No Result
View All Result


ଓଡ଼ିଶା ତାଜା ନ୍ୟୁଜ (୧୭ ସେପ୍ଟେମ୍ବର ଶନିବାର ) ନୂଆଗାଁ :- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମା ରେ ଥିବା ନୂଆଗାଁ ,କୋରଡ଼ା ଗ୍ରାମ ଗୋଡି ସାହି, ସଂପଡା ଗ୍ରାମ,ଏବଂ ଗାତେରୀ ପଞ୍ଚାୟତ ଆଡିପଡା ଗ୍ରାମ ରେ କାରିଗର ନିର୍ମାଣ ସଂଘ ପକ୍ଷରୁ ବିଶ୍ଵକର୍ମା ପୂଜା ପାଳିତ ହେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଜନପ୍ରିୟ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିଲେ।

ବିଧାୟକ ଙ୍କ ସହିତ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ନୂଆଗାଁ ପଞ୍ଚାୟତ ସରପଞ୍ଚ ଙ୍କ ପ୍ରତିନିଧି ପଦ୍ମନାଭ ପରିଡ଼ା,

ସଂପଡା ସରପଞ୍ଚ ଙ୍କ ପ୍ରତିନିଧି ଦାଶରଥି ପ୍ରଧାନ, ଗାତେରୀ ସରପଞ୍ଚ ଙ୍କ ପ୍ରତିନିଧି ସରୋଜ ସାହାଣୀ,ନାଏବ ସରପଞ୍ଚ ପାରା ଢିପି ପଞ୍ଚାୟତ ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ,କୋରଡ଼ା ପଞ୍ଚାୟତ ସରପଞ୍ଚ ,ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ପୂର୍ବତନ ସମିତି ସଭ୍ୟ ସୁବ୍ରତ ମିଶ୍ର ଙ୍କ ସମେତ କାରିଗର ନିର୍ମାଣ ସଂଘ ର ସଦସ୍ୟ ମାନେ ଅନୁଷ୍ଠିତ ଥିଲେ।

No Result
View All Result