

ଏହି ସାମ୍ବାଦିକ ସମ୍ମିଳନୀ ସମୟରେ ଡି. ଏସ. ପି., ରାଜ କିଶୋର ଦାସ ଏବଂ ଆର. ଉଦୟଗିରି ଏସ.ଡି. ପି. ଓ. ଦିଲ୍ଲୀପ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।ଏହା ସହ ଏହି ଘଟଣା ରେ ଯେଉଁମାନେ ସଂପୃକ୍ତ ଥିବା ତଦନ୍ତ ରୁ ଜଣାପଡେ ତେବେ ଆଇନ ଅନୁଯାୟୀ ସେମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଏସ.ପି.ଶ୍ରୀ ଶତପଥୀ।ଅଡବା ଥାନା କେସ ନମ୍ବର ୧୧୧/22ଅନୁଯାଇ କେସ ରୁଜୁ ହୋଇଥିବା ଜଣାପଡିଛି।ବର୍ତ୍ତମାନ ଥାନା କଡା ସୁରକ୍ଷା ବଳୟ ମଧ୍ୟରେ ଥିବା ବେଳେ ଥାନା କାର୍ଯ୍ୟ ସୁଚାରୁରୂପେ ସମ୍ପାଦନ ହେଉଥିବା ପ୍ରକାଶ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version