• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାତି ଗୋଟାଏରୁ ସ୍ନାନଯାତ୍ରା ପାଇଁ ପହଣ୍ଡି କରିବାକୁ ସେବାୟତଙ୍କ ମତ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
May 27, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାତି ଗୋଟାଏରୁ ସ୍ନାନଯାତ୍ରା ପାଇଁ ପହଣ୍ଡି କରିବାକୁ ସେବାୟତଙ୍କ ମତ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ – ପୁରୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୭ ମଇ, ବୁଧବାର) ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପୁରୀ : –ପୁରୀ, ଚଳିତବର୍ଷ ସ୍ନାନଯାତ୍ରା ପାଇଁ ତିନି ଠାକୁରଙ୍କ ପହଣ୍ଡି ରାତି ଗୋଟାଏରୁ ଆରମ୍ଭ ହେବ । କରୋନା କରିପ୍ରେକ୍ଷୀରେ ନୀତି ନିର୍ଘଣ୍ଟରେ ଏଭଳି ପରିବର୍ତ୍ତନ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର । ଆଜି ପୁରୀ ଠାରେ ଛତିଶା ନିଯୋଗ ସହିତ ଆଲୋଚନା ପରେ ସେ ଏହି ସୂଚନା ଦେବା ସହିତ ପହଣ୍ଡିରେ କେତେ ସେବାୟତ ଉପସ୍ଥିତ ରହିବେ ତାହାର ତାଲିକା ଦୁଇଦିନ ମଧ୍ୟରେ ଦେବାପାଇଁ କହାଯାଇଛି ।

ତାଲିକା ମିଳିଲା ପରେ ଆସନ୍ତା ୩୦ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସି ଚୂଡାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ । ଯେଉଁ ସେବକମାନଙ୍କର ଯେଉଁ ସେବା ରହିଛି ସେମାନେ ତାହା କରିବେ ବୋଲି ମୁଖ୍ୟ ପ୍ରଶାସକ ସ୍ପଷ୍ଟ କରିଛନ୍ତି । ସ୍ନାନଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିନେଇ ମୁଖ୍ୟ ପ୍ରଶାସକ ଡକ୍ଟର କୁମାର ଆଜି ଛତିଶା ନିଯୋଗର ସେବାୟତଙ୍କ ସହିତ ମାରାଥନ ଆଲୋଚନା କରିଥିଲେ । ଆଲୋଚନା କାଳରେ ସମସ୍ତେ ସଅଳ ପହଣ୍ଡି ସପକ୍ଷରେ ମତ ଦେଇଥିବାବେଳେ ଯେତେ ସଂଖ୍ୟକ ସମ୍ଭବ କମ୍‍ ସେବାୟତଙ୍କୁ ନେଇ ସ୍ନାନଯାତ୍ରା ସମ୍ପନ୍ନ ପାଇଁ କହିଥିଲେ । ତଦନୁଯାୟୀ ରାତି ଗୋଟାଏରୁ ତିନି ଠାକୁର ପହଣ୍ଡିରେ ସ୍ନାନମଣ୍ଡପକୁ ଆସିବେ ଏବଂ ସକାଳ ୭ରୁ ୯ଟା ମଧ୍ୟରେ ୧୦୮ ସୁବାସିତ ଜଳରେ ସ୍ନାନ କରିବେ ।

ସକାଳ ସାଢେ ୧୦ଟାରେ ଛେରା ପହଁରା ଏବଂ ଦିନ ୧୧ଟାରୁ ୧୨ଟା ମଧ୍ୟରେ ଜୀଉମାନଙ୍କର ହାତିବେଶ ହେବ । ସ୍ନାନବେଦୀରୁ ତିନି ଠାରୁ ସଂଧ୍ୟା ୫ରୁ ୮ଟା ମଧ୍ୟରେ ପହଣ୍ଡିରେ ବାହୁଡିବେ । ଗୋଟିଏ ପଟେ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ଆଗେଇ ଚାଲିଥିବାବେଳେ ଅନ୍ୟ ପଟେ ପ୍ରଶାସନ ପକ୍ଷରୁ ରଥଯାତ୍ରା ପୂର୍ବରୁ ଥିବା ବିଧି ବିଧାନ ଗୁଡିକୁ ସୁଚାରୁ ରୂପେ ପାଳନ କରାଯାଉଥିବାରୁ ଚଳିତବର୍ଷ ରଥଯାତ୍ରା ନିଶ୍ଚିତ ହେବା ନେଇ ଦିନକୁ ଦିନ ଆଶା ବଢିବାରେ ଲାଗିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version