• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସଂଗ୍ରହାଳୟରେ କେ„ଇ ପ୍ରଦର୍ଶନୀ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 19, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ରାଜ୍ୟ ସଂଗ୍ରହାଳୟରେ କେ„ଇ ପ୍ରଦର୍ଶନୀ ଆରମ୍ଭ
Share on FacebookShare on TwitterWhatsapp

ସଂଗ୍ରହାଳୟ ସହିତ ଛାତ୍ରଛାତ୍ରୀମାନଙ୍କୁ ଅଧିକ ଜଡ଼ିତ କରାଯିବ

ଓଡ଼ିଶା ତାଜା ନ୍ୟୁଜ (୧୮ ସେପ୍ଟେମ୍ବର ରବିବାର ) ଭୁବନେଶ୍ୱର :- ଆମ ସଂସ୍କୃତି, ଐତିହ୍ୟ ଓ ପାରମ୍ପରିକ ବିଭବଗୁଡ଼ିକ ଉପରେ ଅଧିକ ସଚେତନ କରିବା ଲକ୍ଷ୍ୟରେ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସଂଗ୍ରହାଳୟ ସହିତ ସଂପୃକ୍ତ କରାଯିବ । ଏହା ଫଳରେ ନୂତନ ପିଢ଼ି ଆମର ଅସ୍ମିତା ଓ ସ୍ୱାଭିମାନ ସହିତ ଅଧିକ ମାତ୍ରାରେ ପରିଚିତ ହେବେ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ମତ ଦେଇଛନ୍ତି । ବିଭାଗ ଆନୁକୂଲ୍ୟରେ ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଆଜି ଆରମ୍ଭ ହୋଇଥିବା କେ„ଇ ପ୍ରଦର୍ଶନୀ ପରିଦର୍ଶନ କରି ଶ୍ରୀ ପାଢ଼ୀ କହିଛନ୍ତି ଯେ ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଆୟୋଜିତ ଏହି ପ୍ରଦର୍ଶନୀ ଓ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ପ୍ରଭାବିତ କରିବ ।

ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଆଜି ରାଜ୍ୟ ସଂଗ୍ରହାଳୟରେ ‘ଗାନ୍ଧିଜୀ ଓ ତିନି ମାଙ୍କ’ ଶୀର୍ଷକ ନେଇ କେ„ଇ ପ୍ରଦର୍ଶନୀ ଆରମ୍ଭ ହୋଇଛି । ଏହି ପ୍ରଦର୍ଶନୀ ୧୫ ଦିନ ଧରି ଚାଲିବ । ପ୍ରଦର୍ଶନୀରେ ହଜାର ହଜାର ବିଭିନ୍ନ ପ୍ରକାରର କେ„ଇ ରଖାଯାଇଛି । ପରବର୍ତ୍ତୀ ସମୟରେ ସଂଗ୍ରହାଳୟରେ ଆରମ୍ଭ ହେବାକୁ ଥିବା କେ„ଇ ଗ୍ୟାଲେରୀରେ ଏଗୁଡ଼ିକୁ ସ୍ଥାନିତ କରାଯିବ ବୋଲି ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ପ୍ରକାଶ କରିଛନ୍ତି । ଏପରି ପ୍ରଦର୍ଶନୀ ଛାତ୍ରଛାତ୍ରୀମାନ ଙ୍କୁ ସଂଗ୍ରହାଳୟ ସହିତ ଅଧିକ ନିକଟତର କରିବ ଓ ସେମାନେ ଆମ ସାଂସ୍କୃତିକ ସଂପଦଗୁଡ଼ିକ ଉପରେ ଅଧିକ ମାତ୍ରାରେ ଅବଗତ ହେବେ ବୋଲି ସେ କହିଛନ୍ତି । ରାଜ୍ୟ ସଂଗ୍ରହାଳୟକୁ ଭୁବନେଶ୍ୱରର ସୁରେଶ ବଳବନ୍ତରାୟ ଫାଉଣ୍ଡେସନ୍‌ ପକ୍ଷରୁ ପ୍ରାୟ ୪ ହଜାର କେ„ଇ ପ୍ରଦାନ କରାଯାଇଛି ।

ପ୍ରଦର୍ଶନୀ ଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ସାହିତି୍ୟକ ଡ. ଫଣୀନ୍ଦ୍ର ଭୂଷଣ ନନ୍ଦ, ଫାଉଣ୍ଡେସନ୍‌ର ସଭାପତି ଡ. ହରେକୃଷ୍ଣ ପାତ୍ର, ଟ୍ରଷ୍ଟି ପ୍ରଫୁଲ୍ଲ ଚନ୍ଦ୍ର ଧୀର, ଜାଭିୟର ଇନ୍‌ଷ୍ଟିଚୁ୍ୟଟ୍‌ର ନିର୍ଦ୍ଦେଶକ ଅଜିତ କୁମାର ଦାସ, ଫାଉଣ୍ଡେସନ୍‌ର ସଦସ୍ୟ ସୂର୍ଯ୍ୟ ମିଶ୍ର, ଡ. ଦେବାଶିଷ ମହାପାତ୍ର, ପବିତ୍ର ପ୍ରଧାନ, ସୁଧୀର ମଉଡ଼ମଣି ଓ ସଂପାଦିକା ଅଧ୍ୟାପିକା ଡ. ଅନ୍ୟା ଅନୁରୂପା ପ୍ରମୁଖ ଉପସ୍ଥିତ ଥିଲେ । ଅନିନ୍ଦିତା ଦାସ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ଗାନ କରିଥିଲେ । ସଂଗ୍ରହାଳୟ ପକ୍ଷରୁ ଭାରତୀ ପାଲ ଧନ୍ୟବାଦ ଅର୍ପଣ କରିଥିଲେ । କେ„ଇ ପ୍ରଦର୍ଶନୀ ବୁଲିବା ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଆଜି ସଂଗ୍ରହାଳୟରେ ପହଞ୍ଚିଥିଲେ । ସେମାନେ ଧାଡ଼ିବାନ୍ଧି ପ୍ରଦର୍ଶନୀ ବୁଲି ଦେଖିଥିଲେ । ଆଜି ପ୍ରାୟ ହଜାରେ ଛାତ୍ରଛାତ୍ରୀ ପ୍ରଦର୍ଶନୀ ବୁଲିଥିବାବେଳେ ଆସନ୍ତା ଦିନଗୁଡ଼ିକରେ ସେମାନଙ୍କ ସଂଖ୍ୟା ଢେର ବୃଦ୍ଧି ପାଇବ ବୋଲି ସଂଗ୍ରହାଳୟ ପକ୍ଷରୁ କୁହାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version